ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର
ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା। ଫଳରେ ୪ଜଣ ଗୁରୁତର ହୋଇଛି। ସେମାନଙ୍କୁ ପ୍ରଥମେ ଉଦ୍ଧାର କରି…
ଟିକେଟ୍ ଫେରାଇଲେ ପୁରୀ ଏମ୍ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…
ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍ ଫେରାଇଲେ ପୁରୀ ଏମ୍ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି। ସୁଚରିତା କହିଛନ୍ତି, ପୁରୀ…
ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର
ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ…
ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର
ରସୁଲପୁର,୪ା୫(ରଂଜିତ ରାଉତ): ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨ ଆସନ ମଧ୍ୟରୁ ବରୀର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଏବଂ ଧର୍ମଶାଳାର ହିମାଂଶୁ…
ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ
ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ ଦେବା ପରେ ସନ୍ତୋଷ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଶୁକ୍ରବାର ବିଧିବଦ୍ଧ ଭାବେ ସେ…
ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ
ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ…
ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଷ୍ଟାର୍ଟଅପ୍ ପୁରସ୍କୃତ
ଭୁବନେଶ୍ୱର, ୪।୫ (ବନ୍ଦନା ସେଠୀ): ଆମେରିକାର ବୋଷ୍ଟନ ନର୍ଥ ଇଷ୍ଟର୍ନ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଷ୍ଟାର୍ଟଅପ୍ ପ୍ରଦର୍ଶନ ପ୍ରତିଯୋଗିତା ଓ ତତ୍ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା ଷ୍ଟାର୍ଟଅପ୍ କୃତିତ୍ୱ ଅର୍ଜନ କରିଛି। ଓଡ଼ିଶା ଷ୍ଟାର୍ଟଅପ୍ ଦ୍ୱାରା ସ୍ବୀକୃତ ତଥା ଓଡ଼ିଶା ଷ୍ଟାର୍ଟଅପ୍…
ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ
ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶେଷରେ ଠିକାଦାରଙ୍କ କବଳରୁ ଲୁଚି ଶୁକ୍ରବାର ଘରକୁ ଚାଲି…
କାର୍ରୁ ୨୬ ଲକ୍ଷ ଜବତ
ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର ଏକାଧିକ ସ୍ଥାନରେ ଯାଞ୍ଚ କରାଯାଇ ୨୬ଲକ୍ଷ ୨୯ହଜାର ଟଙ୍କା ଜବତ କରାଯାଇଛି। କେନ୍ଦୁଝର ଜିଲା…
ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା
ଭୁବନେଶ୍ୱର, ୪ା୫(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ…
ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ
ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶୁକ୍ରବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ବାସ୍ଥ୍ୟ…
କଲରାପତରିଆ ବାଘ ଗଣନା ଆରମ୍ଭ
ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ ୪୦ଦିନ ଧରି ଚାଲିବ। ସେହିଭଳି ହାତୀ ଗଣନା ଆସନ୍ତା ୨୨ତାରିଖରୁ ଆରମ୍ଭ ହେବ ବୋଲି…

