ରାଜ୍ୟ

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ। ମାଉସୀ…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ…

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦ କୋଟି…

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ପାଣିପାଗ କେନ୍ଦ୍ରର ସୂଚନା

ଭୁବନେଶ୍ୱର,୧୫ା୫: ରାଜ୍ୟରେ ଆସନ୍ତା ଦୁଇଦିନପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅର୍ଥାତ ମେ ୧୮ ଏବଂ ୧୯ ରେ ଓଡ଼ିଶାର ଅନେକ ଜିଲାରେ ହିଟ୍‌ୱେଭ୍ ସ୍ଥିତି…

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର…

”ନବୀନ ବାବୁ ଆଉ ଆସିବାର ନାହିଁ”: ଅମିତ ଶାହା

ସୋରଡ଼ା,୧୫ା୫: ବୁଧବାର ଓଡିଶା ଗସ୍ତରେ ଆସି ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଓଡ଼ିଶାରେ ଚାଷୀ ବିକ୍ରି କରୁଥିବା ଧାନର ଦରଠାରୁ ଆରମ୍ଭ କରି କେନ୍ଦ୍ର ସରକାର ଦେଉଥିବା…

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି। ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର ୩ଟି…

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ…

୭ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): ବୁଧବାର ୭ଟି ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର କରିଛି ବିଜେଡି। ପ୍ରଥମେ କର୍ମୀମାନେ ବିଦ୍ୟାଧରପୁର ବଜାରଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ସହ ହଦଗଡ଼, ବାଲିବରେଇ, ବାଙ୍ଗୋର,ସୋସୋ, କେ. ବାଲିପାଳ, ପଢ଼ିଆରିପଲ୍ଲୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?