ରାଜ୍ୟ

ରୋଗ ଶଯ୍ୟାରେ ବାପା: ପଢ଼ା ଛାଡି ୨ ଶିଶୁ ଚଳାଉଛନ୍ତି ପରିବାର

ଖୋର୍ଦ୍ଧା ଅଫିସ,୨୧।୭: ରୋଜଗାରରେ ବାଧକ ସାଜିଲା ରୋଗ। କାମ ନ କରି ଫେରି ଆସିଲେ ଘରକୁ। ୬ମାସ ଧରି ରୋଗଶଯ୍ୟାରେ ପଡି ଅଭିଶପ୍ତ ଜୀବନଯାପନ କରୁଛନ୍ତି ଖୋର୍ଦ୍ଧା ଜିଲା ବାଣପୁର ବ୍ଳକ ଗୋଡିଝର ଗଁାର ପଦ୍ମ ଚରଣ ପ୍ରଧାନ(୩୫)। ରୋଗ...

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା । ଶେଷରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜ ହାତରେ କୋଡ଼ି ଧରି ମୋରମ...

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅନ୍‌ଲାଇନ୍‌ ଅଭିଯୋଗ ନମ୍ବର ଜାରି

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସାଧାରଣ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ଏକୀକୃତ ଅଭିଯୋଗ ନଂ.୧୯୬୭ (ଟୋଲ୍‌ ଫ୍ରି) କାର୍ଯ୍ୟକାରୀ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟିକୁ କାର୍ଯ୍ୟକାରୀ...

କଳାହାଣ୍ଡି ଜିଲା ଚିଠି: ଏକଦା ମରୁଡିପ୍ରବଣ ଜିଲା ଏବେ ବନ୍ୟାପ୍ରବଣ ଜିଲା

ମୌସୁମୀ ଆଉ ଆଗଭଳି ଠିକଣା ଗତିରେ ଆସୁନାହିଁ। ସାଧାରଣତଃ ଲଘୁଚାପଜନିତ ବର୍ଷା ହିଁ ହେଉଛି। ଲଘୁଚାପଜନିତ ଲଗାଣ ବର୍ଷା ବି ଆମ କର୍ତ୍ତୃତ୍ୱ ବାହାରେ। ଅନିୟମିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ। ଯାହାକୁ...

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...

ସଞ୍ଜୀବ ଅରୋରା ଆଇବି ଡିଆଇଜି

ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍‌ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ ଦାୟିତ୍ୱ ଦେବେ ସେ ନେଇ ଗୃହ ବିଭାଗରୁ ନିର୍ଦ୍ଦେଶ ଆସିନାହିଁ । ଅବଶ୍ୟ...

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ...

ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି। ୨୦୧୯ ସାଧାରଣ ନିର୍ବାଚନ ଆରମ୍ଭରୁ ଏହି ବିଧାନସଭା ଆସନ ଚର୍ଚ୍ଚାରେ...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି ପହଞ୍ଚତ୍ବାରେ ବହୁତ ବିଳମ୍ବ ହୁଏ। ହେଲେ ଏବେ ଆଉ ବିଳମ୍ବ ହେବ ନାହିଁ।...

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ ହୋଇ ପାରିନାହିଁ। ଅପରପକ୍ଷରେ ଜୁନ ଓ ଜୁଲାଇ ମାସରେ ସ୍ବଳ୍ପ ବୃଷ୍ଟିପାତ...

ନିର୍ମାଣ ଅଧା ରଖି ବିଲ୍‌ କରିନେଲେ ସ୍ବେଚ୍ଛାସେବୀ : କାମରେ ଲାଗୁନି ପାଇଖାନା

ନାଉଗାଁ,୨୧ା୭(ସ୍ବ.ପ୍ର.): ଭାରତ ସରକାରଙ୍କ ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ପ୍ରତି ଘରେ ଘରେ ପାଇଖାନା ନିର୍ମାଣ ପାଇଁ ଗୁରୁତ୍ୱ ଦିଆଯାଉଛି। ତେବେ ନାଉଗାଁ ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଥିବା ଲକ୍ଷ୍ୟ କରାଯାଉଛି। ଏହି ବ୍ଲକ ତିରୁଣା ପଞ୍ଚାୟତ ଦହିପାଳ...

ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ

ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା...

Advertisement


Archives

Model This Week

Why Dharitri