ରାଜ୍ୟ

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି।…

ଡୁନ୍‌ ସ୍କୁଲରେ ପାଠପଢ଼ା, ସଞ୍ଜୟ ଗାନ୍ଧୀ ଥିଲେ ସହପାଠୀ; କଳା-ସଂସ୍କୃତି ପ୍ରିୟ ନବୀନ ଏଭଳି ଗଢ଼ିଥିଲେ ରାଜନୀତିରେ ଭବିଷ୍ୟତ

ଭୁବନେଶ୍ୱର,୧୦।୫: ଓଡ଼ିଶାରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପଦରେ ନବୀନ ପଟ୍ଟନାୟକ ଦୁଇ ଦଶକରୁ ଅଧିକ ସମୟ ଧରି ରହିଛନ୍ତି। ଏବେ ୭୮ ବର୍ଷର ହୋଇଥିବା ନବୀନ ଯଦି ଆଗାମୀ ନିର୍ବାଚନ ଜିତି ଯାଆନ୍ତି…

ସମୀରଙ୍କୁ ରାଜା ସ୍ବାଇଁଙ୍କ ଚେତାବନୀ, ପଛରୁ ଛୁରାଘାତ…

ଭୁବନେଶ୍ୱର,୧୦।୫: ନିମାପଡା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଚେତାବନୀ । ନିର୍ବାଚନରେ ପଛରୁ ଛୁରାଘାତ କଲେ ବରଦାସ୍ତ କରାଯିବନି ବୋଲି ସିଧା ସିଧା ଶୁଣାଇଛନ୍ତି ରାଜା ସ୍ବାଇଁ। ସେ ଆହୁରି କହିଛନ୍ତି,…

ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦।୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ ।…

ବୁଲେଟ୍‌ରେ ନଜର ଆସିଲେ ପାଣ୍ଡିଆନ, ଦେଲେ ଖାସ୍‌ ବାର୍ତ୍ତା

ଭୁବନେଶ୍ୱର,୧୦।୫: ବିଜୁ ଜନତା ଦଳ ଚଳିତ ନିର୍ବାଚନ ପାଇଁ ନିଜ ଇସ୍ତାହାର ପ୍ରକାଶ କରିଛି। ଯେଉଁଥିରେ ବଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ଓ ଯୁବପିଢିଙ୍କୁ ଗୁରୁତ୍ୱ ଦେଇଛନ୍ତି। ତେବେ ଶୁକ୍ରବାର ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ବୁଲେଟ ଚଢି ଯୁବପିଢିଙ୍କ…

ନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନ

ଯାଜପୁର,୧୦।୫(ହର୍ଷବର୍ଦ୍ଦନ ବେହେରା): ଏକ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଶୁକ୍ରବାର ନାମାଙ୍କନପତ୍ର ଦାଖଲ ବେଳେ ଏକ ଅଘଟଣ ଘଟିଛି। ଏକ ସଡ଼କ ଦୁର୍ଘଟଣାରେ ଜଣେ କର୍ମୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, କର୍ମୀମାନେ ପ୍ରାର୍ଥୀଙ୍କ ନାମାଙ୍କନ ଶୋଭାଯାତ୍ରାରେ ଯାଉଥିଲେ। ସୁକିନ୍ଦା…

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍…

ନାମାଙ୍କନପତ୍ର ଦାଖଲ କଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୫: ଭାଜପାର ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ମନମୋହନ ସାମଲ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମନମୋହନ ନାମାଙ୍କନ ଭରିଛନ୍ତି। ତା’ପୂର୍ବରୁ ଚାନ୍ଦବାଲିର ଆରାଧ୍ୟ ଦେବୀ ମା ଦକ୍ଷିଣେଶ୍ୱରୀ କାଳୀଙ୍କୁ ପୂଜାର୍ଚ୍ଚନା…

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି ଅନୁକୂଳ…

ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ…

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ଆଜି ହେଉଛି ଅକ୍ଷୟ ତୃତୀୟା। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା ଲୋକମାନଙ୍କ ଦ୍ୱାରା ପାଳିତ ହୋଇଆସୁଅଛି ଏହି ମହାନ କୃଷିଭିତ୍ତିକ ପର୍ବ। ଅକ୍ଷୟ ତୃତୀୟା ଅବସରରେ ସମସ୍ତ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?