ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର,୧୫ା୧୨: ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। କାଉନ୍ସିଲର…
ଆଜିଠାରୁ ଆରମ୍ଭ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା, ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୧୨: ଭୁବନେଶ୍ୱରର ଜନତା ମଇଦାନରେ ଆଜିଠାରୁ ଅଷ୍ଟାଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହେଉଛି । ଏହି ମେଳାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ…
ଜାଡ଼ରେ ଥରୁଛି ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ପାରଦ ତଳମୁହାଁ ହୋଇଛି। ୧୦ ଡିଗ୍ରୀ ତଳେ ପାରଦ ରହୁଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ଶୁକ୍ରବାର ସକାଳ…
ପିଆଜ ଉତ୍ପାଦନ ବଢୁଛି, ଘାଣ୍ଟି ହେଉଛନ୍ତି ଖାଉଟି
ଭୁବନେଶ୍ୱର,୧୫।୧୨(ଅନିଲ ଦାସ)- ରାଜ୍ୟରେ ପିଆଜ ଉତ୍ପାଦନ ବଢୁଛି। ହେଲେ ପ୍ରତ୍ୟେକ ବର୍ଷ ଦର ବୃଦ୍ଧିରେ ଘାଣ୍ଟି ହେଉଛନ୍ତି ଖାଉଟି। ଅନ୍ୟ ବର୍ଷଗୁଡିକ ଭଳି ଚଳିତ ବର୍ଷ ମଧ୍ୟ ମାସାଧିକ କାଳ ହେବ ରାଜ୍ୟରେ ପିଆଜ କିଲୋ ପିଛା ଦର ୬୦ ଟଙ୍କା…
ଓଡ଼ିଶାରେ ୧୫ ଲୋକ ସଭା ଆସନ ପାଇବ ଭାଜପା: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୪।୧୨(ସୁନିତ୍ ମିଶ୍ର): ୨୦୨୪ ଲୋକ ସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଅତିକମ୍ରେ ୧୫ଟି ଆସନରେ ଜିତିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ନୂଆଦିଲ୍ଲୀଠାରେ ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହି ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି,…
ଆଜି ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ, କର୍ମୀମାନଙ୍କୁ ମନ୍ତ୍ର ଦେବେ ନବୀନ
ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଶଙ୍ଖ ଭବନରେ ଅନୁଷ୍ଠିତ ହେବ। ଏଥିରେ ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀମାନଙ୍କୁ ସମ୍ବୋଧନ କରିବେ। ରାଜ୍ୟ କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟା, ସଦସ୍ୟଙ୍କ ସହ ସମସ୍ତ ବିଧାୟକ,…
ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି: ତାରାପ୍ରସାଦ ବାହିନୀପତି
କୋରାପୁଟ,୧୪ା୧୨(ଅମିତାଭ ବେହେରା): କୋରାପୁଟରେ ଲକ୍ଷ୍ମୀ ବସ୍ ସେବା ଉଦ୍ଘାଟନ ଅବସରରେ କେତେକ କାରଣ ଯୋଗୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅସନ୍ତୋଷ ପ୍ରକାଶ କରିଛନ୍ତି। ମଞ୍ଚରେ ସମସ୍ତଙ୍କ ସମ୍ମୁଖରେ ସେ ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି ବୋଲି ଚେତାବନୀ…
ଛିଙ୍କ ଅଟକାଇଲେ ବିପଦ
ଭୁବନେଶ୍ୱର, ୧୫ା୧୨(ବନ୍ଦନା ସେଠୀ): ଛିଙ୍କ ଆସିଲେ ତାହାକୁ ଅଟକାଇବା ଉଚିତ ନୁହେଁ। ଛିଙ୍କକୁ ରୋକିବାକୁ ଚେଷ୍ଟା କଲେ ଏହା ନିଜ ପାଇଁ ବିପଜ୍ଜନକ ସାଜିପାରେ। ଏପରି କି ଜୀବନ ମଧ୍ୟ ଚାଲି ଯାଇପାରେ ବୋଲି ଡାକ୍ତରମାନେ କହିଛନ୍ତି। ଲାଇଭ୍ ସାଇନ୍ସରେ ପ୍ରକାଶିତ…
ନବ ଦାସ ହତ୍ୟା ମାମଲା: ୧୦ମାସ ପରେ ପ୍ରଥମ ପ୍ରତ୍ୟକ୍ଷଦର୍ଶୀଙ୍କ ସାକ୍ଷ୍ୟ ଗ୍ରହଣ
ବ୍ରଜରାଜନଗର,୧୪ା୧୨(ବିଜୟ ବରାଡ଼): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ ସାକ୍ଷୀ ବ୍ରଜରାଜନଗର ନିବାସୀ ଚନ୍ଦନ ସିଂ ନୋଟିସ ପାଇବା ପରେ ଗୁରୁବାର ଝାରସୁଗୁଡ଼ା ଅତିରିକ୍ତ ଜିଲା ଜଜ୍(ଏଡିଜେ) କୋର୍ଟରେ ନିଜ ପକ୍ଷ ରଖିଥିଲେ। ଏହି ସମୟରେ ଡିଫେନ୍ସ କାଉନସିଲ ଆଡ୍ଭୋକେଟ…
ପ୍ରେମ କରି ଫେରାର ହେଲେ ପ୍ରେମିକ: ଯାଆଁଳା ଶିଶୁଙ୍କୁ ଜନ୍ମ ଦେଲେ ନାବାଳିକା
କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରେମ ପ୍ରତାରଣା କରାଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ପ୍ରେମିକ ଫେରାର ଥିବା ବେଳେ ବର୍ତ୍ତମାନ ନାବାଳିକା ଜଣକ ଦୁଇ ଯାଆଁଳା ଶିଶୁଙ୍କୁ ଜନ୍ମଦେଇ ଡାକ୍ତରଖାନାରେ…
ରାଜ୍ୟ ଯୁବ କଂଗ୍ରେସ ସଭାପତି ହେଲେ ରଞ୍ଜିତ ପାତ୍ର
ଭୁବନେଶ୍ୱର,୧୪।୧୨: ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ବୁଧବାର ନିଯୁକ୍ତ ରଞ୍ଜିତ ପାତ୍ର। ସେହିପରି ସାଗର ଚରଣ ଦାସ ଓ କୃଷ୍ଣ ମହାନ୍ତିଙ୍କୁ ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ଦାୟିତ୍ୱ ଦିଆଯାଇଛି। ଭାରତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବି.ଭି ଏହି…
ମହାପ୍ରଭୁଙ୍କ ମୂଷିକ ଭକ୍ତ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ମୁଣ୍ଡିଆ ମାରିଲେ
ପୁରୀ,୧୪ା୧୨(ଅଜିତ୍ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେବତା, ଦାନବ, ଯକ୍ଷ, ମାନବ ଯେପରି ଆତୁର ହୋଇଥାନ୍ତି, ସେହିପରି ପଶୁପକ୍ଷୀ ମଧ୍ୟ ତାଙ୍କ ଆଶିଷ ଲାଭ କରିବା ପାଇଁ ବ୍ୟାକୁଳ ହୋଇ ଉଠିଥାନ୍ତି। କେବଳ ମଣିଷ ନୁହେଁ କ୍ଷୁଦ୍ର ପ୍ରାଣୀ ଓ କୀଟ…
Archives


