Odisha Elections 2024

ରାଜ୍ୟ

ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ

ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବିନାୟକ ପ୍ରଧାନ (୪୮)। ପୁରୁଷୋତ୍ତମପୁର...

ଡ୍ରେନ୍‌ରେ ଭାସି ଯାଇଥିବା ଛାତ୍ରଙ୍କ ମୃତଦେହ ମିଳିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍‌ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍‌। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର...

ବରଣ୍ଡୁଆ-ସୁଦର୍ଶନପୁର ରାସ୍ତାରେ ବନ୍ୟାଜଳ

ବାସୁଦେବପୁର, ୨୦ା୯(ଡି.ଏନ.ଏ.)- ଗମେଈ ନଦୀରେ ବନ୍ୟା ଆସିବା ଫଳରେ ନଦୀ ସଂଲଗ୍ନ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିବା ସହ ଧାନଫସଲ ଉପରେ ୪ ଫୁଟରୁ ଊର୍ଦ୍ଧ୍ୱ ବନ୍ୟାଜଳ ପ୍ରବାହିତ ହେଉଛି। ଏହି ନଦୀ ସଂଲଗ୍ନ ଅଞ୍ଚଳ ଦେଇ ଯାଇଥିବା ବରଣ୍ଡୁଆ-ସୁଦର୍ଶନପୁର...

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଥିବା ବେଳେ ଭୋଗରାଇ ଧୋୟା ଅଞ୍ଚଳର ୧୮ ପଞ୍ଚାୟତର ଶତାଧିକ ଗାଁ ଅଦ୍ୟାବଧି...

ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭର୍ଣ୍ଣମେଣ୍ଟ ଆଣ୍ଡ୍‌ କ୍ଲାଇମେଟ୍‌’ ଏଭଳି ଆକଳନ କରି କହିଛି, ଦକ୍ଷିଣ ଚୀନ ସାଗରରୁ...

ଇ-ଶ୍ରମ ପୋର୍ଟାଲ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୦।୯: ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ପଞ୍ଜୀକରଣ ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲକୁ ଉତ୍ସାହଜନକ ସମର୍ଥନ ମିଳିଛି। ଉକ୍ତ ପୋର୍ଟାଲରେ ବର୍ତ୍ତମାନ ସୁଦ୍ଧା ୧କୋଟି ୩ ଲକ୍ଷ ୧୨...

ହଜିବାକୁ ବସିଲାଣି ଭାଗବତ ଟୁଙ୍ଗି

ବେଗୁନିଆ,୨୦।୯(ଡି.ଏନ୍‌.ଏ.): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍‌ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁ ଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍‌ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ...

ମୁକୁଳା ଡ୍ରେନ: ଆଉ କେତେ ମୁଣ୍ଡ ଗଡ଼ିବ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): କୌଣସି ପରିସ୍ଥିତିରେ ଡ୍ରେନ ମୁକୁଳା ରହିପାରିବ ନାହିଁ। ସମସ୍ତ ଡ୍ରେନ ଉପରେ ସ୍ଲାବ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମ୍‌କୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନୁପାଳନ କରିପାରିନାହିଁ। ଦେଶର...

ସମୁଦ୍ରରେ ମିଶିଯାଉଛି, ଚାଷକୁ ମିଳୁନି

ଯାଜପୁର ଅଫିସ,୨୦।୯: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ସେଚ ସାମର୍ଥ୍ୟ ବୃଦ୍ଧି, କେନାଲ ରକ୍ଷଣାବେକ୍ଷଣ, ଫସଲ ଖସଡ଼ା ପ୍ରସ୍ତୁତି, ସୁଷମ...

ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିସାରିଛି। ତେବେ କିଭଳି ଓଡ଼ିଆରେ ପଢ଼ାହେବ, ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ନିକଟରେ ଏଆଇସିଟିଇ ଏବଂ ରାଜ୍ୟ...

ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ...

ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍‌ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri