ରାଜ୍ୟ

ରାଜ୍ୟପାଳଙ୍କ ଦ୍ୱାରା ରିସାଇଟ୍‌ ଡଟ୍‌ ୱାଲର୍‌ଡ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉଦୟଗିରି ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ରିସାଇଟ୍‌ ଡଟ୍‌ ଓ୍ବାଲର୍‌ଡ ଓ୍ବେବ୍‌ସାଇଟ ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ଫାଉଣ୍ଡେଶନ୍‌ର ଚେୟାରମ୍ୟାନ୍‌ ଜେ.ପି.ଜଗଦେବ ଯୋଗଦେଇ ଓ୍ବେବସାଇଟ୍‌ ସମ୍ପର୍କରେ ସୂଚନା ଦେଇଥିଲେ। www.recite.world ୱେବ୍‌/ମୋବାଇଲ୍‌ ଆପ୍ଲିକେଶନ୍‌ରେ ଆମର...

କାରଖାନା କର୍ତ୍ତୃପକ୍ଷ ଭୁଲିଗଲେ ଦାୟିତ୍ୱବୋଧତା

ଟାଙ୍ଗୀ(କଟକ) ୨୪।୭(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଉଚ୍ଚପଦା ପଞ୍ଚାୟତ ମଣିଆ ଗ୍ରାମରେ ଆରଏସ୍‌ବି ଟ୍ରାନ୍ସମିଶନ ଲିଃ ନାମକ କାରଖାନା ପରିଚାଳନା କର୍ତ୍ତୃପକ୍ଷଙ୍କ ମନମୁଖି କାର୍ଯ୍ୟକଳାପ ସ୍ଥାନୀୟ ଗ୍ରାମବାସୀଙ୍କୁ ଅସନ୍ତୁଷ୍ଟ କରିଛି। ଏ ନେଇ ଗ୍ରାମର ସାମାଜିକ କର୍ମୀ ମନୋଜ ଖିଲାର...

ଖୁବ୍‌ଶୀଘ୍ର ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ

ଭୁବନେଶ୍ୱର,୨୪।୭: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଶୁକ୍ରବାର ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିବା ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ଆବଶ୍ୟକ ହେଉଥିବା ସ୍ଥାନ, ବିଭିନ୍ନ ଯାତ୍ରୀ ସୁବିଧା ଓ ଅନ୍ୟାନ୍ୟ କ୍ଷେତ୍ରଗୁଡିକୁ ବୁଲି ଦେଖିଥିଲେ। ଏହି ଅବସରରେ ସେ...

ସିଡୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

କଟକ ଅଫିସ,୨୪।୭: କଟକ ନକଲି ଔଷଧ କାରବାରର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସନ୍ନ ଜେନାଙ୍କ ସ୍ତ୍ରୀ ଶୁଭଲକ୍ଷ୍ମୀ ଜେନା ଓ କର୍ମଚାରୀ ସତ୍ୟପ୍ରକାଶ ମହାନ୍ତିଙ୍କ ଜାମିନ ଆବେଦନର ଶୁଣାଣିବେଳେ ହାଇକୋର୍ଟ କେସ୍‌ ଡାଏରୀ (ସିଡୀ) ଦାଖଲ ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫକୁ...

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସମସ୍ତ ୟୁଜି ଫାଇନାଲ ସେମିଷ୍ଟର ପରୀକ୍ଷା (ବ୍ୟାକ୍‌ ପେପରକୁ ଛାଡ଼ି) ଅଗଷ୍ଟ ୧୯ ସୁଦ୍ଧା ଶେଷ ହେବ। ୟୁଜିର ବ୍ୟାକ୍‌ ପେପର ସମେତ ଫାଇନାଲ ସେମିଷ୍ଟର ପରୀକ୍ଷା ଫଳ ସେପ୍ଟେମ୍ବର ୨୭ ମଧ୍ୟରେ ପ୍ରକାଶ ପାଇବ। ସମସ୍ତ...

‘ବନ୍ଦେ ଉତ୍କଳ ଜନନୀ: ଅତୀତ ଓ ବର୍ତ୍ତମାନ’ ପୁସ୍ତକ ପ୍ରକାଶିତ

ଭୁବନେଶ୍ୱର,୨୪।୭: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ କବିତା ‘ବନ୍ଦେ ଉତ୍କଳ ଜନନୀ’କୁ ନେଇ ଏକ ଗବେଷଣାତ୍ମକ ପୁସ୍ତକ ପ୍ରକାଶ ପାଇଛି। ଯୁବ ଗବେଷକ ତଥା କର୍ନାଟକ ମୈସୂରୁସ୍ଥିତ କେନ୍ଦ୍ରୀୟ ଭାରତୀୟ ଭାଷା ସଂସ୍ଥାନରେ କାର୍ଯ୍ୟରତ ଡକ୍ଟର ସନ୍ତୋଷ କୁମାର ମହାନ୍ତି...

ଭଦ୍ରକ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦାବି: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପୁରାତନ ଛାତ୍ର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଆସନ୍ତା ବର୍ଷ ୭୫ତମ ପୂର୍ତ୍ତି ଉତ୍ସବ ପାଳନ କରିବ। ଏଥିପାଇଁ ମହାବିଦ୍ୟାଳୟର ପୁରାତନ ଛାତ୍ରୀଛାତ୍ରମାନେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ୭୫ବର୍ଷ ପୂର୍ତ୍ତି ଉତ୍ସବ ପୂର୍ବରୁ ଏହି ମହାବିଦ୍ୟାଳୟକୁ ରାଜ୍ୟ ସରକାର ବିଶ୍ବବିଦ୍ୟାଳୟ...

ଉପକୂଳରେ ବର୍ଷା, ଦକ୍ଷିଣ ଶୁଖିଲା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗୁରୁବାର ରାତିରୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା...

ସୁରକ୍ଷା ଚିନ୍ତାରେ ସହରବାସୀ

ଅନୁଗୋଳ ଅଫିସ, ୨୪ା୭ ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବାଇକ୍‌ରେ ଘୂରି ବୁଲୁଥିବା ଦୁର୍ବୃତ୍ତମାନେ ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିଛାଟିଆ ସ୍ଥାନ ଦେଖି ସେମାନଙ୍କ ଠାରୁ ଟଙ୍କା ଓ ସୁନା ଗହଣା ଝାମ୍ପି ନେଉଛନ୍ତି।...

ପେଟ ପାଇଁ ଦଣ୍ଡି ଧରିଲେ କଳାକାର

ପଦ୍ମପୁର,୨୪।୭ (ଡି.ଏନ.ଏ.)-ମହାମାରୀ କରୋନାରେ କବଳିତ ମଣିଷ ନିଜର ଜୀବନ ଜୀବିକା ହରାଇଛି। ନିମ୍ନ ମଧ୍ୟବିତ୍ତ, ଶ୍ରମିକ, ଦିନମଜୁରିଆ ପେଟ ପାଇଁ ସଂଗ୍ରାମ କରୁଛନ୍ତି। କରୋନା କଟକଣା ଛଡ଼ାଇ ନେଇଛି ବଞ୍ଚିବାର ରାହା। ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଉଠାଦୋକାନୀ, ଦିନମଜୁରିଆ,...

ଘର ଆଗରେ ପଡ଼ିଲା ଅଫୁଟା ଗୋଳା

ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ ଅଫୁଟା ଗୋଳା ସମୁଦ୍ର ମଧ୍ୟରେ ନ ପଡି ଜଣେ ବ୍ୟକ୍ତିଙ୍କ ଘର ସାମ୍ନାରେ...

ସମନ୍ବୟ ଅଭାବରୁ ୨ ଆସନ ହାତରୁ ଖସିଥିଲା

ଖୋର୍ଦ୍ଧା ଅଫିସ,୨୪।୭: ସମନ୍ବୟ ଅଭାବରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡିକୁ ଭୁବନେଶ୍ୱର ଏମ୍‌ପି ଏବଂ ଜଟଣୀ ବିଧାୟକ ଆସନ ହରାଇବାକୁ ପଡ଼ିଥିଲା। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧା ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri