ରାଜ୍ୟ

ଦାରିଙ୍ଗବାଡିରେ ବଢୁଛି ଶୀତ: ଘନ କୁହୁଡିରେ ଦିଶୁନି ବାଟ

ଦାରିଙ୍ଗବାଡି,୧୬।୧୨(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଘନ କୁହୁଡି ଶୀତର ପ୍ରକୋପକୁ ଆହୁରି ଦ୍ବିଗୁଣିତ କରିଦେଉଛି। କୁହୁଡି ଯୋଗୁ ଶନିବାର ଗାଡ଼ି ଚଳାଚଳରେ ସମସ୍ୟା ଦେଖାଦେଇଛି। ରାତିରେ ଯାତାୟତ…

ଆଜିଠୁ ପହିଲି ଭୋଗ ନୀତି

ପୁରୀ, ୧୬ା୧୨(ଅଜିତ୍‌ ମହାନ୍ତି): ଶନିବାର ଧନୁ ସଂକ୍ରାନ୍ତି ପଡୁଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ନୀତି ଧନୁସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି…

୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆହେବି: କାର୍ତ୍ତିକ

ଭୁବନେଶ୍ୱର ୧୬ା୧୨(ଅନିଲ ଦାସ): ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ…

ଜେନେରେଟର ଧୂଆଁ ନେଲା ୨ ଜୀବନ

ଢେଙ୍କାନାଳ,୧୬ା୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ମାନପୁର ଗ୍ରାମସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ ଥିବା ଏକ ଇଟାଭାଟିରେ କାମ କରୁଥିବା ୨ଜଣ ଶ୍ରମିକଙ୍କ ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଜେନେରେଟର ଧୂଅଁାରେ ଶ୍ୱାସରୁଦ୍ଧ ହୋଇ ସେମାନଙ୍କ…

ମିଛର ମୁକାବିଲା କର: ନବୀନ

ଭୁବନେଶ୍ୱର,୧୬।୧୨(ଅନିଲ ଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳର କାର୍ଯ୍ୟକାରିଣୀ ବୈଠକକୁ ସମ୍ବୋଧିତ କରି କହିଛନ୍ତି, ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ହେବ। ଓଡ଼ିଶାବାସୀ ଜାଣିଛନ୍ତି, ହଜାରେ ମିଛ କେବେ ସତ ହେବନାହିଁ। ଘରେ ଘରେ ଶଙ୍ଖ ବାଜିବ। ସତ୍ୟର…

୩୫୩ କୋଟି ଜବତର ୧୦ ଦିନ ପରେ ମୁହଁ ଖୋଲିଲେ ଧୀରଜ, ଟଙ୍କା ତାଙ୍କର ନୁହେଁ, କମ୍ପାନୀର…

ନୂଆଦିଲ୍ଲୀ,୧୫ା୧୨ :କଂଗ୍ରେସ ଏମ୍‌ପି ଧୀରଜ ସାହୁଙ୍କର ଓଡ଼ିଶା ଓ ଝାଡ଼ଖଣ୍ଡରେ ଥିବା ଘର ଓ ସଂସ୍ଥା ଉପରେ ଆୟକର ବିଭାଗ ଚଢ଼ାଉ କରି ୩୫୩.୫ କୋଟି ଟଙ୍କା ଜବତ କରିବାର ୧୦ ଦିନ ପରେ ସେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି।…

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ: ବି. ରାଧିକା ପୋଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବି.ରାଧିକାଙ୍କୁ ରାଜ୍ୟ…

ଭିଜିଲାନ୍ସ ଜାଲରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ

ସମ୍ବଲପୁର/ନାକଟିଦେଉଳ,୧୫ା୧୨(ପ୍ରମୋଦ ବହିଦାର/ବୈକୁଣ୍ଠ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅତିରିକ୍ତ ମତ୍ସ୍ୟ ଅଧିକାରୀ ସ୍ନେହଲତା ମହାନ୍ତି ଶୁକ୍ରବାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୁଣ୍ଡରେ କାର୍ପ ମାଛ ଜାଆଁଳ ଚାଷ ପାଇଁ ନେଇଥିବା ଋଣ ପରିଶୋଧ ପରେ ସବ୍‌ସିଡି ଅନୁମୋଦନ…

ପିଲାଙ୍କୁ ପଢ଼ାଇଲେ ବିଧାୟକ ସୂର୍ଯ୍ୟବଂଶୀ 

ଧାମନଗର,୧୫।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗରର ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ହଠାତ୍‌ ଏକ ବିଦ୍ୟାଳୟକୁ ପଶିଯିବା ଏବଂ ସେଠାରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ସହ ସେମାନଙ୍କ ସମସ୍ୟା ବୁଝିବା ଓ ସମାଧାନର ପ୍ରତିଶ୍ରୁତି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ…

ଅନ୍ତିମ ସତ୍କାରକୁ ନେଇ ଦୁଇ ଗ୍ରାମବାସୀ ମୁହାଁମୁହିଁ

ମୋରଡା,୧୫।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିଦପୁର ବ୍ଲକ ଅଧୀନ ରାସଗୋବିଦପୁର ପଞ୍ଚାୟତରେ ଶୁକ୍ରବାର ଅନ୍ତିମ ସତ୍କାରକୁ କେନ୍ଦ୍ର କରି ସାରମୂଳା ପଞ୍ଚାୟତ ଓ ରାସଗୋବିଦପୁର ପଞ୍ଚାୟତର ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ରାସଗୋବିଦପୁର ପଞ୍ଚାୟତର କନ୍ଦ୍ରା ନାଏକଙ୍କ…

ନିର୍ବାଚନ ଲଢ଼ିବେନି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ: ଦେବୀ ମିଶ୍ର

ଭୁବନେଶ୍ୱର,୧୫।୧୨: ସବୁ ଚର୍ଚ୍ଚାର ଅନ୍ତ ଘଟାଇ ବଡ଼ ନିଷ୍ପତ୍ତି ନେଇଛନ୍ତି ନିକଟରେ ପ୍ରଶାସନିକ ସେବାରୁ ସ୍ବେଛାକୃତ ଅବସର ନେଇ ବିଜେଡିରେ ଯୋଗ ଦେଇଥିବା ଭି. କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ବିଜୁ ଜନତା ଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ବସିଥିବା ପରିବର୍ଦ୍ଧିତ…

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri