ରାଜ୍ୟ

ସ୍କୁଲରୁ ମିଳିଲା ମୃତଦେହ

ହାଟଡିହୀ,୧୫l୭: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା-ନାହା ନିଶାକର ନୋଡାଲ ବିଦ୍ୟାଳୟ ପରିସରରେ ଥିବା ଶୌଚାଳୟ ପାଖରୁ ମିଳିଛି ଏକ ଗଳିତ ମୃତଦେହ। ମୃତକଙ୍କ ପରିଚୟ ଜଣାପଡିନାହିଁ। ଘଟଣା ସମ୍ପର୍କରେ ଖବର ପାଇ ଗୁରୁବାର ସୋସୋ ଥାନା ପୋଲିସ...

ସାରା ରାଜ୍ୟରେ ଗଡ଼ିବ ବସ୍‌; ହେଲେ ୨୫ ଯାଏ ପୁରୀକୁ ମନା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ ପାଇଁ ନୂଆ କରୋନା ଗାଇଡଲାଇନ୍‌ ଘେଷଣା କରାଯାଇଛି। ଏଣିକି ସମଗ୍ର ରାଜ୍ୟରେ ବସ୍‌ ସେବା ଚାଲୁ କରାଯିବ। ବସ୍‌ରେ ଯେତିକି ସିଟ୍‌ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ବସ୍‌ ଚଳାଚଳ ନେଇ ସମୟ କଟକଣା କିଛି...

ଶୁକ୍ରବାରଠାରୁ ଖୋଲିବ ପାର୍ଲର, ସ୍ପା, ସେଲୁନ୍‌; ହେଲେ ଏସବୁ ଖୋଲିବା ମନା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁଣି ରାଜ୍ୟରେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଆଶିଂକ ଲକ୍‌ଡାଉନ୍‌ ଅବଧିକୁ ଜୁଲାଇ ୧୬ଠାରୁ ଅଗଷ୍ଟ ୧ ଯାଏ ବଢ଼ାଇ ଦିଆଯାଇଛି। ଏହି ସମୟରେ ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍‌, ସେଲୁନ୍‌ ଆଦି ଖୋଲିପାରିବ।...

ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌: ଜାଣନ୍ତୁ କେଉଁଠି କେତେ ସମୟ ଖୋଲା ରହିବ ଦୋକାନ ବଜାର

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ ଯାଏ ପୁଣି ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ...

‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପରୀ ମା’ଙ୍କ ପକ୍ଷରୁ...

ରଥରେ ସାମାନ୍ୟ ଫାଟ, ଚାଲିଛି ମରାମତି

ପୁରୀ ଅଫିସ,୧୫ା୭: ଆସନ୍ତା ୧୭ ତାରିଖରେ ତିନିରଥର ଦକ୍ଷିଣ ମୋଡ଼। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବୈଷୟିକ ଟିମ୍‌ ଦ୍ୱାରା ତିନିରଥର ଯାଞ୍ଚ ହୋଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଗୁରୁବାର ଏହି ଯାଞ୍ଚ କରାଯାଇଛି। ତେବେ ତିନିରଥରେ ସାମାନ୍ୟ ଫାଟ...

ବ୍ରାଉନସୁଗାର : ବଡ଼ବଡ଼ିଆଙ୍କୁ ମାଫ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଓଡିଶା ପୋଲିସ ଓ କ୍ରାଇମବ୍ରାଞ୍ଚ ରାଜ୍ୟରେ ନିଶା କାରବାର ବନ୍ଦ କରିବାକୁ ଦୀର୍ଘଦିନ ହେବ ସ୍ବତନ୍ତ୍ର ଡ୍ରାଇଭ୍‌ ଚଳାଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌, କମିଶନରେଟ୍‌ ପୋଲିସର କ୍ୟୁଏଟି ଓ ସ୍ପେଶାଲ ସ୍କ୍ବାଡ୍‌ ବିଭିନ୍ନ ସମୟରେ ଚଢାଉ କରି ପୁଳା...

ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାମାରୀ ସତ୍ତ୍ୱେ ଗତ ଦୁଇବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧...

ସତର୍କ ପରେ ବି ଚେତା ପଶୁନି

ଭୁବନେଶ୍ୱର,୧୫।୭: ଓଡ଼ିଶାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ସମ୍ପର୍କରେ ପୂର୍ବରୁ ରାଜ୍ୟ ଗୋଇନ୍ଦା ବିଭାଗକୁ ସୂଚନା ଦିଆଯାଇଛି। ପାକିସ୍ତାନ ସମେତ ବାଂଲାଦେଶୀ ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ରହିଥିବା ନ୍ୟାଶନାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ)ର ତତ୍‌କାଳୀନ ମୁଖ୍ୟ ଯୋଗେଶ ଚନ୍ଦ୍ର ମୋଦି ଓଡ଼ିଶା ସମେତ...

ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି। ଏହାକୁ ଦୃଷ୍ଟି ଦେଇ ରାଜ୍ୟରେ ବସ୍‌ ଟିକସ ଛାଡ଼ ପାଇଁ ବିଚାର ଚାଲିଥିବା...

ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ ଓ ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ଜଣେ ବାଇକ୍‌...

ପାଟଣାରେ ଓଡ଼ିଶା ବନ୍ଦର ପ୍ରଭାବ: ଏନ୍‌ଏଚ ୪୯ ନିହ୍ନୁଆଁ ନିକଟରେ କଂଗ୍ରେସର ରାସ୍ତାରୋକୋ

ପାଟଣା ,୧୫।୭(ସ୍ବ.ପ୍ର.): ନିତ୍ୟ ବ୍ୟବହାର୍ଯ୍ୟ ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଜିନିଷର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଗୁରୁବାର ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କେନ୍ଦୁଝର ଜିଲା ପାଟଣା ବ୍ଲକରେ ମଧ୍ୟ ପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri