ରାଜ୍ୟ

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର…

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ ବିଧାୟକ…

ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ…

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର ଗ୍ୟାରେଣ୍ଟି…

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବନ୍ଧ, ମୁଡା, ଚହଳା ଆଦି ଜଳାଶୟ ଶୁଖିଗଲାଣି। ଗାଁରେ ନଳକୂଅ ଥିଲେ ବି ସେଥିରୁ…

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ କେନ୍ଦ୍ରମନ୍ତ୍ରୀ…

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।…

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ ଭଳି ସମସ୍ୟା ଯୋଗୁ ପ୍ରତ୍ୟହ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଠାରେ ଫୁଟ ଓଭରବ୍ରିଜ ନିର୍ମାଣ…

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ ଘଟୁଛି। ତେଣୁ…

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ହେଉଥିବା ନଜିର ରହିଛି । ହେଲେ ଏହି ଅଞ୍ଚଳ ବିଶେଷ କରି…

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ ବୁଥ ନିର୍ମାଣ ହେବ। ଅଦରକାରୀ ସାମଗ୍ରୀରେ ତିଆରି ହୋଇଥିବା ଟୁଲ, ଟେବୁଲ ଓ ଅନ୍ୟାନ୍ୟ…

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା ଦେଖିଲେ ଜଣାଯାଏ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାହାର ନେତାଙ୍କୁ ଆମଦାନୀ କରି ବିଧାୟକ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?