ଚଉମୁହାଣିର ଲକ୍: ଦିନଯାଇଛି, ଚିହ୍ନ ରହିଛି
ପାରାଦୀପ,୧୮ା୧୨(ଶରତ ରାଉତ): ଜଗତ୍ସିଂହପୁର ଜିଲାର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଲକ୍ ଏବେ ନିଶ୍ଚିହ୍ନ ଅବସ୍ଥାରେ ପଡ଼ିଛି। ନୂଆଗଡ଼ ପଞ୍ଚାୟତ ଚଉମୁହାଣୀଠାରେ ଉକ୍ତ ଲକ୍ର କେବଳ ୨ଟି ହ୍ୟାଣ୍ଡେଲ ଚକ, ଭଙ୍ଗା କାଠ କବାଟ ଓ ହାୱଡ଼ା ପୋଲ ଭଳି ଏକ…
ସିଏମ୍ସି ମେୟରଙ୍କ ଅଫିସିଆଲ୍ ଫେସ୍ବୁକ୍ ପେଜ୍ ହ୍ୟାକ
କଟକ,୧୮ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ମହାନଗର ନିଗମ(ସିଏମ୍ସି) ମେୟର ସୁବାସ ସିଂଙ୍କ ଅଫିସିଆଲ୍ ଫେସ୍ବୁକ୍ ପେଜ୍ ହ୍ୟାକ୍ ହୋଇଥିବା ଅଭିଯୋଗ ହୋଇଛି। ଶନିବାର ରାତିରେ ସୁବାସଙ୍କ ଫେସ୍ବୁକ୍ ଷ୍ଟାଟସ୍ରେ ଏକ ଅଶ୍ଳୀଳ ପୋଷ୍ଟ ଶେୟାର କରାଯାଇଥିଲା। ଏହାକୁ ନେଇ ଚର୍ଚ୍ଚା ହେବା ପରେ…
‘ସାହିତ୍ୟର ମୌଳିକତା ଫେସ୍ବୁକ୍ ନଷ୍ଟ ନ କରୁ’
କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇଁ କବି ଡିଲେଶ୍ୱର ରଣା ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ଧଅଁରାମାଲ ଗ୍ରାମରେ ଜନ୍ମିତ ଡିଲେଶ୍ୱର ସ୍ବରଚିତ ପୁସ୍ତକ ‘ସେଁର୍ରା’ ନିମନ୍ତେ ଏହି ପୁରସ୍କାର ପାଇବେ। ସମ୍ପ୍ରତି ସେ ଭବାନୀପାଟଣାସ୍ଥିତ କୁଟେନପଦର ପ୍ରାଥମିକ ବିଦ୍ୟାଳୟରେ…
୧୦ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ୱର, ୧୮।୧୨(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ଥଣ୍ଡା ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାରେ ଥଣ୍ଡାର ସର୍ବାଧିକ ପ୍ରଭାବ…
ମାଗଣା ସିଭିଲ ସର୍ଭିସ କୋଚିଂ ଭେଳିକି
ଭୁବନେଶ୍ୱର,୧୮।୧୨(ଅସମାପିକା ସାହୁ): ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ପରୀକ୍ଷାରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ହାର କମ୍ ରହୁଛି। ଏଥିରେ କିପରି ଅଧିକରୁ ଅଧିକ କୃତକାର୍ଯ୍ୟ ହାସଲ କରିବେ ସେଥିପାଇଁ ରାଜ୍ୟ ସରକାର କଲେଜରୁ ଆଇଏଏସ୍ କୋଚିଂ ଦେବା ପାଇଁ ଯୋଜନା କରିଛନ୍ତି। ଆସନ୍ତା ଶିକ୍ଷାବର୍ଷରୁ…
ଝାଡ଼ାବାନ୍ତି: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି
ରାଉରକେଲା,୧୭।୧୨(ସଙ୍ଗୀତା ଜେନା): ରାଉରକେଲାରେ ଝାଡ଼ାବାନ୍ତି ପ୍ରକୋପ କ୍ରମଶଃ ବଢ଼ିବାରେ ଲାଗିଛି। ଝାଡ଼ାବାନ୍ତିରେ ପୂର୍ବରୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶନିବାର ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ହୋଟେଲ ବ୍ୟବସାୟୀ ପ୍ରଣବ ସ୍ବାଇଁ, ଏମ୍ଡି. ଅସଲମ୍ ଏବଂ ଗାନ୍ଧୀରୋଡ୍ର…
ମେଡିକାଲ ୱାର୍ଡରୁ ରକ୍ତ ସଂଗ୍ରହ କିଟ୍ ଧରି ଦଉଡ଼ିଲା କୁକୁର
ପୁରୀ,୧୭।୧୨: ପୁରୀ ଜିଲା ହସ୍ପିଟାଲରେ ଦିନକୁ ଦିନ ବଢୁଛି ବୁଲା କୁକୁରଙ୍କ ପ୍ରାଦୁର୍ଭାବ। କୁକୁର ମେଡିକାଲରେ ଅବାଧରେ ପଶି ବେଡ୍ରେ ଶୋଉଛନ୍ତି। ଏପରିକି ଏକ କୁକୁର ମେଡିକାଲ ୱାର୍ଡରୁ ରକ୍ତ ସଂଗ୍ରହ କିଟ୍ ଧରି ଦଉଡ଼ିବା ଘଟଣା ଏବେ ସାମ୍ନାକୁ ଆସିଛି।…
ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭/୧୨: ରବିବାର ସୁନ୍ଦରଗଡ ଜିଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…
ନାବାଳିକା ଯାଆଁଳା ଶିଶୁ ଜନ୍ମ ମାମଲା: ଧରାପଡ଼ିଲେ ନାବାଳକ ପ୍ରେମିକ
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ରବିବାର ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ନାବାଳିକା ଜଣକ ଗର୍ଭବତୀ ହୋଇ ଯାଆଁଳା ଶିଶୁ ଜନ୍ମ ଦେବା ପରେ ଏହି…
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ୨ ମୃତ
ବେହେରା,୧୭/୧୨ (ଭୂପେଶ ତିୱାରୀ/କୋକସରା, (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ଖପରାମାଲ ରାସ୍ତାରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ଘଟଣା ସ୍ଥଳରେ…
ଏଟିଏମ୍ କାଟି ନେଇଗଲେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା
ପାଟଣାଗଡ଼,୧୭।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ସରମୁହାଣ ଏସ୍ବିଆଇ ଏଟିଏମ୍ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍ କାଉଣ୍ଟରକୁ କଟର ମେଶିନରେ କାଟି ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଖବର ପାଇ ପାଟଣାଗଡ଼…
ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ୩୦୦ ମିଟର ଘୋଷାଡ଼ିଲେ
ଦଶମନ୍ତପୁର, ୧୭।୧୨( ଅରବିନ୍ଦ ନାୟକ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମ୍ବାଗୁଡ଼ା ପଞ୍ଚାୟତ ପଦାବାଗ୍ରୀ ଗ୍ରାମରେ ଜଣେ ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଜୟ ଜାନୀ(୬୦)। ମୃତକଙ୍କୁ ଟାଙ୍ଗିଆରେ ହାଣିବା ପରେ ତାଙ୍କୁ ପ୍ରାୟ ୩ଶହ…
Archives


