ରାଜ୍ୟ

ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କଲେ ଧର୍ମେନ୍ଦ୍ର, କହିଲେ…

ଭୁବନେଶ୍ୱର,୧୦।୫: ବିଜେଡିର ନିର୍ବାଚନୀ ଇସ୍ତାହାରକୁ ନେଇ କଟାକ୍ଷ କଲେ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର କହିଛନ୍ତି, ବିଜେଡି ଇସ୍ତାହାରରେ କିଛି ନୂଆ ନାହିଁ , ଭାଜପାର ଇସ୍ତାହାରକୁ କିଛିଟା କପି କରିଛନ୍ତି। ଭୁଆଁ ବୁଲାଇବାକୁ ପ୍ରୟାସ, ଲୋକେ ବିଶ୍ୱାସ କରିବେନି। ବିଜେଡିର ଘୋଷଣାପତ୍ରରେ…

୬ ଦିନ ଝଡ଼ବର୍ଷା; ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦।୫(ଅନୁରାଧା ମହାରଣା)- ରାଜ୍ୟର ଅଧାରୁ ଅଧିକ ଜିଲାରେ କାଳ ବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି। ୩ଟି ସହରକୁ ବାଦଦେଲେ ସମଗ୍ର ଓଡ଼ିଶାରେ ତାପମାତ୍ରା ଗୁରୁବାର ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ରହିଥିଲା। ଏହାସହ କୋରାପୁଟରେ ୨୬.୨ ମିମି ବର୍ଷା ରେକର୍ଡ…

ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’:ଏତିକି ବେଳୁ ଆରମ୍ଭ ହେବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଶୁକ୍ରବାର ରାତି ୮ଟା ୩୦ରେ ଏକ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଛି। ରାତି ସାଢେ ୮ ଟାରୁ ଭାଜପା ରାଜ୍ୟ…

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ। ୨ ଲକ୍ଷ ସରକାରୀ ଚାକିରି। ମିଶନ ଶକ୍ତି ମହିଳାଙ୍କୁ ପେନ୍‌ସନ। କୃଷକ ପରିବାର ପିଲାଙ୍କୁ…

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା…

ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍‌ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ସତର୍କ କରିଛି। ବିଶେଷକରି ଗର୍ଭବତୀମାନେ ଅଧିକ ସତର୍କ ରହିବାକୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…

ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ

ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି ଅଫ୍‌ ଓଡ଼ିଶା’ ମେ’ ୧୧ ତାରିଖରେ ସତ୍ୟନଗରସ୍ଥିତ ବକୁଳ ଲାଇବ୍ରେରିରେ ଉନ୍ମୋଚନ ହେବ। ବିଶିଷ୍ଟ…

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର ୨୫ ଇଞ୍ଚର କେଶ ଦାନ କରିଛନ୍ତି। ସେ ଜଣେ ଗୃହିଣୀ। ସେ ତାଙ୍କ…

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ ମୃତଦେହ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କ ସହାୟତାରେ ଗ୍ରାମରେ ପହଞ୍ଚିଛି। ମୃତଦେହ ଗାଁରେ ପହଞ୍ଚିବା…

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅଭିବୃଦ୍ଧି କାହାଣୀରେ ମହିଳାମାନେ ସର୍ବଦା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି…

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ ବାର୍ଷିକ…

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ନଂ-୧ ଘୋଷଣା କରିବା ସୌଭାଗ୍ୟର କଥା। ଗତ ୨୪ ବର୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?