ରାଜ୍ୟ

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା…

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ ମାଗିଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି ।…

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସତ୍ୟପାଠରେ ଦାଖଲ କରିଛନ୍ତି। ସତ୍ୟପାଠରେ ସମ୍ବଲପୁର ଲୋକ ସଭା ଭାଜପା…

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ ମାଡ଼ ମାରିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଜଳେଶ୍ୱର ଥାନା ଚକହରି ଗ୍ରାମର ଉମେଶ…

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ…

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା। ରାସ୍ତାରେ ଯିବା ଆସିବା କରୁଥିବା ସ୍ଥାନୀୟ ଲୋକେ ଛୁଆର କାନ୍ଦ ଶୁଣି ଅଟକି ଯାଇଥିଲେ।…

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ…

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ ଧରି…

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧…

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯିବ…

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାୟିକା ପ୍ରାର୍ଥତ୍ନୀ ସୂର୍ଯ୍ୟମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?