ରାଜ୍ୟ

କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା...

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା...

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍‌ ଖେଳୁଥିଲେ।...

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି...

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼...

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ...

ବାଲି ଲୁଟ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି,...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri