ରାଜ୍ୟ

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା…

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ…

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା…

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ ସେ…

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।…

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା…

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଠାରୁ ଆରମ୍ଭ କରି ଅମିତ ଶାହା ଏବଂ ରାଜନାଥ ସିଂହଙ୍କ ଭଳି ନେତା…

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି ଆଠମଲ୍ଲିକରେ…

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି…

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି।…

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ…

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର ୪ହଜାର ଥିବା କୁହାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିୟନ ଫର୍‌ କଞ୍ଜରବେଶନ ଅଫ୍‌ ନେଚର(ଆଇୟୁସିଏନ୍‌)ର ରେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?