ନୂଆବର୍ଷର ଭେଟି: ଜାନୁୟାରୀ ୫ରୁ ନୀଳଗିରିରୁ ଗଡିବ ମେମୁ ଟ୍ରେନ
ନୀଳଗିରି,୨୬।୧୨: ନୂଆବର୍ଷରେ ଉପହାର ପାଇବେ ନୀଳଗିରିବାସୀ । ଆଗାମୀ ଜାନୁଆରୀ ମାସ ୫ ତାରିଖରେ ନୀଳଗିରରୁ ଗଡିବ ପାସେଞ୍ଜର ଟ୍ରେନ । ଜାନୁଆରୀ ୫ରୁ ନୀଳଗିରି ଗୋପୀନାଥପୁରରେ ଯାତ୍ରୀବାହୀ ଟ୍ରେନ ଗଡିବାକୁ ଯାଉଛି । ପ୍ରଥମେ ୩ଟି ମେମୁ ଟ୍ରେନ ଗଡ଼ିବା…
ନୂଆବର୍ଷ ପାଇଁ ଗାଇଡଲାଇନ: ରାତି ୧୨ଟା ୩୦ ପରେ ବନ୍ଦ ହୋଇଯିବ ହୋଟେଲ, ବାର
ଭୁବନେଶର,୨୬।୧୨: ଆଇ କେଇଟା ଦିନ ପରେ ବିଦାୟ ନେବ ୨୦୨୩। ଆରମ୍ଭ ହେବ ନୂଆବର୍ଷ ୨୦୨୪। ନୂଆ ବର୍ଷକୁ ଧୁମ ଧାମରେ ପାଳିବା ପାଇଁ ଏବେ ଠୁ ଯୁବପିଢି ପ୍ଲ୍ାନିଂ କରିସାରିଲେଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆବର୍ଷ ପାଇଁ…
ରାଉରକେଲା କୋଲକାତା ମଧ୍ୟରେ ଆଜିଠାରୁ ଆରମ୍ଭ ହେଲା ସିଧାସଳଖ ବିମାନ ଚଳାଚଳ
ରାଉରକେଲା,୨୬।୧୨ : ରାଉରକେଲା–କୋଲକାତା ମଧ୍ୟରେ ଆଜିଠାରୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି । ସପ୍ତାହର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ତିନିଦିନ ରାଉରକେଲା ଓ କୋଲକାତା ମଧ୍ୟରେ ଏ.ଟି.ଆର୍-୭୨ ବିମାନ ଚଳାଚଳ କରିବ । ବିମାନ ପୂର୍ବାହ୍ନ ୧୧ଟାରେ…
ସରପଞ୍ଚଙ୍କୁ ମାଡି ବସି ନିସ୍ତୁକ ପିଟିଲେ ପିଡବ୍ଲ୍ୟୁଡି ଏସ୍ଡିଓ
ବଲାଙ୍ଗୀର ,୨୬।୧୨(ସୁନୀଲ କୁମାର ମହାନ୍ତି): ନିମ୍ନମାନର କାମ ଅଭିଯୋଗ କରି ମାଡ଼ ଖାଇଲେ ସରପଞ୍ଚ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ହରିଶଙ୍କରରେ। ଫାଇଭ-ଟି ଅଧିନରେ ଚାଲିଥିବା ବିଭିନ୍ନ କାମର ତଦାରଖ କରିବାକୁ ପିଡବ୍ଲ୍ୟୁଡି ଏସ୍ଡିଓ ଶ୍ରୀଧର ଦାସ…
ଶାଶୁଙ୍କୁ ହତ୍ୟାକରି ଫେରାର ଥିଲେ ଜ୍ୱାଇଁ: ୨୮ ବର୍ଷ ପରେ ଧରିଲା ପୋଲିସ
ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ହତ୍ୟାକାରୀଙ୍କୁ ବ୍ରହ୍ମପୁରରୁ ଗିରଫ କରିଛି ଚେନ୍ନାଇ ପୋଲିସ। ଅଭିଯୁକ୍ତ ଜଣକ ହରିହର ପାଟଯୋଶୀ(୫୦)। ବ୍ରହ୍ମପୁର ପୋଲିସ ସହାୟତାରେ ଚେନ୍ନାଇ ପୋଲିସ ଗୋଶାଣି ନୂଆଗାଁ ଅଞ୍ଚଳରୁ ୨୮ବର୍ଷ ପରେ ଫେରାର ଥିବା ଅଭିଯୁକ୍ତ ହରିହରଙ୍କୁ ଗିରଫ କରାଯାଇଥିବା…
ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ
ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା…
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ କରୋନାର ନୂଆ ଭାରିଆଣ୍ଟ ଜେଏନ୍.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ରାଗୀ ଜଣଙ୍କ ସୁସ୍ଥ ଅଛନ୍ତି ଏବଂ ଘରେ ରହି…
୧୭ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ନିମନ୍ତ୍ରଣପତ୍ର ବାଣ୍ଟିବାକୁ ବାହାରିଲା ଟିମ୍
ପୁରୀ, ୨୬୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲୋକାର୍ପଣ ଉତ୍ସବରେ ଯୋଗଦେବା ପାଇଁ ରାଜ୍ୟ ଓ ରାଜ୍ୟ…
ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ
ରଣପୁର,୨୬ା୧୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନରେ ଥିବା କାଞ୍ଚନପୁର କାଜୁ ଜଙ୍ଗଲରେ ଏକ ଅସୁସ୍ଥ ଦନ୍ତା ହାତୀ ଗତ ୫ ଦିନ ହେବ ବୁଲୁଥିଲା। ଏ ନେଇ ସ୍ଥାନୀୟ ଗ୍ରାମବାସୀ ବନ ବିଭାଗକୁ ଜଣାଇଥିଲେ। ବନ ବିଭାଗ…
କରୋନା ଭୟ: ଆତଙ୍କିତ ନ ହେବାକୁ ପରାମର୍ଶ
ଭୁବନେଶ୍ୱର, ୨୬ା୧୨(ଅସମାପିକା ସାହୁ):ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି କୋଭିଡ୍ ସଂକ୍ରମଣ। କିଛିଦିନର ବ୍ୟବଧାନ ପରେ ଗତ ଦୁଇଦିନ ହେଲା ଲଗାତର ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ତେବେ ଏହାକୁ ନେଇ ଆତଙ୍କିତ ନ ହେବା ପାଇଁ…
ଜୁନ୍ ୩୦ ସୁଦ୍ଧା ପୁରୁଣା ଗାଡ଼ିରେ ଭିଏଲ୍ଟିଡି ବାଧ୍ୟତାମୂଳକ
ଭୁବନେଶ୍ୱର, ୨୬।୧୨(ସୁନିତ୍ ମିଶ୍ର):ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ପଞ୍ଜୀକୃତ ହୋଇଥିବା ଯାନଗୁଡ଼ିକୁ ୨୦୨୪ ଜୁନ୍ ୩୦ ସୁଦ୍ଧା ଭେହିକିଲ ଲୋକେଶନ ଟ୍ରାକିଂ ଡିଭାଇସ(ଭିଏଲ୍ଟିଡି) ଲଗାଇବାକୁ ବାଧ୍ୟ କରାଯାଇଛି। ନ ହେଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ…
ଯାଞ୍ଚବେଳେ ପୋଲିସକୁ ଆକ୍ରମଣ, ଅଭିନେତା ଗିରଫ
ଭୁବନେଶ୍ୱର,୨୫।୧୨(ସୂର୍ଯ୍ୟକାନ୍ତ ବେହେରା): ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ ସହ ଆକ୍ରମଣ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ଜଣେ ଅଭିନେତାଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାପଲ୍ଲୀରେ ରହୁଥିବା ପୁରୀର ବିରଞ୍ଚତ୍ ନାରାୟଣ ନାୟକ। ସେ ଏକାଧିକ…
Archives


