ରାଜ୍ୟ

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। ବଲାଙ୍ଗୀର ଜିଲା ପ୍ରଶାସନ ଏବଂ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଖବର ଲେଖାଯିବା ସୁଦ୍ଧା ୫୦ରୁ ଅଧିକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଲାଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ମମତା ବେହେରା, ସମିତି ସଭ୍ୟାଙ୍କ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ଛାତ୍ରୀ ଜଣକ ହେଲେ ବୁଗୁଡା ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଗ୍ରାମର ସ୍ବର୍ଗତ ଗଣେଶ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ ଅନୁଧ୍ୟାନରୁ ଜଣାପଡ଼ିଛି । ଭାରତର ପ୍ରାୟ ୧୩୦ଟି ସହରରୁ ଇନଷ୍ଟାମାର୍ଟରୁ କରାଯାଉଥିବା ଅର୍ଡରକୁ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ୍‌ ଲାଗିଛି। ତାପମାତ୍ରାରେ ମଧ୍ୟ ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି।…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)। ଏହା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୨୪ ପୂର୍ବାହ୍ନ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ ଗତ ୩୦ ମେ ୨୦୨୬ ଠାରୁ ଆରମ୍ଭ ହୋଇଥିଲା। ଏହି ଏସ୍‌ଆଇଆର୍‌ କାର୍ଯ୍ୟକ୍ରମରେ…

୭୩୨ କୋଟି ଟଙ୍କାର ୨ ରେଳ ପ୍ରକଳ୍ପ ଲୋକାର୍ପିତ: ଯଖପୁରା-ଯାଜପୁର…

ଭୁବନେଶ୍ୱର, ୨୨ା୬ (ବନ୍ଦନା ସେଠୀ): ରେଳ ଭିତ୍ତିଭୂମିକୁ ଆହୁରି ଦୃଢ଼ କରିବା ସହ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି ଭାରତୀୟ ରେଳ। ଏହି କ୍ରମରେ ରାଷ୍ଟ୍ର ଉଦ୍ଦେଶ୍ୟରେ ୭୩୨ କୋଟି ଟଙ୍କାରୁ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟାରେ ସହରର ଜନବସତି ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ମୁକ୍ତ ଭାବେ ବୁଲୁଥିବା…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ ମହାସଂଘର ନିଷ୍ପତ୍ତି କ୍ରମେ କଳାହାଣ୍ଡି ଜିଲା ସରପଞ୍ଚ ସଂଘ ପକ୍ଷରୁ ଭବାନୀପାଟଣାସ୍ଥିତ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?