ରାଜ୍ୟ

ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର: ଗିରଫ ହେଲେ ଦାଦାଶ୍ୱଶୁର

ବ୍ରହ୍ମପୁର,୧୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ବଡବଜାର ଥାନା ପୋଲିସ ଦାଦାଶ୍ୱଶୁରଙ୍କୁ ଗିରଫ କରିଛି। ସେ ହେଲେ କଳାହାଣ୍ଡି ଜିଲା ରାମପୁର ଥାନା ଅଞ୍ଚଳର ଅଭିରାମ ସାହୁ(୪୫) । ଏମକେସିଜିରେ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କୁ ଡାକ୍ତରୀମାଇନା…

ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲାର ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳକୁ ରବିବାର…

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ ମାଝି

ଭୁବନେଶ୍ୱର,୧୨ା୫: ବିଜେଡିରୁ ନିଲମ୍ବିତ ହୋଇଛନ୍ତି ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି।

ଚତୁର୍ଥ ପର୍ଯ୍ୟାୟରେ ୯୬ ଆସନରେ ହେବ ଭୋଟ ଗ୍ରହଣ: ଏହି ସବୁ ହେଭିୱେଟ କରିବେ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨।୫: ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚତୁର୍ଥ ପର୍ଯ୍ୟାୟରେ ଦେଶର ୧୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ସିଟ୍‌ରେ ଭୋଟ ଗ୍ରହଣ କରାଯିବ। ଆନ୍ଧ୍ରପ୍ରଦେଶର…

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…

କାଳବୈଶାଖୀ ପ୍ରଭାବରେ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଝଡ଼ବର୍ଷା ଲାଗି ରହିବା ସମ୍ଭାବନା

ଭୁବନେଶ୍ୱର,୧୨।୫: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ ତାପମାତ୍ରା ପାଖାପାଖି ୩ରୁ ୫ ଡିଗ୍ରୀ ସେଲସିୟସ୍‌‌ କମିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତକାଲି…

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ…

ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୨।୫: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଗସ୍ତ ସମୟରେ ସେ ପୁରୀରେ ରୋଡ୍‌ ଶୋ କରିବେ। ଏହାସହିତ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର…

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…

ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ

ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…

ସ୍ବାମୀ ବିଜେଡିରେ, ଭାଜପାରେ ସ୍ତ୍ରୀଙ୍କ ପ୍ରଚାର

ମାଲାକନଗିରି, ୧୨ା୫(ଦୁର୍ଯ୍ୟୋଧନ ପାତ୍ର୍ର)ସ୍ବାମୀ ଓ ସ୍ତ୍ରୀ ଅଲଗା ଦଳରେ ସାମିଲ ହୋଇ ପ୍ରଚାର କରୁଥିବା ମାଲକାନଗିରି ପୌର ପରିଷଦରେ ଦେଖିବାକୁ ମିଳିଛି। ପୌର ପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ। ସିଏ ଗତ ପୌର ନିର୍ବାଚନରେ ବିଜେଡି ପକ୍ଷରୁ ଲଢ଼ି ବିଜୟୀ…

ଭାତହାଣ୍ଡି ଖାଲି କରିଦେଇଛି ବିଜେଡି: ମୋଦି

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)ପ୍ରକୃତି ସବୁକିଛି ଦେଇଛି। ଏଠାରେ ଅପାର ଧନସମ୍ପଦ, ପ୍ରାକୃତିକ ସମ୍ପଦ ଭରି ରହିଛି। ତଥାପି ବିଜେଡି ସରକାର ରାଜ୍ୟରେ ଦାରିଦ୍ର୍ୟକୁ ହଟାଇ ପାରିନାହିଁ ଏବଂ ରାଜ୍ୟର ଭାତହାଣ୍ଡିକୁ ଖାଲି କରି ଦେଇଛି ବୋଲି ଶନିବାର ବରଗଡ଼ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?