ବିଏସ୍କେଓ୍ବାଇର କଳେବର ବୃଦ୍ଧି, ସହଭାଗୀ ହେଲେ ୮୧୬ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ
ଭୁବନେଶ୍ୱର,୨୧ା୧୨: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଦିଗରେ ଓ ସରକାରଙ୍କ ଅନନ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ଓ୍ବାଇ )ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଯୋଜନାରେ ସହଭାଗୀ ହସ୍ପିଟାଲଙ୍କ ସଂଖ୍ୟା ଏବଂ ଚିକିତ୍ସା ବାବଦ ବିନିଯୋଗ ଅର୍ଥରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି।…
କାଲିଠୁ କମିବ ଶୀତ, ବଢ଼ିବ କୁହୁଡ଼ି
ଭୁବନେଶ୍ୱର,୨୧ା୧୨: ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ କମିବ। କୁହୁଡ଼ି ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୩ ଓ ୨୪ ତାରିଖ ସକାଳେ କୁହୁଡ଼ିର ମାତ୍ରା ଅଧିକ ରହିବ ବୋଲି ସତର୍କତା ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର…
ଅନୁଭବଙ୍କୁ ବିବାହ ବିଚ୍ଛେଦ ଅନୁମତି
କଟକ,୨୧ା୧୨: ବହୁ ଚର୍ଚ୍ଚିତ ଓଲିଉଡ୍ ଯୋଡ଼ି ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହେବ। ଏନେଇ ଅନୁଭବଙ୍କୁ ଗୁରୁବାର ହାଇକୋର୍ଟ ଅନୁମତି ଦେଇଛନ୍ତି। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ପରିବାର…
ରାତି ଡ୍ରାଇଭରଙ୍କୁ ମାଗଣା ଚା’, ପଇସା ଦେବେ ସରକାର
ଭୁବନେଶ୍ୱର,୨୧ା୧୨: ଏଣିକି ରାସ୍ତାକଡ଼ରେ ଥିବା ଢାବା, ହୋଟେଲରେ ରାତିରେ ଡ୍ରାଇଭରମାନଙ୍କୁ ମାଗଣାରେ ଚା’ ମିଳିବ। ଏନେଇ ସରକାର ପଇସା ଦେବେ ବୋଲି ଗୁରୁବାର ରାଜ୍ୟ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାତିରେ ଗାଡ଼ି ଚଳାଉଥିବା…
ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୨୧ା୧୨: ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଭୁବନେଶ୍ୱର,ବ୍ରହ୍ମପୁରରେ ଥିବା ଘର ଓ ଅଫିସ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଜାରି…
ରାତିରେ ଖସୁଛି ପାରଦ, ଜି ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର
ଜି ଉଦୟଗିରି, ୨୧।୧୨(ଶିଶିର ପଟ୍ଟନାୟକ ) ରାଜ୍ୟରେ ଦିନକୁ ଦିନ ଶୀତ ବୃଦ୍ଧି ପାଇବାରେ ଲାଗିଛି। ଜି ଉଦୟଗିରି ଲଗାତାର ଭାବେ ରାଜ୍ୟର ସବୁଠାରୁ ଥଣ୍ଡା ସହର ହୋଇଛି । ଗୁରୁବାର ସକାଳ ୮ ଘଣ୍ଟା ସୁଦ୍ଧା ଜି ଉଦୟଗିରି ସହରର…
ମନ ଜିଣୁଛି ତୋଷାଳି ମେଳା
ଭୁବନେଶ୍ୱର,୨୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ଏବେ ରାଜଧାନୀବାସୀ ଶୀତୁଆ ସାକୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ବେଶ୍ ଉପଭୋଗ କରୁଛନ୍ତି। ପରିବାର, ସାଙ୍ଗସାଥୀ ମେଳରେ ମେଳା ବୁଲୁଛନ୍ତି। କିଣାବିକା ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ନିଆରା ଅନୁଭବ ଦେଉଛି। ଅନ୍ୟପଟେ ଭଳିକି ଭଳି ଖାଦ୍ୟର ବାସ୍ନା ସେମାନଙ୍କୁ…
ମହିଳାଙ୍କୁ ସ୍ବାବଲମ୍ବୀ କରିଛି କତା କଣ୍ଢେଇ
ଚାରିଛକ, ୨୧ା୧୨(ଶିଶିର ସ୍ବାଇଁ)ସାଧାରଣତଃ ନଡ଼ିଆ ଖାଇସାରିଲା ପରେ ଷଢେଇ ଓ କତାକୁ ଆମେ ଅଦରକାରୀ ଭାବି ଫିଙ୍ଗିଦେଇଥାଉ। ତେବେ କେତେଜଣ ମହିଳା ସେହି ନଡ଼ିଆକତାରେ ଗଦି, ପାପୋଛୋ, ଭଳି ଅନେକ ଘର କରଣା ଜିନିଷ ତିଆରି କରି ସ୍ବାବଲମ୍ବୀ ହେବା ସହ…
ରୋଗୀଙ୍କୁ ଯୋଗାଉଛନ୍ତି ମାଗଣା ଆମ୍ବୁଲାନ୍ସ ସେବା
ବେଗୁନିଆ,୨୧।୧୨(ହର ପ୍ରସନ୍ନ ପଣ୍ଡା)ବର୍ତ୍ତମାନ ସମୟରେ ବ୍ୟସ୍ତ ଜୀବନରେ କିଏ ବା କାହାକୁ ପଚାରେ। ଏଭଳି କ୍ଷେତ୍ରରେ ସାଧାରଣଲୋକଙ୍କ ସେବାରେ ପ୍ରଦୀପ୍ତ କୁମାର ବିଶ୍ୱାଳ ନିଜକୁ ବ୍ରତୀ କରିଛନ୍ତି। ସେମାନଙ୍କ ସୁଖ ଦୁଃଖ ବୁଝିବା ସହ ରୋଗୀ ମାଗଣା ସେବା ଯୋଗାଇ ଯୋଗାନ୍ତି।…
ଟେଲିକମ୍ ବିଲ୍: ଗଣମାଧ୍ୟମର କଣ୍ଠରୋଧ, ପ୍ରିଭେସିରେ ହସ୍ତକ୍ଷେପ
ଭୁବନେଶ୍ୱର,୨୧ା୧୨ (ବ୍ୟୁରୋ)ଲୋକ ସଭାରେ ସୋମବାର ଆଗତ ମୋଦି ସରକାରଙ୍କ ୪୬ ପୃଷ୍ଠା ସମ୍ବଳିତ ଟେଲିକମ୍ୟୁନିକେଶନ୍ସ ବିଲ୍, ୨୦୨୩ ବୁଧବାର ଏକପ୍ରକାର ବିରୋଧୀ ବିହୀନ ଗୃହରେ ଧ୍ୱନିମତରେ ପାରିତ ହୋଇଛି। ଉକ୍ତ ବିଧେୟକକୁ ଟେଲି ଯୋଗାଯୋଗ ଶିଳ୍ପ ସ୍ବାଗତ କରିଥିବାବେଳେ ଆଇନଜୀବୀ, ନାଗରିକ…
ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ଗାଡ଼ିରେ ଅଣସ୍ବୀକୃତିପ୍ରାପ୍ତ କର୍ମଚାରୀ
ଭଦ୍ରକ, ୨୧ା୧୨(ସନାତନ ରାଉତ)ଭଦ୍ରକ ଜିଲାକୁ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ମିଳିଥିବା ଭ୍ରାମ୍ୟମାଣ ଗାଡ଼ିରେ ଚିକିତ୍ସା ପାଇଁ ଅଣସ୍ବୀକୃତିପ୍ରାପ୍ତ କର୍ମଚାରୀ ଯାଇଥିବା ବେଳେ ଘଟଣାସ୍ଥଳରେ ହଟହଟା ହେବାକୁ ପଡ଼ିଛି। ସୋମବାର ଭଦ୍ରକ ସହର ଜାନୁଗଞ୍ଜରେ ଏଭଳି ଘଟଣା ଘଟିଥିବା ବେଳେ ମଙ୍ଗଳବାର…
ମିଲେଟ ଚାଷ ପାଇଁ ବଢୁଛି ଆଗ୍ରହ
ଭଦ୍ରକ,୨୧ା୧୨(ସନାତନ ରାଉତ)ଭଦ୍ରକ ଜିଲାରେ ଚଳିତ ଖରିଫ ଋତୁରେ ନୂଆକରି ମିଲେଟ ଚାଷ କରାଯାଇଛି। ବ୍ୟବସାୟିକ ଫାଇଦା ଓ ସରକାରୀ ପ୍ରୋତ୍ସାହନ ବିଶେଷ କରି ମାଣ୍ଡିଆ ଚାଷୀଙ୍କୁ ଆକୃଷ୍ଟ କରିଛି। ମାଣ୍ଡିଆ ଜାତୀୟ ଖାଦ୍ୟଶସ୍ୟର ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ମିଲେଟ୍ ମିଶନ…
Archives


