ରାଜ୍ୟ

ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣା: ଆଉ ଜଣେ ଗିରଫ

ମହାକାଳପଡ଼ା, ୨୦।୬( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସକୁ ଆଉ ଏକ ସଫଳତା ମିଳିଛି। ଏହି ମାମଲାରେ ବିଶ୍ୱଜିତ୍ ମହାପାତ୍ର ନାମକ ଜଣେ ଯୁବକଙ୍କୁ…

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର, ୨୦/୬: ରାଜଧାନୀ ଭୁବନେଶ୍ୱରରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଶ୍ରୀ ସାଇ ବିହାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ କଟୁରୀରେ ଆକ୍ରମଣ କରି ହତ୍ୟା କରାଯାଇଛି। ଘଟଣାକୁ ନେଇ ସମଗ୍ର…

ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ

ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ…

ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାଙ୍କ ସଫଳତା

ପାତ୍ରପୁର/ଦିଗପହଣ୍ଡି, ୧୯।୬ (ଉମା ଚରଣ ନେପାକ/ଅଶେଷ ନାଥ ମିଶ୍ର): କଟକସ୍ଥିତ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାମାନେ ସଫଳତା ହାସଲ କରିଛନ୍ତି। ଟାଏକୋଣ୍ଡ ଗତ ୧୬ ତାରିଖରୁ ଆରମ୍ଭ ହୋଇ ୧୮…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର ଗାଁକୁ ଆସିଥିବାରୁ ରାଷ୍ଟ୍ରପତି ନିଜ ଗାଁ ବୁଲାଇ ଦେଖାଇବେ। ରାଷ୍ଟ୍ରପତି ଆଜି ସେଠାରେ…

ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୦।୬: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତି ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର…

‘ତୁରନ୍ତ ଭତ୍ତା ଟଙ୍କା ପ୍ରଦାନ କରାଯାଉ’, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର, ୨୦।୬ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରାୟ ୧୮ ଲକ୍ଷ ସାମାଜିକ ସୁରକ୍ଷା ପେନ୍‌ସନଭୋଗୀଙ୍କୁ ଗତ ୩ ମାସ ହେଲା ପେନ୍‌ସନ ଟଙ୍କା ମିଳିନାହିଁ। ଭତ୍ତା ଟଙ୍କା ଉପରେ ନିର୍ଭର କରୁଥିବା ସମସ୍ତଙ୍କୁ ତୁରନ୍ତ ଏହା ପ୍ରଦାନ କରିବାକୁ ବିରୋଧୀ ଦଳ…

ଜାତୀୟ ରାଜପଥ ପ୍ରକଳ୍ପକୁ କାଳ ପ୍ରଶାସନିକ ଜଟିଳତା

ଭୁବନେଶ୍ୱର,୨୦।୬ (ସୁନିତ୍‌ ମିଶ୍ର): ଓଡ଼ିଶାରେ ଚାଲିଥିବା ଏକାଧିକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ରାଜପଥ ପ୍ରକଳ୍ପ କାର୍ଯ୍ୟ ବିଳମ୍ବର ସମ୍ମୁଖୀନ ହେଉଛି। ବିଭିନ୍ନ ପ୍ରକାର ପ୍ରଶାସନିକ ଜଟିଳତା କାରଣରୁ କାମରେ ବିଳମ୍ବ ହେଉଛି। ଜମି ଅଧିଗ୍ରହଣ, କ୍ଷତିପୂରଣ ପ୍ରଦାନରେ ବିଳମ୍ବ, ଜଙ୍ଗଲ ଅନୁମୋଦନ, ୟୁଟିଲିଟି…

ଆଜିଠାରୁ ଆଇଟିଇପି ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେଶନ ପ୍ରୋଗ୍ରାମ (ଆଇଟିଇପି) ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଶନିବାର ଅପରାହ୍ନ ୨ଟାରୁ ସାମ୍‌ସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏହି…

ରାଇରଙ୍ଗପୁରରେ ରାଷ୍ଟ୍ରପତି : ଆଜି ଆସିବେ ପ୍ରଧାନମନ୍ତ୍ରୀ

ବାରିପଦା/ରାଇରଙ୍ଗପୁର,୨୦ା୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ମହାନ୍ତି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ପ୍ରତିକୂଳ ପାଗ ଯୋଗୁ ହେଲିକପ୍ଟରରେ ନ ଆସି ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ସେ ସଡ଼କ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁ ପାହାଡ଼ପୁରକୁ ଯିବେ ମୋଦି, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୯।୬: ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ଏହି ଆଗାମୀ ଓଡ଼ିଶା ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପ୍ରଧାନମନ୍ତ୍ରୀ ନିଜର ଏହି ଗସ୍ତ ନେଇ ଓଡ଼ିଆ…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଜାମିନ ମିଳିଛି। କେନ୍ଦ୍ରାପଡ଼ା ଏସଡିଜେଏମ (SDJM) କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?