ରାଜ୍ୟ

ରଥକାଠ ଅନୁକୂଳ ପାଇଁ ଆଜି ନୟାଗଡ଼ ଯିବ ଟିମ୍‌

ପୁରୀ,୧ା୧(ଅଜିତ ମହାନ୍ତି): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ଆରମ୍ଭ ହେଲାଣି। ରଥ କାଠ ନିମନ୍ତେ ଗଛକଟା ଅନୁକୂଳ ଲାଗି ଜାନୁୟାରୀ ୧ରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍‌ ନୟାଗଡ଼ ଅଭିମୁଖେ ଯାତ୍ରା କରିବ। ଟିମ୍‌ରେ ଶ୍ରୀମନ୍ଦିର…

ଓଜେଏସ୍‌ରେ କୋରାପୁଟ ଝିଅ ଦୀକ୍ଷାଙ୍କ ସଫଳତା

କୋରାପୁଟ,୩୧ା୧୨ (ଅମିତାଭ ବେହେରା): ଓଡିଶା ଜୁଡ଼ିସିଆଲ ସର୍ଭିସ (ଓଜେଏସ୍‌)ରେ କୋରାପୁଟର ଝିଅ ଦୀକ୍ଷା ସେଠ ୪୮ ର଼୍ୟାଙ୍କ ରଖି ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ଜିଲାର ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି। ରାଜ୍ୟରେ ଓଜେଏସ୍‌ର ୫୭ଟି…

ଜିରୋ ନାଇଟ୍‌ ସେଲିବ୍ରେଶନ: ଜଲଓ୍ବା ଦେଖାଇଲେ ଇଣ୍ଡିଆନ ଆଇଡ଼ଲ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ‘ଜିରୋ ନାଇଟ୍‌’ ସେଲିବ୍ରେଶନ ଏବଂ ନବବର୍ଷ ୨୦୨୪ ପାଇଁ ଇସ୍ପାତ ସହର ରାଉରକେଲାରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପାନପୋଷ ବ୍ରାହ୍ମଣୀ କ୍ଲବ, ସେକ୍ଟର-୨୦ ରାଉରକେଲା କ୍ଲବ, ସେକ୍ଟର-୨ ଜର୍ମାନୀ କ୍ଲବ ସମେତ ଛୋଟବଡ଼ ହୋଟେଲରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା।…

କୌଶଳ ରଥର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର,୩୧।୧୨(ଭବାନୀ ଶଙ୍କର ଭୋଇ): ଓଡ଼ିଶାର ଯୁବପିଢ଼ିଙ୍କୁ ମାଗଣାରେ ଡିଜିଟାଲ ଶିକ୍ଷା ଏବଂ ସେମାନଙ୍କ ମଧ୍ୟରେ ଡିଜିଟାଲ କାରବାରକୁ ବୃଦ୍ଧି କରାଯିବ। ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣରେ ଯୁବପିଢ଼ିଙ୍କ ସାମର୍ଥ୍ୟକୁ ବିକଶିତ କରିବା ଲକ୍ଷ୍ୟ ରହିଛି ବୋଲି କେନ୍ଦ୍ର ଶିକ୍ଷା ଓ…

ସ୍ତ୍ରୀଙ୍କ ମୃତ୍ୟୁ ପରେ ଦାଦନ ଖଟିବାକୁ ଗଲେ ସ୍ବାମୀ: ବେସାହାରା ଭଉଣୀ, ଭାଇ

ଲାଠୋର,୩୧।୧୨(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ଅଧୀନ ହଲନଭଟା ପଞ୍ଚାୟତ ନକଟାବାହାଲ ଗ୍ରାମର ଧନସିଂ ମାଝୀଙ୍କ ଝିଅ ଏବଂ ପୁଅଙ୍କୁ ପାଠ ପଢିବାର ସୁଯୋଗ ଦିଆଯାଉ ବୋଲି ଗ୍ରାମର ୱାର୍ଡ଼ ମେମ୍ବର ଫୁଲତୁଲି ବାଗଙ୍କ ସହ ଗ୍ରାମବାସୀ ଦାବି କରିଛନ୍ତି।…

ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

କଟକ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ରବିବାର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରୁଣ ଷଡଙ୍ଗୀ। ନୂଆ ଡିଜିପି ନିଯୁକ୍ତ ହେବା ଯାଏ ସେ ଏହି ଦାୟିତ୍ୱରେ ରହିବେ। ୧୯୯୦ ବ୍ୟାଚ୍‌ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଫିସର ଅରୁଣ ଷଡ଼ଙ୍ଗୀଙ୍କୁ…

ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ଼: ଆସନ୍ତାକାଲିଠୁ ଲାଗୁ ହେବ ନୂଆ କଟକଣା

ପୁରୀ,୩୧ା୧୨: ନୂଆବର୍ଷ ପୂର୍ବରୁ ପୁରୀରେ ରବିବାର ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି ସେମାନଙ୍କଠାରେ ଉତ୍ସାହ ପରିଲକ୍ଷିତ ହୋଇଛି। ଦର୍ଶନାର୍ଥୀମାନେ ବଡଦାଣ୍ଡର ମରଚିକୋଟ୍‌‌ଠାରେ ନବ ନିର୍ମିତ  ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌‌ ଦେଇ…

ଚଳିତ ବର୍ଷ ୧୬୬ ଜଣଙ୍କୁ  ବାନ୍ଧିଛି  ଭିଜିଲାନ୍ସ: ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ

ଭୁବନେଶ୍ୱର ୩୧।୧୨: ୨୦୨୩ରେ ଭିଜିଲାନ୍ସ ବିଭାଗକୁ  ଅନେକ ଅଭୂତପୂର୍ବ ସଫଳତା ମିଳିଛି। ଚଳିତବର୍ଷ ୧୬୬ ଜଣଙ୍କୁ ଭିଜିଲାନ୍ସ ବିଭାଗ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରିଛି । ଏହାସହ ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ କରାଯାଇଛି। ସେହିପରି ୫୮ଜଣ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ ₹୧୫୫ କୋଟି

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଏବଂ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଭିମୁଖ୍ୟ ବିଷୟରେ ଜନସାଧାରଣ ଏବଂ ଭବିଷ୍ୟତ ପିଢ଼ିକୁ ସଚେତନ କରିବା ପାଇଁ ୨୦୨୪ ଜାନୟାରୀ ୧୭ରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ…

ଖୁବଶୀଘ୍ର ରାଜ୍ୟରେ ସ୍ଥାପନ ହେବ ଏକହଜାର ଶୀତଳଭଣ୍ଡାର, ହିତାଧିକାରୀଙ୍କୁ ମିଳିବ ୭୦ପ୍ରତିଶତ ରିହାତି

ଭୁବନେଶ୍ୱର,୩୧।୧୨: ରାଜ୍ୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ମଞ୍ଜୁର ହୋଇଥିବା ଏକହଜାରଟି ସୌରଚାଳିତ ଶୀତଳ ଗୃହ ସ୍ଥାପନ ଉପରେ କୃଷି ଓ କୃଷକ ସଶସ୍ତ୍ରକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଗତକାଲି ବିଭାଗୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା…

ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୫ ଚିହ୍ନଟ

ଭୁବନେଶ୍ୱର,୩୧।୧୨: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ଅନ୍ୟପକ୍ଷେ ଦେଶରେ ମଧ୍ୟ କରୋନା ପଜିଟିଭଙ୍କ ସଂଖ୍ୟା…

ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥାନାନ୍ତର ହେଲେ ଡାଲମେ

ଦଶମନ୍ତପୁର,୩୧ା୧୨ (ଅରବିନ୍ଦ ନାୟକ)ଦୀର୍ଘ ୧୭ ବର୍ଷ କାଳ ଜୀବନ ଅତିବାହିତ କରୁଥିବା ଜଣେ ମସ୍ତିଷ୍କ ବିକୃତ ମହିଳା ଶନିବାର ଉଚ୍ଚତ୍ତର ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତରିତହୋଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚାଉଳକନ୍ତି ଗ୍ରାମର ଏହି ମହିଳା ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri