ରାଜ୍ୟ

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୬ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌ ଅଞ୍ଚଳରୁ ବାହାରି ବୁଢାପାଳ ଦେଇ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ନିୟନ୍ତ୍ରଣ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। କେସ୍‌ ନଂ ୧୨/୨୬ରେ ବିଭିନ୍ନ ଦଫା ଅନୁଯାୟୀ…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରା ଏବଂ ତାଙ୍କ ବୋହୂ ମିଶି ବିଧବା ଖୁଡ଼ୀ ରେବତୀ ପ୍ରଧାନଙ୍କୁ ନିର୍ମମ…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ ନିର୍ଭର କରୁଥିବା ପ୍ରାୟ ୧୦ ପଞ୍ଚାୟତବାସୀ ହନ୍ତସନ୍ତ ହେଉଛନ୍ତି। ପ୍ରକାଶ ଯେ, ସିମନବାଡ଼ି…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ରବିବାର ଭଟଲି ବ୍ଲକ ଅନ୍ତର୍ଗତ ନୂଆପାଲିରେ ଏକ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି କାର୍ଯ୍ୟକ୍ରମ ଏବଂ ଆଗାମୀ ଖରିଫ-୨୦୨୬ ଋତୁ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ ମୃତଦେହ ଜବତ କରିଛି । ମୃତ ଦମ୍ପତି ହେଲେ ସେନାପତି ବଗିଚା ଅଞ୍ଚଳରେ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌ ଦେଖି ଏହି ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ। ସକାଳ ସାଢ଼େ ୬ରୁ ସାଢ଼େ ୧୦…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ ଅଧିକ କଲେଜ କର୍ମଚାରୀ, ଏନ୍‌ସିସି କ୍ୟାଡେଟ୍, ୱାଇଆରସି, ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ ଏବଂ ସ୍ଥାନୀୟ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ଦ୍ଵାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗ ଶିବିରକୁ ଉଦ୍‌ଘାଟନ କରିଥିଲେ। ସେ ଦୈନନ୍ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?