‘ସରକାରୀ ଚାକିରି ବୟସସୀମା ବୃଦ୍ଧି କରାଯାଉ’
ଭୁବନେଶ୍ୱର, ୨୭।୧୨ (ଅନୁରାଧା ମହାରଣା): ସରକାରୀ ଚାକିରି ପାଇଁ ଆବେଦନର ସର୍ବୋଚ୍ଚ ବୟସସୀମା ସାଧାରଣ ବର୍ଗ ପ୍ରାର୍ଥୀଙ୍କ ପାଇଁ ୪୨ ବର୍ଷକୁ ସ୍ଥାୟୀଭାବେ ବୃଦ୍ଧି କରାଯାଉ ବୋଲି ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାର ଆଶାୟୀମାନେ ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର…
ରାଜ୍ୟ ସରକାର ଭଡ଼ାରେ ଆଣିବେ ୨ ଏୟାରକ୍ରାଫ୍ଟ
ଭୁବନେଶ୍ୱର, ୨୭।୧୨(ଅସମାପିକା ସାହୁ): ଇଣ୍ଟରନ୍ୟାଶନାଲ ହକି ଫେଡେରେଶନ ବା ଏଫ୍ଆଇଏଚ୍ ପ୍ରୋ ଲିଗ୍(ମହିଳା ଓ ପୁରୁଷ) ୨୦୨୩-୨୪ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଓଡ଼ିଶାରେ ମଧ୍ୟ ଏହାର କେତେକ ଲିଗ୍ ଖେଳାଯିବ। ଏଥିପାଇଁ ସରକାର ଦୁଇଟି ଏୟାରକ୍ରାଫ୍ଟ ଭଡ଼ାରେ ଆଣିବା…
ଭିଜିଲାନ୍ସ ଜାଲରେ ଇଡ୍କୋ ସିଜିଏମ୍
ଭୁବନେଶ୍ୱର,୨୭।୧୨ (ସତ୍ୟଜିତ୍ ରାଉତ): ରାଜ୍ୟ ସରକାରଙ୍କ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ଇନ୍ଫ୍ରାଷ୍ଟ୍ରକ୍ଚର୍ ଡେଭଲପ୍ମେଣ୍ଟ୍ କର୍ପୋରେଶନ୍(ଇଡ୍କୋ)ର ଚିଫ୍ ଜେନେରାଲ୍ ମ୍ୟାନେଜର୍ (ପି ଏଣ୍ଡ୍ ଏ) ସରୋଜ କାନ୍ତ ମହାନ୍ତି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସ…
ଆଜିଠୁ ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ଉଡ଼ାଇବ ଆଲିଆନ୍ସ ଏୟାର
ଭୁବନେଶ୍ୱର, ୨୭ା୧୨(ଅସମାପିକା ସାହୁ): ରାଜ୍ୟରେ ବ୍ୟାପକ ହେଉଛି ବିମାନ ସେବା। ଯାତାୟାତ ସୁବିଧା ସହ ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ରାଜ୍ୟ ସରକାର ବିମାନ ସେବାରେ ନୂଆ ପଦକ୍ଷେପ ନେବା ସହ ଅଧିକରୁ ଅଧିକ ଅଞ୍ଚଳକୁ ଏଥିରେ ଯୋଡୁଛନ୍ତି। ସରକାରଙ୍କ ଆର୍ଥିକ…
ମଣିଷ ମୃତ୍ୟୁରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର, ୨୭ା୧୨(ଅସମାପିକା ସାହୁ): ରାଜ୍ୟରେ ହାତୀ-ମଣିଷ ଲଢ଼େଇ ବଢ଼ିବାରେ ଲାଗିଛି। ଏହାକୁ ରୋକିବାରେ ବନ ବିଭାଗ ଫେଲ୍ ମାରିଛି। ଏହି ପ୍ରସଙ୍ଗ ସାରା ଦେଶ ପାଇଁ ଏକ ଚିନ୍ତାଜନକ ବିଷୟ ହୋଇଥିବାବେଳେ ହାତୀଙ୍କ ଦ୍ୱାରା ମଣିଷ ଜୀବନ ହାନିରେ ଓଡ଼ିଶା ଦେଶରେ…
ନୂଆବର୍ଷର ଭେଟି: ଜାନୁୟାରୀ ୫ରୁ ନୀଳଗିରିରୁ ଗଡିବ ମେମୁ ଟ୍ରେନ
ନୀଳଗିରି,୨୬।୧୨: ନୂଆବର୍ଷରେ ଉପହାର ପାଇବେ ନୀଳଗିରିବାସୀ । ଆଗାମୀ ଜାନୁଆରୀ ମାସ ୫ ତାରିଖରେ ନୀଳଗିରରୁ ଗଡିବ ପାସେଞ୍ଜର ଟ୍ରେନ । ଜାନୁଆରୀ ୫ରୁ ନୀଳଗିରି ଗୋପୀନାଥପୁରରେ ଯାତ୍ରୀବାହୀ ଟ୍ରେନ ଗଡିବାକୁ ଯାଉଛି । ପ୍ରଥମେ ୩ଟି ମେମୁ ଟ୍ରେନ ଗଡ଼ିବା…
ନୂଆବର୍ଷ ପାଇଁ ଗାଇଡଲାଇନ: ରାତି ୧୨ଟା ୩୦ ପରେ ବନ୍ଦ ହୋଇଯିବ ହୋଟେଲ, ବାର
ଭୁବନେଶର,୨୬।୧୨: ଆଇ କେଇଟା ଦିନ ପରେ ବିଦାୟ ନେବ ୨୦୨୩। ଆରମ୍ଭ ହେବ ନୂଆବର୍ଷ ୨୦୨୪। ନୂଆ ବର୍ଷକୁ ଧୁମ ଧାମରେ ପାଳିବା ପାଇଁ ଏବେ ଠୁ ଯୁବପିଢି ପ୍ଲ୍ାନିଂ କରିସାରିଲେଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆବର୍ଷ ପାଇଁ…
ରାଉରକେଲା କୋଲକାତା ମଧ୍ୟରେ ଆଜିଠାରୁ ଆରମ୍ଭ ହେଲା ସିଧାସଳଖ ବିମାନ ଚଳାଚଳ
ରାଉରକେଲା,୨୬।୧୨ : ରାଉରକେଲା–କୋଲକାତା ମଧ୍ୟରେ ଆଜିଠାରୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି । ସପ୍ତାହର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ତିନିଦିନ ରାଉରକେଲା ଓ କୋଲକାତା ମଧ୍ୟରେ ଏ.ଟି.ଆର୍-୭୨ ବିମାନ ଚଳାଚଳ କରିବ । ବିମାନ ପୂର୍ବାହ୍ନ ୧୧ଟାରେ…
ସରପଞ୍ଚଙ୍କୁ ମାଡି ବସି ନିସ୍ତୁକ ପିଟିଲେ ପିଡବ୍ଲ୍ୟୁଡି ଏସ୍ଡିଓ
ବଲାଙ୍ଗୀର ,୨୬।୧୨(ସୁନୀଲ କୁମାର ମହାନ୍ତି): ନିମ୍ନମାନର କାମ ଅଭିଯୋଗ କରି ମାଡ଼ ଖାଇଲେ ସରପଞ୍ଚ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ହରିଶଙ୍କରରେ। ଫାଇଭ-ଟି ଅଧିନରେ ଚାଲିଥିବା ବିଭିନ୍ନ କାମର ତଦାରଖ କରିବାକୁ ପିଡବ୍ଲ୍ୟୁଡି ଏସ୍ଡିଓ ଶ୍ରୀଧର ଦାସ…
ଶାଶୁଙ୍କୁ ହତ୍ୟାକରି ଫେରାର ଥିଲେ ଜ୍ୱାଇଁ: ୨୮ ବର୍ଷ ପରେ ଧରିଲା ପୋଲିସ
ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ହତ୍ୟାକାରୀଙ୍କୁ ବ୍ରହ୍ମପୁରରୁ ଗିରଫ କରିଛି ଚେନ୍ନାଇ ପୋଲିସ। ଅଭିଯୁକ୍ତ ଜଣକ ହରିହର ପାଟଯୋଶୀ(୫୦)। ବ୍ରହ୍ମପୁର ପୋଲିସ ସହାୟତାରେ ଚେନ୍ନାଇ ପୋଲିସ ଗୋଶାଣି ନୂଆଗାଁ ଅଞ୍ଚଳରୁ ୨୮ବର୍ଷ ପରେ ଫେରାର ଥିବା ଅଭିଯୁକ୍ତ ହରିହରଙ୍କୁ ଗିରଫ କରାଯାଇଥିବା…
ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ
ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା…
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ କରୋନାର ନୂଆ ଭାରିଆଣ୍ଟ ଜେଏନ୍.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ରାଗୀ ଜଣଙ୍କ ସୁସ୍ଥ ଅଛନ୍ତି ଏବଂ ଘରେ ରହି…
Archives


