ଖୁସିଖବର ରାଜ୍ୟରେ ୧୩୭୫ଟି ପିଜିଟିଙ୍କୁ ମିଳିବ ନିଯୁକ୍ତି: ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨।୧: ରାଜ୍ୟରେ ୧୩୭୫ଟି ପିଜିଟି (Post Graduate Teacher) ଶିକ୍ଷକ ପଦବୀ ଫାଙ୍କା ପଡ଼ିଛି। ଏଥିନିମନ୍ତେ ରାଜ୍ୟ ସରକାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଏହା ବର୍ତ୍ତମାନ ଚାଲୁ ରହୁଛି। ଆବେଦନର ଶେଷ ତାରିଖ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଧାର୍ଯ୍ୟ…
ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।
ବରଗଡ଼ ଧନୁଯାତ୍ରା: ରିହର୍ସାଲ ଆରମ୍ଭ କଲେ କଳାକାର
ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୧୫ତାରିଖରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚଳିତ ମାସ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଳାକାରମାନେ ମଧ୍ୟ ସେଥିରୁ ବାଦ୍ ପଡ଼ିନାହାନ୍ତି।…
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…
ଜାନୁୟାରୀରେ ଶୀତ କମ୍
ଭୁବନେଶ୍ୱର,୨ା୧(ଅସମାପିକା ସାହୁ):ଜାନୁୟାରୀରେ ଶୀତର ପ୍ରଭାବ କମ୍ ରହିବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଥଣ୍ଡା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆସନ୍ତା ୪ ଓ ୫ ତାରିଖରେ କେତେକ…
ଘନ କୁହୁଡ଼ି ହେଲା କାଳ, ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୩ ମୃତ, ୫୦ରୁ ଅଧିକ ଆହତ
ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍କୁ କଟକରୁ କେନ୍ଦ୍ରାପଡା…
କାରରେ ଆସି କାଟିଲେ ଶଟର
ଭୁବନେଶ୍ୱର,୧।୧ (ସୂର୍ଯ୍ୟକାନ୍ତ ବେହେରା) : ନୂଆବର୍ଷ ପାଇଁ ସହରରେ କଡ଼ା କଟକଣା ସତ୍ତ୍ୱେ କାରରେ ଆସି ଶଟର ତାଲା କାଟି ଏକ ଇଲେକ୍ଟ୍ରିକାଲ ଦୋକାନରୁ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍ ଉପକରଣ ଚୋରି କରିନେଇଛନ୍ତି ଦୁର୍ବୃତ୍ତ। ଇନ୍ଫୋସିଟି ଥାନା ଅଞ୍ଚଳରେ ଏହି ଘଟଣା…
୬ରୁ ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ ଆରମ୍ଭ, ଜିଲାପାଳଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର, ୧।୧(ଅସମାପିକା ସାହୁ)- ବିଏସକଓ୍ବୋଇ ନବୀନ କାର୍ଡ ଲାଗି ଆସନ୍ତା ୬ତାରିଖରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୧୬ ତାରିଖ ଯାଏ ଆବେଦନ କରିହେବ। ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…
ପିକନିକ୍ ପାଇଁ ଯାଉଥିବା ଗାଡ଼ି ପାଇଁ ଆବଶ୍ୟକ ସ୍ୱତନ୍ତ୍ର ଅନୁମତି, SOP ଜାରି କଲା ପରିବହନ ବିଭାଗ
ଭୁବନେଶ୍ୱର,୧।୧: ନୂଆବର୍ଷ ଏବଂ ଶୀତଋତୁରେ ଲୋକମାନେ ବିଭିନ୍ନ ସ୍ଥାନକୁ ବୁଲିଯିବାକୁ ଯୋଜନା କରିଥାନ୍ତି। ପିକନିକ୍ ଋତୁରେ ମାତ୍ରାଧିକ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ ମାନକ ସଂଚାଳନ ପ୍ରକ୍ରିୟା(ଏସଓପି)ଜାରି କରାଯାଇଛି। ଏହି ନୁଆ ଏସଓପିରେ କଠୋର ନିୟମାବଳୀ ରହିଛି।…
ଜାନୁୟାରୀରେ କମିବ ଶୀତ
ଭୁବନେଶ୍ୱର,୧।୧: ଜାନୁୟାରୀରେ ଶୀତର ପ୍ରଭାବ କମିବା ନେଇ ସମ୍ଭାବନା ରହିଛି। ସ୍ବଭାବିକଠାରୁ ରାତିର ତାପମାତ୍ରା ବଢ଼ିବାରୁ ଥଣ୍ଡା କମ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ…
ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ଓଡ଼ିଶା ସରକାର
ନୂଆଦିଲ୍ଲୀ,୧।୧: ରାଜ୍ୟ ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଷୋଡଶତମ ଅର୍ଥ ଆୟୋଗ ଗଠନ ନେଇ ବିଜ୍ଞପ୍ତି ଜାରି ହେବା ପରେ ରାଜ୍ୟ ସରକାର ରାଜ୍ୟ…
ମେଟ୍ରୋ ଟ୍ରେନ୍ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧: ନୂଆବର୍ଷରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ମେଟ୍ରୋ ଟ୍ରେନ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ୍ ଭେଟି ଦେଇ ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ…
Archives


