୫୦୭ ଧାର୍ମିକ, ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧୨: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ…
ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା
ଖୋର୍ଦ୍ଧା,୨୦।୧୨: ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗା ଫସିଯାଇଥିବା କୁହାଯାଉଛି। ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ବେଳେ ଡଙ୍ଗାଟି ଫସିଯାଇଥିଲା। ଜହ୍ନିକୁଦାରୁ ୪ କିମି ଯିବା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗା ଅଟକିଥିଲା। ଏଥିରେ…
ଯୁବତୀଙ୍କୁ ନ୍ୟୁଡ୍ କଲ୍ରେ ସାମିଲ୍ କରୁଥିଲେ ବୁଖାରୀ
ଭୁବନେଶ୍ୱର,୨୦।୧୨: କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀଙ୍କ ପୁଣି ଏକ ନୂଆ ସଡ଼ଯନ୍ତ୍ର ସାମ୍ନାକୁ ଆସିଛି। ଯୁବତୀଙ୍କୁ ହନିଟ୍ରାପ୍ରେ ବ୍ୟବହାର କରୁଥିବା ସନ୍ଦେହ କରାଯାଉଛି। ଏ ନେଇ ସେ ନିଜେ ଆପ୍ ତିଆରି କରିଥିଲେ। ଏହି ଆପ୍ ଜରିଆରେ ସେ ଯୁବତୀଙ୍କ…
ଜେରା ପାଇଁ ଭୁବନେଶ୍ୱରରେ ଆଇବି ଟିମ୍
ଭୁବନେଶ୍ୱର,୨୦।୧୨(ସତ୍ୟଜିତ୍ ରାଉତ): ସନ୍ଦିଗ୍ଧ ଆତଙ୍କବାଦୀ ତଥା କଶ୍ମୀର ପୋଲିସର ଓ୍ବାଣ୍ଟେଡ୍ ଥିବା ସୟଦ ଇଶାନ ବୁଖାରୀଙ୍କ ୫ଦିନିଆ ରିମାଣ୍ଡ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଟିମ୍ ପୂର୍ବାହ୍ନରେ ଯାଜପୁର ଜିଲାର ରଗଡ଼ି ସବ୍ଜେଲରୁ ବୁଖାରୀଙ୍କୁ ଭୁବନେଶ୍ୱରସ୍ଥିତ…
ମ୍ୟାଜିକ୍ କରିବ ମୟୂରଭଞ୍ଜ: ପାଣ୍ଡିଆନ
ଭୁବନେଶ୍ୱର(ଅନିଲ ଦାସ)/ ବାରିପଦା (ନୀଳାଦ୍ରି ଦଣ୍ଡପାଟ), ୨୦।୧୨: ବିରୋଧୀଙ୍କୁ ଆଦୌ ଟାର୍ଗେଟ ନ କରି ମୟୂରଭଞ୍ଜରେ ମାଷ୍ଟରଷ୍ଟ୍ରୋକ୍ ଖେଳିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦୁଇ ଚାରିଟି ଶବ୍ଦରେ ଜିଣିନେଲେ ମୟୂରଭଞ୍ଜବାସୀଙ୍କ ମନ। ଏ ସରକାର ବିଜେଡି…
ଡରାଇଲାଣି କରୋନା: ଥଣ୍ଡା, ଜ୍ୱର କାଶ ହେଲେ ଟେଷ୍ଟ କରନ୍ତୁ
ଭୁବନେଶ୍ୱର,୧୯।୧୨: ପୁଣି ଥରେ କରୋନା ଚିନ୍ତା ବଢ଼ାଇଲାଣି । କରୋନାର ସବ୍ଭ୍ୟାରିଏଣ୍ଟ ଜେଏନ୍ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ପୁଣି ଭୟ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସବୁ ରାଜ୍ୟ ପାଇଁ ସତର୍କ ସୂଚନା…
ବୁଧବାର ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ
ପୁରୀ,୧୯।୧୨: ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଶେଷ…
ଗିରଫ ହୋଇ ଜାମିନ୍ରେ ଆସିଥିଲେ, ଏବେ ଘରେ ଭିଜିଲାନ୍ସ ଚଢ଼ାଉ
ସମ୍ବଲପୁର,୧୯।୧୨: ସମ୍ବଲପୁରରେ ଜାଲ ଘର ନକ୍ସା ଦେବା ମାମଲାରେ ଗିରଫ ହୋଇଥିବା ପ୍ଲାନିଂ ମେମ୍ବର ବନ୍ଦିତା ମିଶ୍ର, କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚାଲିଛି । ପୂର୍ବରୁ ଜାଲ ଘର ନକ୍ସା ଦେବା ମାମଲାରେ…
ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ
ଭୁବନେଶ୍ୱର, ୧୯।୧୨: ଢେଙ୍କାନାଳ, ଅନୁଗୁଳର ଜିଲାରେ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ। ନିକଟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ୨ ଜିଲା ଗସ୍ତ…
ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି: ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୧୨: ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଥିଲା। ମୃତ୍ୟୁ ପଛରେ ହଇଜା ଜୀବାଣୁ ଚିହ୍ନଟ ହୋଇଥିବା…
କାଜୁ ଜଙ୍ଗଲରୁ ମିଳିଲା ମଣିଷ କଙ୍କାଳ
ପାଟଣା,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଖୁଣ୍ଟାପଡା ପଞ୍ଚାୟତ ଚାତରପାଣି ଗାଁ ନିକଟ କାଜୁ ଜଙ୍ଗଲରୁ ମଙ୍ଗଳବାର ମଣିଷ କଙ୍କାଳ ମିଳିଛି। ଖବରପାଇ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…
ମହାପ୍ରଭୁ ପରିଧାନ କଲେ ଶୀତବସ୍ତ୍ର
ପୁରୀ, ୧୯ା୧୨(ଅଜିତ୍ ମହାନ୍ତି): ମାର୍ଗଶିର ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଓଢଣ ଷଷ୍ଠୀ ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କୁ ଘୋଡ଼ଲାଗି ଅର୍ଥାତ୍ ଶୀତବସ୍ତ୍ର ପରିଧାନ କରାଯାଇଛି। ଶ୍ରୀଜୀଉମାନେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପର୍ଯ୍ୟନ୍ତ ଏହି ବେଶ ହେବେ।…
Archives


