ରାଜ୍ୟ

କ୍ରୁଟ୍‌ ମୋ’ ବସ୍‌ ସଂଖ୍ୟାରେ ଯୋଗ ହେବ ୨୦୦ ଅତିରିକ୍ତ ଇ-ବସ୍‌

ଭୁବନେଶ୍ୱର,୩୦ା୧୨: କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(crut) ଜନସାଧାରଣଙ୍କ ଯାତାୟାତର ଗତିଶୀଳତା, ପରିବେଶ ସ୍ଥିରତା ବୃଦ୍ଧି ଏବଂ ଜନ ପରିବହନରେ ପରିବର୍ତ୍ତନ ଆଣିବା ପାଇଁ ନଭେମ୍ବର ୨୦୧୮ରେ ୨୦୦ ଡିଜେଲ ବସ୍‌ ସହିତ ୫୫ ମିଡି ବସ୍‌ (୨୫ ନୂତନ ଏବଂ ୩୦…

ଓଡ଼ିଶା ଅଗ୍ନିଶମ ସେବା ନିୟମାବଳୀ ୨୦୨୧ ସଂଶୋଧନ, ୩ ଗୁଣ ବଦଳରେ ୭ ଗୁଣ ପ୍ରାର୍ଥୀ ଦେବେ ଶାରୀରିକ ପରୀକ୍ଷା

ନୂଆଦିଲ୍ଲୀ,୩୦।୧୨: ଓଡ଼ିଶା ଅଗ୍ନିଶମ ଓ ଜରୁରିକାଳୀନ ସେବା ପାଇଁ ନିୟମାବଳୀ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ବିଭିନ୍ନ ବିପତ୍ତିକାଳୀନ ପରିସ୍ଥିତିରେ ଅଗ୍ନିଶମ ଓ ଜରୁରିକାଳୀନ ସେବା ଉତ୍ସର୍ଗୀକୃତ ଓ ତତ୍ପର ସେବା ପ୍ରଦାନ କରିଥାଏ । ଏହି ସେବା ପ୍ରଦାନ ନିମନ୍ତେ…

ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍‌ରେ ଅଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା…

କରୋନା ଲକ୍ଷଣଥିଲେ  ଜିରୋ ନାଇଟ ସେଲିବ୍ରେଶନ  ଘରେ କରନ୍ତୁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩୦।୧୨:  ରାଜ୍ୟରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ଜଣେ ଆକ୍ରାନ୍ତ  ଚିହ୍ନଟ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଏହାକୁ ଦୃଷ୍ଟିରେ ରଖି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଏହା ବିଶେଷ ଚିନ୍ତାଜନକ…

ଡିଜିପି ଦାୟିତ୍ୱରେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦ା୧୨: ବରିଷ୍ଠ ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରୁଣଙ୍କୁ ଅତିରିକ୍ତ ଦାୟିତ୍ୱ ନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅରୁଣ ବିଜୁ ପଟ୍ଟନାୟକ…

ନୂଆବର୍ଷ ପୂର୍ବରୁ କର୍ମଚାରୀଙ୍କ ମନରେ ଛନକା: ବିଳମ୍ବରେ ଅଫିସ୍‌ ଆସିଲେ ଦରମା ବନ୍ଦ

ଭୁବନେଶ୍ୱର,୩୦।୧୨: ଏଣିକି ବିଳମ୍ବରେ ଅଫିସ ଆସିଲେ ଦରମା ବନ୍ଦ । ନୂଆବର୍ଷ ପୂର୍ବରୁ ବିଏମ୍‌ସି କର୍ମଚାରୀଙ୍କୁ ତାଗିଦ୍‌ କରି ଏପରି ନିର୍ଦ୍ଦେଶନାମା ଜାରି କରିଛି । ତେବେ ବିଏମ୍‌ସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ…

ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର,୩୦।୧୨: ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଏମ୍‌ପି ମାନସ ମଙ୍ଗରାଜଙ୍କୁ ନିଯୁକ୍ତି ମିଳିଛି । ପୂର୍ବରୁ ସେ ବ୍ରହ୍ମପୁର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିଲେ। ବର୍ତ୍ତମାନ ତାଙ୍କୁ ସମ୍ବଲପୁର ଦାୟିତ୍ୱ ଦିଆଯାଇଛି। ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି ଦାୟିତ୍ୱ…

ଜବରଦଖଲ ଉଚ୍ଛେଦ, ୧୦ ଏକର ଜମିରେ ଏନ୍‌ଏସି ପୋତିଲା ଲାଲଝଣ୍ଡା

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧୀନ ବସ୍‌ଷ୍ଟାଣ୍ଡ ନିକଟ ଜାତୀୟ ରାଜପଥକୁ ଲାଗି ରହିଥିବା ୧୦ ଏକର ଜମି ଜବରଦଖଲମୁକ୍ତ ହୋଇଛି। ଦୀର୍ଘ ୩୦ ବର୍ଷ ଧରି କୁର୍ଲୁପଡା ଗ୍ରାମର କେତେକ ବ୍ୟକ୍ତି ସମ୍ପୃକ୍ତ ଜମିକୁ ଜବରଦଖଲ କରି…

ସମୁଦ୍ରରେ ଓଲଟିଲା ଡଙ୍ଗା: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଗୋପାଳପୁର,୩୦।୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ସମୁଦ୍ରରେ ଶନିବାର ଭୋରରେ ଏକ ଅଘଟଣ ଘଟିଛି l ଏକ ଡଙ୍ଗା ଓଲଟି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଅଳ୍ପକେ ବଞ୍ଚି ଯାଇଛନ୍ତି। ମୃତକ ହେଲେ ଗୋପାଳପୁର ଅଞ୍ଚଳର…

ପୂରଣ ହେବ ୩୯୯ ଓସିଏସ୍‌ ପଦବୀ

କଟକ,୩୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ…

ଅତିଶୀଘ୍ର ଭୁଲିହୋଇଗଲାଣି ସୁଦପଡ଼ା

ଭୁବନେଶ୍ୱର, ୩୦।୧୨(ଲାଲା ସୁନୀଲ କୁମାର ରଥ): ଗତ ୬ତାରିଖରେ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୧୦ଜିଲାର ପ୍ରାୟ ୩୦ଟି ସ୍ଥାନରେ ଦେଶୀ ମଦ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଆୟକର(ଇନ୍‌କମ୍‌ ଟ୍ୟାକ୍ସ) ଚଢ଼ାଉ ହୋଇଥିଲା। ଏଥିରେ ବଲାଙ୍ଗୀର ଜିଲାର ସୁଦପଡ଼ା, ଟିଟିଲାଗଡ଼ ଏବଂ…

ପଦ୍ମପୁର ପାଇଁ ସୃଷ୍ଟି ହେଲା ନୂଆ ଏଡିଏମ୍‌ ପଦବୀ: ଚଭନ କୁନାଲ ମୋତିରାମ ପ୍ରଥମ ଏଡିଏମ୍‌

ଭୁବନେଶ୍ୱର,୨୯।୧୨(ଅନିଲଦାସ)-ବରଗଡ଼ ଜିଲାର ପଦ୍ମପୁର ପାଇଁ ରାଜ୍ୟ ସରକାର ନୂତନ ଆଡିଶ୍‌ନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ (ଏଡିଏମ୍‌ ) ପଦବୀ ସୃଷ୍ଟି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିଛନ୍ତି। ପଦ୍ମପୁର କାର୍ଯ୍ୟାଳୟ ପାଇଁ ସୃଷ୍ଟି ହୋଇଥିବା ଏହି ପଦବୀ ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri