ରାଜ୍ୟ

ଆସୁଛି ଲଘୁଚାପ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବଳୟ ସୃଷ୍ଟି ହୋଇଛି । ଏହା ୧୭ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା,...

ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ ପାଇଁ ଆସିଥିବା ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା...

୧୯ରୁ ଭାଜପାର ଦେଶବ୍ୟାପୀ ‘ଜନ ଆଶୀର୍ବାଦ ଯାତ୍ରା’

ଭୁବନେଶ୍ୱର,୧୫ା୮(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସମସ୍ତ ରାଜ୍ୟର ପ୍ରତିନିଧି ଓ ସମସ୍ତ ସମ୍ପ୍ରଦାୟର ପ୍ରତିନିଧି ସ୍ଥାନ ପାଇଛନ୍ତି । ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀମାନେ ଦେଶର ପ୍ରାୟ ୨୧୨ଟି ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡିବେ।...

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ।...

୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ...

ଖାଦ୍ୟରେ ତ୍ରିରଙ୍ଗା

ଭୁବନେଶ୍ୱର, ୧୫। ୮ (ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ଚାରିଆଡ଼େ ଦେଶାତ୍ମବୋଧର ମହକ ଛୁଟିବାରେ ଲାଗିଛି। ସ୍ବାଧୀନତା ଦିବସକୁ କିପରି ସ୍ମରଣୀୟ କରାଯାଇ ପାରିବ ପ୍ରତିଟି ଭାରତବାସୀ ସେଥିପାଇଁ ବ୍ୟଗ୍ର। ଏସବୁ ଭିତରେ ଭୁବନେଶ୍ୱରର ପ୍ରୀତିଶା ଦାଶଙ୍କ ସ୍ବତନ୍ତ୍ର ହାତରନ୍ଧା...

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ...

ଶ୍ରଦ୍ଧାଙ୍କୁ ‘ମିସେସ୍‌ ଇଣ୍ଡିଆ ନୟନତାରା’ ଟାଇଟଲ୍‌

ଭୁବନେଶ୍ୱର, ୧୫। ୮(ବ୍ୟୁରୋ):‘ମିସ୍‌ ଇଣ୍ଡିଆ ନୟନତାରା’ର ଅପୂର୍ବ ସଫଳତା ପରେ ଏସ୍‌ଜେ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଅନ୍‌ଲାଇନ୍‌ରେ ଚାଲିଥିବା ‘ମିସେସ୍‌ ଇଣ୍ଡିଆ ନୟନତାରା’ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫିନାଲେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। କୋଲକାତାର ଶ୍ରଦ୍ଧା ଭଟ୍ଟାଚାର୍ଯ୍ୟ ‘ମିସେସ୍‌ ଇଣ୍ଡିଆ ନୟନତାର’...

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ...

ଉଭେଇଯାଉଛି ଝୋଟ ଚାଷ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ଅର୍ଥକରୀ ଫସଲ ଝୋଟଚାଷ ରାଜ୍ୟରୁ ଲୋପ ପାଇବାରେ ଲାଗିଛି। ଉପକୂଳବର୍ତ୍ତୀ କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଆଦି ଜିଲାରେ ପ୍ରବଳ ମାତ୍ରାରେ ଝୋଟଚାଷ ହେଉଥିଲା। ଗତ କିଛିବର୍ଷ ହେବ ଏହି ସବୁ...

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ...

ଆଜି ଆଉ ୬୪ଜଣଙ୍କ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri