ରାଜ୍ୟ

ନିମନ୍ତ୍ରଣ କାର୍ଡ଼ରେ ତ୍ରିରଙ୍ଗାକୁ ଅପମାନ

ବରଗଡ଼ ଅଫିସ୍‌,୧୩।୮: ଦିନକ ପରେ ୭୫ତମ ସ୍ବାଧୀନତା ଦିବସ। ରବିବାର ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଏଥିଲାଗିସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ। ସମାରୋହରେ ଯୋଗଦେବା ପାଇଁ ବରଗଡ଼ ଜିଲା ପ୍ରଶାସନ...

ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିଲେ

ବାଉଁଶୁଣୀ,୧୩।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳରେ କିଛିଦିନ ହେଲା ଚାଲିଥିଲା ସେକ୍ସ ର଼୍ୟାକେଟ। ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ ବେଳେ ରୁଣ୍ଡିମହୁଲ ଛକ ନିକଟ ରାସ୍ତା ପାର୍ଶ୍ୱ ପଡ଼ିଆରେ ଆପତ୍ତିଜନକ ଅବସ୍ଥାରେ ଜଣେ ଯୁବତୀ ଓ ଜଣେ ଯୁବକଙ୍କୁ ପାଇଥିଲା। ସେଠାରେ...

ମହିଳାଙ୍କୁ ଛୁରି ଦେଖାଇ ବଳାତ୍କାର

ଆର.ଉଦୟଗିରି,୧୩ା୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା(ନଂ. ୧୫୦/୨୧) ରୁଜୁ କରି ତଦନ୍ତ ଚଳାଇଛି। ମହିଳାଙ୍କ ସ୍ବାମୀ ଜଣେ ଗାଡ଼ିଚାଳକ। ସେ ଅଧିକାଂଶ ସମୟ...

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ ଚାରିଚକିଆ ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ନାବାଳକଙ୍କ ସମେତ...

୬ରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସେପ୍ଟେମ୍ବର ୬ରୁ ଆରମ୍ଭ ହେବ। ପରୀକ୍ଷା ସେପ୍ଟେମ୍ବର ୧୮ ତାରିଖ ଯାଏ ଚାଲିବ। ଏ ନେଇ ଶୁକ୍ରବାର ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତବର୍ଷ ପରି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର...

ବୁଣାକାରଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ...

ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍‌ରେ ଏହା ଉପଲବ୍ଧ ଉପଲବ୍ଧ ହେବ। କୋଭିଡ୍‌ କଟକଣା ଯୋଗୁ ଚଳିତବର୍ଷ ପରୀକ୍ଷା...

ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର

ସୁନ୍ଦରଗଡ,୧୩।୮(ଡି.ଏନ୍‌.ଏ.): ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍‌ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ ହିରୋ ଅକ୍ଷୟ କୁମାରଙ୍କ ବାସଭବନ ସମ୍ମୁଖରୁ ଉଦ୍ଧାର କରାଯାଇଛି। ଉକ୍ତ ଛାତ୍ର ଜଣକ...

୫୦ କୋଟି ଟିକାକରଣ: ଐତିହାସିକ ସଫଳତା

ଭୁବନେଶ୍ୱର,୧୩।୮( ଧରିତ୍ରୀ): ୨୦୨୧ ଅଗଷ୍ଟ ୭ ତାରିଖ ସୁଦ୍ଧା ଭାରତର ୫୦ କୋଟି ନାଗରିକଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି। କରୋନା ଭଳି ମାରାତ୍ମକ ଭାଇରସ୍‌କୁ ହରାଇବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଏବଂ...

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା...

ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ...

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍‌ଜିଟି

କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri