ରାଜ୍ୟ

ସୁନାବେଶରେ ଶ୍ରୀଜୀଉ

ପୁରୀ ଅଫିସ,୨୧।୭: ତିନି ରଥରେ ତିନି ଠାକୁର ତାଙ୍କର ଅପୂର୍ବ ସୁନାବେଶରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି। ମାଉସୀମା’ ଘରେ ପୋଡ଼ପିଠା ଖାଇ ଫେରିବା ପରେ ବୁଧବାର ସନ୍ଧ୍ୟାରେ ମହଣ ମହଣ ସୁନାରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜୀଉମାନେ। ରତ୍ନଭଣ୍ଡାରରୁ ଶ୍ରୀଜୀଉଙ୍କ ଆଭୂଷଣ...

ତଦନ୍ତ ପରିସରକୁ ଆସିବେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୧।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ପଚରାଉଚରା କରାଯିବା ନେଇ ଗଜପତି ଏସପ କହିଛନ୍ତି। ଏତଲାରେ ଡିଏଫଓଙ୍କ ନାଁ ଥିବାରୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି ବୋଲି ସେ...

ଦୋଷ ସ୍ବୀକାର କଲେ ଜଗନ୍ନାଥ, କହିଲେ ହତ୍ୟା ପୂର୍ବରୁ ପ୍ରିୟଙ୍କାଙ୍କ ମଥାରେ ଦେଇଥିଲି ସିନ୍ଦୂର

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଭୀମଟାଙ୍ଗି ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ନିଜ ଅପରାଧ ସ୍ବୀକାର କରିଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ମେଡିକାଲରୁ ଡିସ୍‌ଚାର୍ଜ ହେବା...

ରାଜ୍ୟବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ଇଦ୍‌-ଉଜ୍‌-ଜୁହା। ଏହି ଅବସରରେ ସମସ୍ତ ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରୁ କରୋନା ସମ୍ପୂର୍ଣ୍ଣ ଭାବେ ଦୂର...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ...

ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର ରାଜ୍ୟରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟାରେ...

କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି

ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଚଢ଼ାଉ କରିଛି। ତାଙ୍କ କଲେଜ କାର୍ଯ୍ୟାଳୟ, ପୈତୃକ ଘର କେନ୍ଦ୍ରାପଡ଼ା...

ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ

ପୁରୀ ଅଫିସ୍‌,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ...

ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢାଉ

ଝାରସୁଗୁଡା ଅଫିସ, ୨୦।୭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ପଲିଟେକନିକ କଲେଜର ମେକାନିକାଲ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ରାୟଙ୍କ ଝାରସୁଗୁଡା ଘର ସମତେ ୪ ସ୍ଥାନରେ ମଙ୍ଗଳବାର ଏକ ସଙ୍ଗେ ଭିଜିଲାନ୍ସ ଚଢାଉ ଜାରି ରହିଛି।...

ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ: ଆଜି ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ସହ ଜଗାର ହେବ ଭେଟ

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥଟଣା ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଗଡ଼ିଛି। ତେବେ ଅନ୍ୟପଟେ ବାହଡ଼ା ଯାତ୍ରର ସବୁଠାରୁ ଅନନ୍ୟ ପରମ୍ପରା...

ରାଜ୍ୟରୁ ପୁଣି ୫୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୫୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ୫୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ...

ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri