ରାଜ୍ୟ

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ…

କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍‌ ବିଳମ୍ବରେ ହୋଇଥିଲା।…

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ…

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ, ମଳିନ ଦିଶୁଛି ମହାପ୍ରଭୁଙ୍କ ଶ୍ରୀମୁଖ। ଶ୍ରୀଅଙ୍ଗ ରେ ଲାଗି ହେଉଥିବା କସ୍ତୁରୀ ଅଭାବରୁ ଏବେ ଚନ୍ତାରେ ଶ୍ରୀମନ୍ଦିର ପ୍ରଶାସନ।

କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ…

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ…

ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌

ସମ୍ବଲପୁର,୧୩।୫(ବି.ଶଙ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ଷେପର କଡ଼ା ଜବାବ ଦେବା ପରେ ଓଡ଼ିଶା ଭାଜପା ବର୍ତ୍ତମାନ ଚିନ୍ତାରେ ପଡିଛି। କାରଣ ଓଡ଼ିଶା ପ୍ରତି କେନ୍ଦ୍ର କରୁଥିବା ପ୍ରତାରଣାର କାହାଣୀ ଲୋକଙ୍କ ଆଗରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ନିର୍ବାଚନ ପାଇଁ ୧୭ ହଜାର ପୋଲିସ

ଭୁବନେଶ୍ୱର,୧୩।୫(ସତ୍ୟଜିତ୍‌ ରାଉତ): ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ୯ ଜିଲାରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କର ୧୭ ହଜାର ପୋଲିସ ନିୟୋଜିତ ହୋଇଛନ୍ତି। ବିଶେଷକରି ମାଓବାଦୀ ଅଧ୍ୟୁଷିତ…

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ…

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…

ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ।…

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?