ରାଜ୍ୟ

ସରିଲା ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା: ୧୧ରୁ ମୂଲ୍ୟାୟନ

କଟକ ଅଫିସ,୫ା୮: ଗୁରୁବାର ମାଟ୍ରିକ ଅଫଲାଇନ ପରୀକ୍ଷା ଶେଷ ହୋଇଛି। ଆସନ୍ତା ୧୧ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ। ତିନି ଦିନ ଧରି ଏହି ମୂଲ୍ୟାୟନ ଚାଲିବ ବୋଲି ସୂଚନା...

ଡେଟିଂ ମାଧ୍ୟମ ପରିବର୍ତ୍ତନ କରିଛି କରୋନା

ଭୁବନେଶ୍ୱର,୫।୮ (ବ୍ୟୁରୋ): କରୋନାର ଦ୍ୱିତୀୟ ଲହର କିଭଳି ସିଙ୍ଗଲ୍‌ ବା ଏକା ଥିବା ଭାରତୀୟଙ୍କ ପାଇଁ ଡେଟିଂର ମାଧ୍ୟମକୁ ପରିବର୍ତ୍ତନ କରିଛି ସେ ସମ୍ପର୍କରେ ପ୍ରଥମ ମହିଳା-କୈନ୍ଦ୍ରିକ ଡେଟିଂ ଆପ୍‌ ଓ ସୋସିଆଲ ନେଟ୍‌ୱର୍କିଂ ପ୍ଲାଟ୍‌ଫର୍ମ, ବମ୍ବଲ୍‌ ପକ୍ଷରୁ ନିକଟରେ...

ବ୍ୟାରେଜ୍‌ ଡିଜାଇନ ପ୍ରସ୍ତୁତ ପାଇଁ କ୍ଷେତ୍ର ପରିଦର୍ଶନ

ବାଲିଅନ୍ତା,୫।୮ (ଡି.ଏନ୍‌.ଏ.): ବାଲିଅନ୍ତାସ୍ଥିତ କୁଶଭଦ୍ରା ନଦୀ ଓ ପାଣ୍ଡରା ହାଇଟେକ ହସ୍ପିଟାଲ ନିକଟସ୍ଥ କୁଆଖାଇ ନଦୀରେ ହେବାକୁ ଥିବା ୨ଟି ବ୍ୟାରେଜ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀ ବୁଧବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ, ଡିଜାଇନର ଡାଇରେକ୍ଟର...

୧୦ବର୍ଷରେ ୧୮ଗୁଣ ବଢ଼ିଛି ଶିଶୁ ନିର୍ଯାତନା

ଭୁବନେଶ୍ୱର, ୫।୮ (ବ୍ୟୁରୋ): ଦେଶରେ ଶିଶୁ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଓଡ଼ିଶାରେ ଗତ ୧୦ବର୍ଷରେ ଶିଶୁ ନିର୍ଯାତନା ୧୮ଗୁଣ ବୃଦ୍ଧି ପାଇଛି। ୨୦୦୯ରେ ୮୭ ଶିଶୁ ନିର୍ଯାତନା ଅଭିଯୋଗ ହୋଇଥିବାବେଳେ ୨୦୧୯ରେ ତାହା ବୃଦ୍ଧି ପାଇ ୧,୬୪୮ରେ...

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଉଡ଼ିଲା ବୋଲେରୋ,ଜଣେ ମୃତ, ୭ ଆହତ

ମାଲକାନଗିରି,୫ା୮(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମା ଦାନ୍ତଓ୍ବୋଡାରେ ଗୁରୁବାର ସକାଳେ ମାଓବାଦୀ ତାଣ୍ଡବ ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଡି ବିସ୍ଫୋରଣ ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ସୁରକ୍ଷାବାହିନୀ ପହଞ୍ଚି ସମସ୍ତଙ୍କୁ...

ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଗୁରୁବାର ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିତିଛି ଭାରତ। ଭାରତୀୟ ହକି ଦଳର ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର...

କଲାମଙ୍କ ନାମରେ ହେବ ପାର୍କ

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍‌ କଲାମଙ୍କ ନାମରେ ନାମିତ କରାଯିବ। ଏନେଇ ବିଡିଏ ପକ୍ଷରୁ ଟୁଇଟ୍‌ କରି ଜଣାଯାଇଛି। କଳିଙ୍ଗ ନଗରଠାରେ ୧୨...

କେନ୍ଦ୍ରାପଡ଼ା ପାଇଁ ପାସେଞ୍ଜର ଟ୍ରେନ୍‌ ଦାବି କଲେ ଅନୁଭବ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୫।୮: ବିଜେଡି ଏମ୍‌ପି ଅନୁଭବ ମହାନ୍ତି ନିଜ ନିର୍ବାଚନ ମଣ୍ଡଳୀ କେନ୍ଦ୍ରପଡ଼ାରେ ଯାତ୍ରୀବାହୀ ଟ୍ରେନ୍‌ ସେବା ଆରମ୍ଭ କରିବା ଲାଗି ବୁଧବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଲୋକ ସଭାରେ ପ୍ରଶ୍ନୋତ୍ତର କାଳରେ ଅନୁଭବ ଉକ୍ତ ପ୍ରସଙ୍ଗ ଉଠାଇଥିଲେ।...

୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୫।୮ (ବ୍ୟୁରୋ): ରାଜ୍ୟରେ ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୫ତାରିଖରେ ଉତ୍ତର...

ବାହାରୁ ଆସିଲେ ଆବଶ୍ୟକ ନାହିଁ ନେଗେଟିଭ୍‌ ରିପୋର୍ଟ

ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ କରାଯାଇଥିବା ଏହି ପ୍ରତିବନ୍ଧକକୁ ରାଜ୍ୟ ସରକାର ହଟାଇ ଦେଇଛନ୍ତି। ବର୍ତ୍ତମାନ ଠାରୁ ଓଡ଼ିଶାକୁ...

୯ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ

କଟକ ଅଫିସ,୫।୮: ହାଇକୋର୍ଟରେ ବିଭିନ୍ନ ମାମଲାର ସିଧାପ୍ରସାରଣକୁ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଛି। ଆସନ୍ତା ୯ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀଙ୍କ ପକ୍ଷରୁ ବର୍ଜନ କରାଯାଇଥିବା ବୁଧବାର ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ସ୍ଥିର...

‘ସିବିଆଇ, ଏସ୍‌ଆଇଟି ତଦନ୍ତ ହେଉ’

ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟୁନାହିଁ। ଏପରି ସ୍ଥିତିରେ ପୋଲିସର ତଦନ୍ତ ନେଇ ସୌମ୍ୟଙ୍କ ପରିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri