Odisha Elections 2024

ରାଜ୍ୟ

ମୁହେଁ ମୁହେଁ କହି ହଇରାଣ ହୋଇଛି

କେବେ ସେ ନାୟକ ସାଜି ଦର୍ଶକଙ୍କ ମନ ଜିତିଛନ୍ତି ତ କେବେ ଖଳନାୟକ ସାଜି ନିଜର ଭିନ୍ନ ରୂପ ଦେଖାଇଛନ୍ତି। ଯେକୌଣସି ଚରିତ୍ରକୁ ନିଖୁଣ ଭାବେ ନିଭାଇ ପାରୁଥିବା ଅଭିନେତା ଜଣକ ହେଲେ ସମରେଶ ରାଉତରାୟ। ହିନ୍ଦୀ ଚଳଚ୍ଚିତ୍ର ‘ଭଗତ...

ଉଲଗ୍ନ କରି ଚଲାଇଥିଲେ

ଭୁବନେଶ୍ୱର,୨୮ା।୯(ବ୍ୟୁରୋ) ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ସ୍ଥାନୀୟ ଲୋକଙ୍କୁ ପ୍ରଶାସନିକ ଅଧିକାରୀଙ୍କ ସହାୟତାରେ ପ୍ରତିଦିନ କିପରି ନିର୍ଯାତନା ଦେଇଆସୁଛି ସେନେଇ ୨୬ ତାରିଖ ରବିବାର ଧରିତ୍ରୀରେ ‘ଲୋଭ ଦେଖାଇ ଲୁଟିନେଲା’ ଶୀର୍ଷକ ଖବର ମାଧ୍ୟମରେ ଯାହା ଜଣାଇଛୁ...

ଶେଷ ହେଉନି ସଞ୍ଜୀବନୀ ସଂଗ୍ରାମ

ଅନୁଗୋଳ ଅଫିସ, ୨୮ା୯ ଟିକା ନେଲେ ଦେହରେ ସୃଷ୍ଟି ହେଉଛି ଆଣ୍ଟିବଡି। ମହାମାରୀ କୋଭିଡ୍‌ରୁ ଅନେକାଂଶରେ ମିଳୁଛି ସୁରକ୍ଷା। ସରକାର ଓ ବିଶେଷଜ୍ଞମାନଙ୍କ ଏପରି ମତକୁ ଆଧାରକରି ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବଢ଼ୁଛି ଭିଡ଼। କେଉଁଠି ରାତିରୁ ଲୋକଙ୍କ ଲାଇନ ଲାଗୁଛି ତ...

ସୁବର୍ଣ୍ଣରେଖା ନଦୀବନ୍ଧ ବିପଦସଙ୍କୁଳ

ଜଳେଶ୍ୱର, ୨୮।୯(ଡି.ଏନ.ଏ.)-ଚଳିତବର୍ଷ ସୁବର୍ଣ୍ଣରେଖା ନଦୀରେ ୩ଥର ବନ୍ୟାପାଣି ଆସି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭୂତ କ୍ଷତି ଘଟିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀବନ୍ଧର ୩ଟି ସ୍ଥାନରେ ଅତଡ଼ା ଖସୁଥିବା ନଜରକୁ ଆସିଛି। ନଦୀବନ୍ଧ ଏବେ ବିପଦସଙ୍କୁଳ ଅବସ୍ଥାରେ...

ଆଜି ଶହୀଦ ସ୍ମୃତି ଦିବସ: ବଦଳୁଛି ଶହୀଦ ସ୍ମୃତିପୀଠର ଭିତ୍ତିଭୂମି

ବାସୁଦେବପୁର,୨୮।୯(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ହେଉଛି ସଂଗ୍ରାମର ମାଟି। ୧୯୪୨ ଭାରତଛାଡ଼ ଆନ୍ଦୋଳନ ସମୟରେ ବାସୁଦେବପୁର, ଇରମ ଓ ନଦୀଘେରଦ ଅଞ୍ଚଳର ସଂଗ୍ରାମୀମାନେ ନେତୃତ୍ୱ ନେଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଏହି ଅଞ୍ଚଳରେ ଜନଜାଗରଣ ସୃଷ୍ଟି ହୋଇସାରିଥିବା ବେଳେ ୧୯୪୨ ସେପ୍ଟେମ୍ବର...

ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ସ୍ଥାସ୍ତାନ୍ତର କରିଛି। ଘଟଣାରେ ସମ୍ପୃକ୍ତ ଯୁବକ...

କଲେଜ ଛାତ୍ର ମୃତ୍ୟୁ ଘଟଣା ପଛରେ ପ୍ରେମିକା ସହ ଧରମ ଭାଇର ହାତ

କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ...

ଗଛ ତଳେ ନେଇଥିଲେ ଆଶ୍ରୟ, ଘଟିଲା ଏମିତି

ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କୁସାମୁରା ବଡମାଲ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ୩ଜଣଙ୍କ ଅକାଳ ମୃତ୍ୟୁ ଘଟିଛି। ସେମାନେ ହେଲେ ଚାଷୀ ଦମ୍ପତି ଅନ୍ତର୍ଯାମୀ ମାଝି (୪୫) ଓ ପଦ୍ମିନୀ (୩୭) ଏବଂ...

ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍‌’

ବାଲେଶ୍ୱର,୨୭।୯: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍‌ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍‌ ଭର୍ସନ। ଅପରାହ୍ନ ୪ଟା ୩୦ରେ ଏହାର ପରୀକ୍ଷା କରାଯାଇଥିଲା। ଆକାଶରେ ଉଡୁଥିବା ମାନବ...

କଟ୍‌ ଅଫ୍‌ ମାର୍କରେ ରେଭେନ୍ସା ଆଗରେ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଯୁକ୍ତ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୫୪,୬୩୩ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୫,୭୮୭ ଛାତ୍ରୀ ଥିବା ବେଳେ ୨୮,୮୪୪ ଜଣ ଛାତ୍ର ଏବଂ ୨ଜଣ...

ଏବେ ବି ଖୁସି ହେବାର ଆବଶ୍ୟକତା ନାହିଁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶାରେ କରୋନା ତୃତୀୟ ଲହରର ବିଶେଷ କିଛି ପ୍ରଭାବ ପଡ଼ି ନ ପାରେ। ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମଣ ବଢ଼ିଛି ତାହା ସେତେ ଅଧିକ ନୁହେଁ। ସେହି ଟ୍ରେଣ୍ଡକୁ ଦେଖିଲେ ଓଡ଼ିଶା ଭଲ ସ୍ଥିତିରେ ରହିବା ପରି ଲାଗୁଛି...

ମଞ୍ଚାରେ ଶୋଇଥିଲେ ଯୁବକ, ରାତିରେ ଆସିିଲା ହାତୀ…

ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚାମରା ମୁଣ୍ଡା। ସୂଚନା ଅନୁଯାୟୀ, ପୁରୁଣାପାଣି ଜଙ୍ଗଲରେ ୧୧ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri