ଦଶମରେ ଡ୍ରପ୍ ଆଉଟ ତାଲିକାରେ ଓଡ଼ିଶା ଦେଶରେ ପ୍ରଥମ
ନୂଆଦିଲ୍ଲୀ,୧୮ା୧୨: ବର୍ଷ ୨୦୨୧-୨୨ରେ ଭାରତରେ ୨୦.୬ ପ୍ରତିଶତ ଛାତ୍ରୀଛାତ୍ର ଦଶମରେ ପାଠ ପଢା ଛାଡିଥିବା ବେଳେ ୪୯.୯ ପ୍ରତିଶତ ସହିତ ଓଡ଼ିଶା ପ୍ରଥମରେ ରହିଛି। ୪୨.୧ ପ୍ରତିଶତ ସହିତ ବିହାର ଦ୍ୱିତୀୟ, ତୃତୀୟରେ ମେଘାଳୟ(୩୩.୫ ପ୍ରତିଶତ), ଚତୁର୍ଥରେ କର୍ଣ୍ଣାଟକ(୨୮.୫ ପ୍ରତିଶତ) ରହିଥିବା…
ମାଛ ଗାଡ଼ିରେ ବ୍ରାଉନସୁଗାର ଚାଲାଣ
ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା): ମାଛ ବୁହା ପିକ୍ଅପ୍ରେ ବାଲେଶ୍ୱରରୁ ବେଆଇନ ଭାବେ ବ୍ରାଉନସୁଗାର ଚାଲାଣ ହେଉଛି । ଖୋର୍ଦ୍ଧାକୁ ଚୋରା ଚାଲାଣ ବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ଭୁବନେଶ୍ୱର ସିଆର୍ପି ଛକ ଫ୍ଲାଏ ଓଭର ଉପରୁ ୬୬ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ସହ…
ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ରାଉରକେଲା,୧୮।୧୨(ସଙ୍ଗୀତା ଜେନା): ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହୋଇପଡିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଛି। ଫଳରେ ଝାଡ଼ାବାନ୍ତି ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି।…
ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.…
୨ ମନ୍ଦିରରୁ ଅଳଙ୍କାର, ଦାନବାକ୍ସ ନେଇଗଲେ
ଭଦ୍ରକ,୧୮ା୧୨(ସନାତନ ରାଉତ): ଭଦ୍ରକ ପୁରୁଣାବଜାର ଥାନା ଅଧୀନ ସନ୍ଥିଆ ଗ୍ରାମର ୨ ମନ୍ଦିରରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଦାନବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ପୋଲିସ ସାଇଣ୍ଟିଫିକ ଟିମ୍ ସହ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ ଆରମ୍ଭ…
ମୁଖ୍ୟମନ୍ତ୍ରୀ ଋଣ ଛାଡ଼ ଯୋଜନା ପାଇଁ ଆବେଦନ ଆରମ୍ଭ, ଯେକୌଣସି ବ୍ୟାଙ୍କରୁ ଋଣ ନେଇଥିଲେ ମିଳିବ ସୁବିଧା
ଭୁବନେଶ୍ୱର,୧୮।୧୨: ରାଜ୍ୟର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜଭୁତ କରିବା ଲାଗି ‘ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ଯୋଜନା’ ଆରମ୍ଭ ହୋଇଛି । କୋଭିଡ୍ ମହାମାରୀ ପାଇଁ ରାଜ୍ୟର ଏମ୍ଏସ୍ଏମ୍ଇ…
ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ
ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫ ମଧ୍ୟରେ…
ଟ୍ରେନ୍ଲାଇନ୍ରୁ ମିଳିଲା ହୋମ୍ଗାର୍ଡଙ୍କ ମୃତଦେହ
ରାୟଗଡ଼ା,୧୮ା୧୨: ରାୟଗଡ଼ା ଷ୍ଟେଶନର ୫୦ ମିଟର ପୂର୍ବରୁ ଟ୍ରେନ୍ଲାଇନ୍ରୁ ଜଣେ ହୋମ୍ଗାର୍ଡଙ୍କ ମୃତଦେହ ମିଳିଛି। ରବିବାର ରାତିରେ ଏ ନେଇ ଖବର ପ୍ରଚାରିତ ହେବା ପରେ ରେଳ ବିଭାଗ କର୍ତ୍ତୃପକ୍ଷ, ରାୟଗଡ଼ା ଏସ୍ପି ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।…
ଦୁଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ତାଡ଼ିନେଲେ ଠାକୁରଙ୍କ ଆଖି
ଭଦ୍ରକ,୧୮ା୧୨(ସନାତନ ରାଉତ): ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ମନ୍ଦିରରୁ ଦାନ ବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ସୂଚନା ମୁତାବକ ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଚୋରି ହୋଇଛି। ଦାନବାକ୍ସରୁ…
୯୦ ଥର ରକ୍ତଦାନ କରି ଚର୍ଚ୍ଚାରେ କିଶୋର
ନୂଆପଡ଼ା,୧୮।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ମାଗୁରପାଣି ଛୋଟିଆ ଗାଁର କିଶୋର କୁମାର ପରିଡା (୪୯)। ୪୯ ବର୍ଷ ବୟସରେ ୯୦ ଥର ରକ୍ତଦାନ କରି ଜିଲା ତଥା ଜିଲା ବାହାରେ ପ୍ରସଂଶିତ ହୋଇ ଅଞ୍ଚଳ ତଥା ଜିଲା ପାଇଁ ଗୌରବ…
ନେଚର ପାର୍କ ଡମରଗାଡ଼ ପର୍ଯ୍ୟଟକଙ୍କୁ କରୁଛି ଆକୃଷ୍ଟ
ବୌଦ୍ଧ,୧୮ା୧୨(ଅଜିତ କୁମାର ବାରିକ): ସଂସ୍କୃତି ସଂପନ୍ନ ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରାଜିରେ ଭରପୁର। ଜିଲାରେ ପର୍ଯ୍ୟଟନ ଶିଳ୍ପ ପାଇଁ ବନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବନ ବିଭାଗ ପକ୍ଷରୁ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇ ଐତିହାସିକ ଡମରଗାଡ଼ଠାରେ ଜିଲାର…
ଖାଲି ସ୍ଥାନରେ ଅଳିଆ ଢାଳୁଛି ବିଏମ୍ସି
ଭୁବନେଶ୍ୱର,୧୮।୧୨(ବନ୍ଦନା ସେଠୀ): ଘର ଆଗରେ ଅଳିଆ ପଡ଼ିବନି, ବିଏମ୍ସି ଗାଡ଼ି ଆସି ଘରୁ ଅଳିଆ ସଂଗ୍ରହ କରିବ। ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ନିଜ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ସଫା ରଖିବା ସହ ୨ଟି ଲେଖାଏ ଡଷ୍ଟବିନ୍ ରଖିବେ। କେହି ଯଦି…
Archives


