ରାଜ୍ୟ

ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ) ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ଶୁଭସ୍ତମ୍ଭ ସ୍ଥାପନ…

ରିମାଣ୍ଡରେ ଅକ୍ଷୟ, ର଼୍ୟାକେଟରେ ପୋଲିସ

ଭୁବନେଶ୍ୱର,୨୨।୧୨(ସୂର୍ଯ୍ୟକାନ୍ତ ବେହେରା): ଅଧା ଦାମରେ କାର ଓ ବାଇକ ଦେବାର ପ୍ରଲୋଭନ ଦେଖାଇ ଶତାଧିକ ଲୋକଙ୍କଠାରୁ ଗଞ୍ଜାମ ଦମ୍ପତି ଅକ୍ଷୟ ଗୌଡ ଓ ତାଙ୍କ ସ୍ତ୍ରୀ ଉଷାରାଣୀ ବାରିକ ବହୁ କୋଟି ଟଙ୍କା ଠକିବା ମାମଲାରେ ନୟାପଲ୍ଲୀ ଥାନା ପୋଲିସ ଅଧିକ…

ନିରାକାରପୁରରେ ରହଣି କରିବ ପ୍ରଶାନ୍ତି ଏକ୍ସପ୍ରେସ

ଭୁବନେଶ୍ୱର, ୨୨।୧୨(ଅନୁରାଧା ମହାରଣା): ଯାତ୍ରୀଙ୍କ ସୁବିଧା ପାଇଁ ଏଣିକି ନିରାକାରପୁରଠାରେ ୧୮୪୬୩/୧୮୪୬୪ ଭୁବନେଶ୍ୱର-ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସର ରହଣି ପାଇଁ ରେଳ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୧୮୪୬୪ ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ ବର୍ତ୍ତମାନ ପରୀକ୍ଷାମୂଳକ ଭାବେ ବେଙ୍ଗାଲୁରୁଠାରୁ ଆସନ୍ତା ୨୯ ତାରିଖରେ…

ଡାକ୍ତର ସାଜିଥିବା ବୁଖାରୀ +୨ ଫେଲ୍‌

ଭୁବନେଶ୍ୱର,୨୨।୧୨(ସୂର୍ଯ୍ୟକାନ୍ତ ବେହେରା): ସନ୍ଦିଗ୍ଧ ଆତଙ୍କବାଦୀ ତଥା କଶ୍ମିର ପୋଲିସର ଓ୍ବାଣ୍ଟେଡ୍‌ ଥିବା ସୟଦ ଇଶାନ ବୁଖାରୀଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ମାରାଥନ୍‌ ଜେରା କରୁଛି। ଏଭଳିସ୍ଥିତିରେ ଶୁକ୍ରବାର ବୁଖାରୀଙ୍କ କଲ୍‌ ଡିଟେଲ୍ସ ରିପୋର୍ଟ (ସିଡିଆର୍‌) ଏସ୍‌ଟିଏଫ୍‌ ନିକଟରେ ପହଞ୍ଚତ୍ଛି।…

କୋଟିପତି ମୁଖ୍ୟ ଯୋଗାଣ ଅଧିକାରୀ ଗିରଫ

ଭୁବନେଶ୍ୱର,୨୨।୧୨ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ଭିଜିଲାନ୍ସ ଶୁକ୍ରବାର ଗିରଫ କରିଛି। ପ୍ରଶାନ୍ତଙ୍କଠାରୁ ଠାବ ହୋଇଥିବା ସ୍ଥାବର ଓ ଅସ୍ଥାବର ଆୟ ବହିର୍ଭୂତ ସମ୍ପତ୍ତି ତାଙ୍କ ପ୍ରକୃତ ଆୟଠାରୁ ୧୩୪ ପ୍ରତିଶତ ଅଧିକ ବୋଲି…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଟିକେଟ

ଭୁବନେଶ୍ୱର, ୨୨।୧୨: ଅଲ୍‌ଟିମେଟ ଖୋ ଖୋ (ୟୁକେକେ) ଲିଗ୍‌ର ଦ୍ୱିତୀୟ ସଂସ୍କରଣ ଚଳିତ ମାସ ୨୪ ତାରିଖରୁ ଆରମ୍ଭ ହେବ। କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଏହା ଖେଳାଯିବ। ୟୁକେକେର ସିଇଓ ତଥା ଲିଗ୍‌ କମିଶନର ତେନଜିଂ ନିୟୋଗି ପ୍ରତିଯୋଗିତାର…

ଅଯୋଗ୍ୟ ଘୋଷିତ ହେଲେ ଖୁଣ୍ଟିଗୋରା ସରପଞ୍ଚ, ଜାଣନ୍ତୁ କେଉଁ କାରଣ ପାଇଁ…

ଘଣ୍ଟାପଡ଼ା,୨୨।୧୨: (ପ୍ରଭାତ କୁମାର ସାହୁ)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅଧୀନ ଖୁଣ୍ଟିଗୋରା ପଞ୍ଚାୟତ ସରପଞ୍ଚ ନିର୍ବାଚନ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । କୋର୍ଟ ରାୟରେ ବିଜୟୀ ସରପଞ୍ଚ ସୁନୀତା ମାଝିଙ୍କୁ ଅଯୋଗ୍ୟ ଘୋଷଣା କରିବା…

ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ପାନୀୟ ଜଳର ମାନକୁ ନେଇ ଉଠିଲା ପ୍ରଶ୍ନ: ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ହୋର୍ଡିଂରେ ବୋଳିଲେ କଳା

ରାଉରକେଲା,୨୧।୧୨:ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡିଥିବା ବେଳେ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଥିବା ବେଳେ ଆର୍‌ଜିଏଚ୍‌ରେ ୬ ଓ ଅନ୍ୟ ଘରୋଇ ହସ୍ପିଟାଲରେ ୫ଜଣଙ୍କ ମୃତ୍ୟୁ ଘଟିଥିବା…

ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କଲେ ଓଡ଼ିଶା ସରକାର

ନୂଆଦିଲ୍ଲୀ,୨୨।୧୨: ନିକଟରେ ରିଲିଜ ହୋଇଥିବା ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କରିଛନ୍ତି ଓଡିଶା ସରକାର। ୨୦୦୫ ବ୍ୟାଚ୍ ମହାରାଷ୍ଟ୍ର କ୍ୟାଡର ଆଇପିଏସ୍ ଅଧିକାରୀ ମନୋଜ ଶର୍ମାଙ୍କ ପ୍ରେରଣାଦାୟକ କାହାଣୀ ଉପରେ ଆଧାରିତ। ଏହି ଫିଲ୍ମରେ ନିଜର ଲକ୍ଷ୍ୟ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ଅନୁଗୋଳ,୨୨ା୧୨: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟାରେ ଏକ ଅମାନବୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଆଠମଲ୍ଲିକ ଥାନା କନ୍ଧପଡ଼ାର ବୈଜୟନ୍ତୀ ସାହୁ ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡ ପରଠାରୁ ଅଭିଯୁକ୍ତ…

୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ୱର,୨୨ା୧୨: ପ୍ରବଳ ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଲୋକେ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରୁନାହାନ୍ତି। ତେବେ ଶୁକ୍ରବାର ରେକର୍ଡ ହୋଇଥିବା ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ୧୬ ସହର ରହିଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଜି. ଉଦୟଗିରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri