ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ...
ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍ (ବନ୍ୟପ୍ରାଣୀ) ଶଶୀ...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଲକ୍ଷଲକ୍ଷ ସଂଖ୍ୟାରେ ସମୁଦ୍ରମୁହାଁ କଇଁଛ
ଗଞ୍ଜାମ,୨୧ା୫(ଡି.ଏନ୍.ଏ.): କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ଗଞ୍ଜାମ ଜିଲାର ରୁଷିକୁଲ୍ୟା ମୁହାଁଣରେ ଗତ କିଛିଦିନ ହେବ ଲକ୍ଷଲକ୍ଷ ଛୁଆ କଇଁଛ ଅଣ୍ଡାରୁ ଫୁଟି ଏବେ ସମୁଦ୍ରମୁହାଁ ହେଉଥିବା ଦେଖିବାକୁ ମିଳିଛି। ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ରାତିସାରା ବିସ୍ତୀର୍ଣ୍ଣ...
ନିଯୁକ୍ତି ଦାବିରେ ଜମିହରାଙ୍କ ଆନ୍ଦୋଳନ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତର ମୁରୁସୁଆଁ ଗ୍ରାମରେ ୨୦୧୦ରୁ କାର୍ଯ୍ୟକ୍ଷମ ବ୍ରାଣ୍ଡ୍ ଷ୍ଟିଲ୍ ଆଣ୍ଡ ପାଓ୍ବାର ପ୍ରାଇଭେଟ ଲିମିଟେଡ୍ କାରଖାନା ପାଇଁ ଜମି ହରାଇଥିବା ପରିବାର ପକ୍ଷରୁ ନିଯୁକ୍ତି ଦାବିରେ ଆନ୍ଦୋଳନ ଚାଲୁ ରହିଛି। ଗୁରୁବାରଠାରୁ କାରଖାନାର...
୪୨ ବର୍ଷରେ ଫେରିଲା ଠାକୁରଙ୍କ ଚୋରି ସୁନା ଗହଣା
ସାକ୍ଷୀଗୋପାଳ,୨୧ା୫(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ଭଣ୍ଡାରରୁ ୧୯୮୦ ମସିହାରେ ଚୋରି ହୋଇଥିବା ଗୋଟିଏ ସୁନାହାର ଓ ଦୁଇଟି କଟକି ଖଡୁ ଦୀର୍ଘ ୪୨ ବର୍ଷରେ ଶନିବାର ମନ୍ଦିରକୁ ଫେରିଛି। ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତ ପ୍ରଧାନ ଏହି ଅଳଙ୍କାର...
ମାର୍କେଟ ବିଲ୍ଡିଂରେ ୩୧ ଦୋକାନ ସିଲ୍
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମାର୍କେଟ ବିଲ୍ଡିଂର ୩୧ ଦୋକାନକୁ ସିଲ୍ କରାଯାଇଛି। ସାଢ଼େ ୩ କୋଟି ଟଙ୍କା ଘରଭଡ଼ା ବକେୟା ପୈଠ କରି ନ ଥିବାରୁ ରାଜଧାନୀ ପୂଜା ସମିତି ଏହାକୁ ସିଲ୍ କରିଦେଇଛି। ଦୀର୍ଘ ବର୍ଷ ଧରି ଟଙ୍କା ଦେଉ ନ...
ଦୁଇଟି ପର୍ଯ୍ୟାୟରେ ରାଜ୍ୟ ସଭା ଭୋଟ: ୨୪ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ହେବ। ରାଜ୍ୟ ସଭା ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି।...
ଓଏଫ୍ଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଫ୍ଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗର ସ୍ବତନ୍ତ୍ର ସଚିବ ବରିଷ୍ଠ ଓଏଫ୍ଏସ୍ ଅଧିକାରୀ ଲାବଣ୍ୟ ଶବର ଏବେ ବିଏମ୍ସିର ଚିଫ ଫାଇନାନ୍ସ ଅଫିସର (ସିଏଫ୍ଓ) ଭାବେ କାଯର୍ର୍ୟ କରିବେ ।...
୧୪ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ୧୪ଟି ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ,...
‘ମହାପ୍ରଭୁଙ୍କ ଡୋରି ଲାଗିଲେ ନିଶ୍ଚୟ ଗାଇବି ଗୀତ’
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଲିଉଡ୍ର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ନାଁରେ ସଙ୍ଗୀତକାର ଜାପାନୀ ଥାନାରେ ଅଭିଯୋଗ ପରେ ହ୍ୟୁମାନ ମୁହଁ ଖୋଲିଛନ୍ତି। ହ୍ୟୁମାନଙ୍କ ନାଁରେ ଥିବା ଏକ ଫେସ୍ବୁକ୍ ପେଜ୍ରେ ହ୍ୟୁମାନ ଏକ ଭିଡିଓ ଶେୟାର କରିଛନ୍ତି। ହ୍ୟୁମାନ କହିଛନ୍ତି, ‘ଯେଉଁମାନେ...