ରାଜ୍ୟ

ଚମକାଇଲା ଓପିନିୟନ ପୋଲ, ଓଡିଶାରୁ ଭାଜପାକୁ ଏତେ ସିଟ୍‌!

ନୂଆଦିଲ୍ଲୀ,୬।୫: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ Election 2024 ତାରିଖ। ତେବେ ଆସନ୍ତା ସାଧାରଣ ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ବିପୁଳ ବିଜୟ ମିଳିପାରେ । ଏନେଇ ଏକ ସର୍ଭେରେ ଚମକାଇଦେଲା ଭଳି…

ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌

ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି…

୧୮ ଘଣ୍ଟା ଧରି ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଜେରା, ଭୋର ସାଢେ ୪ଟାରେ ଛାଡିଲା ଇଡି

ଭୁବନେଶ୍ୱର,୬।୩: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ରାତସାରା ଇଡି ଜେରା କରିଛି। ପ୍ରାୟ ୧୮ ଘଣ୍ଟା ଧରି ପ୍ରୟାସକାନ୍ତିଙ୍କୁ ଇଡି ପଚରାଉଚରା କରିଛି। ୧୮ ଘଣ୍ଟାର ଜେରା ପରେ…

ଧରିତ୍ରୀର ସ୍ବତନ୍ତ୍ର ଆଳାପ: କଫି ଉଦ୍ୟୋଗରେ ପର୍ଯ୍ୟାପ୍ତ ସୁଯୋଗ

ସ୍ପେଶାଲିଟି କଫି ଭେଞ୍ଚର ‘କୃତି କଫି’ର ସହପ୍ରତିଷ୍ଠାତା ହେଉଛନ୍ତି ଡ. କାମାକ୍ଷା ଦାସ। ସ୍ପେଶାଲିଟି କଫି ଆସୋସିଏଶନ (ଏସ୍‌ସିଏ)ର ସଦସ୍ୟ ଥିବା ଡ. ଦାସ ଏମ୍‌ବିବିଏସ ସହ ମୁମ୍ବାଇସ୍ଥିତ ଟାଟା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସେସ୍‌ରୁ ହେଲ୍‌ଥ ଆଡ୍‌ମିନିଷ୍ଟ୍ରେଶନରେ ମାଷ୍ଟର ଡିପ୍ଲୋମା…

ସନାସେନା ସମର୍ଥନ ଅପେକ୍ଷାରେ ବିଜେଡି, ଭାଜପା

ପାଟଣା,୬ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସାଙ୍ଗଠନିକ କାର୍ଯ୍ୟ ବଢ଼ାଇବାରେ ଲାଗିଛନ୍ତି। ବିଜେଡି ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତି ଓ ବିକାଶକୁ ମାଧ୍ୟମ…

ଓଡ଼ିଶା ବିକଶିତ ଭାରତର ଦ୍ୱାର ହେଉ

ଯାଜପୁର/ଚଣ୍ଡିଖୋଲ(ହର୍ଷବର୍ଦ୍ଧନ ବେହେରା/ପ୍ରଦୀପ୍ତ କୁମାର ପୃଷ୍ଟି),୬ା୩: ଓଡ଼ିଶା ବିକଶିତ ଭାରତର ଦ୍ୱାର ହେଉ। ଆତ୍ମନିର୍ଭର ଭାରତକୁ ଓଡ଼ିଶା ଶକ୍ତି ଯୋଗାଉଛି ବୋଲି ଭାଜପାର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଯାଜପୁର ଜିଲା ଚଣ୍ଡିଖୋଲଠାରେ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି’…

ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର/ମାଲକାନଗିରି,୬ା୩ (ଅନିଲ ଦାସ/ଦୁର୍ଯ୍ୟୋଧନ ପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ପାଇଁ ମାଲକାନଗିରି ଜିଲାରେ ଓ୍ବେବ୍‌ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଟିକେଟ୍‌ ପାଇଁ ନବୀନ ନିବାସ ସାମ୍ନାରେ ଗହଳି, ବାୟୋଡାଟା ଧରି ହାଜର ହେଲେ ୩ ଆଶାୟୀ

ଭୁବନେଶ୍ୱର,୫ା୩: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନି। ଏନେଇ ଦିନକୁ ଦିନ ରାଜଧାନୀ ରାଜନୀତି ବାତାବରଣ ଉଷ୍ମ ହେବାରେ ଲାଗିଛି। ଦଳରେ ଆଶାୟୀ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଟିକେଟ୍‌ ପାଇବା ପାଇଁ ନବୀନ ନିବାସ ଆଗରେ…

ବିଜେଡିର ନୂଆ ୱେବ୍‌ସାଇଟ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ଅନିଲ ଦାସ)- ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନୂତନ ଭାବେ ପ୍ରସ୍ତୁତ ନାଗରିକକୈନ୍ଦ୍ରିକ ୱେବ୍‌ସାଇଟ୍‌ https://www.bjdodisha.org.in/homeକୁ ଉନ୍ମୋଚନ କରିଛନ୍ତି ା ଏହି ୱେବ୍‌ସାଇଟ୍‌ରେ ମହିଳା ସଶକ୍ତୀକରଣ, ଅନ୍ତର୍ଭୁକ୍ତି ବିକାଶ, ଆଦିବାସୀ…

ଲାଇଫ୍‌ ବଦଳେଇଦେବ ନବୀନ ମ୍ୟାଜିକ୍‌ କାର୍ଡ, ଉଚ୍ଚଶିକ୍ଷା ପାଇଁ ହେବନି ଖର୍ଚ୍ଚ; ଜାଣନ୍ତୁ କେମିତି କରିବେ Apply

ଭୁବନେଶ୍ୱର,୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର Nabin Odisha Magic Card ପଞ୍ଜୀକରଣ ପାଇଁ ମାଲକାନଗିରି ଜିଲାରେ ଓ୍ବେବ୍‌ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ଆଜିଠାରୁ ନବୀନ କାର୍ଡ ଆବେଦନ ଆରମ୍ଭ ହୋଇଛି।…

ନକଲି ଡାକ୍ତର ଚିହ୍ନଟ ମାମଲା: ହାଜର ହେଲେ ଓସିଏମ୍‌ଆର୍‌ ଅଧ୍ୟକ୍ଷ

କଟକ,୫ା୩ (କାର୍ତ୍ତିକ ସାହୁ) ରାଜ୍ୟରେ ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଡ଼ିଶା କାଉନ୍‌ସିଲ ଅଫ୍‌ ମେଡିକାଲ ରେଜିଷ୍ଟ୍ରେସନ (ଓସିଏମ୍‌ଆର) ଅଧ୍ୟକ୍ଷ ହାଜର ହୋଇ ନିଜର ପକ୍ଷ ରଖିଛନ୍ତି।…

କଂଗ୍ରେସର ଦମ୍ଭୋକ୍ତି: କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରାଇବୁ ଟଙ୍କା

ଭୁବନେଶ୍ୱର,୫।୩: ଆଗାମୀ ନିର୍ବାଚନରେ ଭଲ ପ୍ରଦର୍ଶନ କରିବୁ । ସେଥିପାଇଁ ଉଭୟ ଭାଜପା-ବିଜେଡି ଏବେଠୁ ଭୟଭୀତ ଅବସ୍ଥାରେ ଅଛନ୍ତି । ଓଡିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ନ୍ୟାୟ ଦେବ ଓ ସେମାନେ ନିଜର ଟଙ୍କା ଫେରସ୍ତ ପାଇବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri