ରାଜ୍ୟ

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ…

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା…

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାତ୍ରି…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର ବାହାରେ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାନ କେନ୍ଦ୍ରକୁ ନ ଆସି ଘରୁ ନିଜ ମନ ପସନ୍ଦର ନେତା ବାଛିଛନ୍ତି। ୪ଟି…

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ…

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଫଳରେ ମାଲବାହୀ ଟ୍ରେନର ଇଞ୍ଜିନ ଟ୍ରାକ୍‌ରୁ କିଛି ଅଂଶ ଖସିଯାଇଛି। ଟ୍ରାକ ଉପରେ…

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସେ କହିଛନ୍ତି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ ୫୦…

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ରାଜ୍ୟ…

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ…

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି, ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?