ଓଲଟିଲା ପିକଅପ୍ ଭ୍ୟାନ: ୧୫ ଗୁରୁତର
ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍ ଯାଉଥିବା ଏକ ପିକଅପ୍ ଭ୍ୟାନ ଗାଡ଼ି ଓଲଟି ୧୫ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ୬ ନାବାଳକ ଏବଂ…
ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ
ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା ହଷ୍ଟେଲ…
ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ
ଭୁବନେଶ୍ୱର,୪।୧୧ (ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ହୋଇଥିବା ବେଆଇନ…
୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ ପୋଲିସ…
କମେଣ୍ଟମରାକୁ ନେଇ ଛାତ୍ର-ଅଣଛାତ୍ର ମାରପିଟ୍
ରାୟଗଡ଼ା,୪।୧୨(ଆଶିଷ ରଞ୍ଜନ ପଣ୍ଡା): କମେଣ୍ଟମରାକୁ କେନ୍ଦ୍ର କରି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ସୋମବାର ମାରପିଟ୍ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଣଛାତ୍ରଙ୍କୁ କଲେଜ ସମ୍ମୁଖରୁ ଘଉଡ଼ାଇଥିଲା। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୋଲିସ…
ବାତ୍ୟା ମିଗଜୋମ୍ ଲାଗି ଚାଷୀଙ୍କୁ ସତର୍କ
ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଭାରି ବର୍ଷାର ସମ୍ଭାବନା…
ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର
ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ…
ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ
ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ…
ସ୍କ୍ରାପ୍, ଗଛ, ଲୁହା ବ୍ୟବହାର କରି ନୌସେନାର ଜାହାଜ ନିର୍ମାଣ କଲେ ଛାତ୍ରୀଛାତ୍ର
ଛତ୍ରପୁର,୪ା୧୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ସରକାରୀ ଆଇଟିଆଇ ଛାତ୍ରୀଛାତ୍ର ଏକ ସ୍ବତନ୍ତ୍ର କାର୍ଯ୍ୟ କରି ଦେଖାଇଛନ୍ତି। ଅଦରକାରୀ ସ୍କ୍ରାପ୍, ଗଛ, ଲୁହା ଆଦିକୁ ବ୍ୟବହାର କରି ଅବିକଳ ନୌସେନାର ସ୍ବଦେଶୀ ଯୁଦ୍ଧ ଜାହାଜ ନିର୍ମାଣ କରିଛନ୍ତି। ସୋମବାର ନାଭି…
ଦିବ୍ୟାଙ୍ଗଙ୍କ ପାଇଁ ପ୍ରେରଣା ଏହେସାନ୍: ଅଖା ସିଲେଇ କରି ପରିବାର ଚଳାଉଛନ୍ତି
ଚମ୍ପୁଆ,୪।୧୨(ମହେଶ୍ୱର ଦାସ): ରବିବାର ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନ ହୋଇଛି। ଭିନ୍ନକ୍ଷମମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ବେସରକାରୀ ସଂସ୍ଥାଗୁଡ଼ିକ ପ୍ରୟାସ ଜାରି ରଖିଛନ୍ତି। ଏଭଳି କ୍ଷେତ୍ରରେ ଜଣେ ଦିବ୍ୟାଙ୍ଗ ହୋଇ ଦିବ୍ୟାଙ୍ଗମାନଙ୍କ ପ୍ରେରଣାର…
ସ୍ମାର୍ଟସିଟିବାସୀଙ୍କୁ ମଶାରି ଭରସା
ଭୁବନେଶ୍ୱର,୪।୧୨ (ବନ୍ଦନା ସେଠୀ): ଯଦି ଆପଣ ଭୁବନେଶ୍ୱରକୁ ବୁଲିବାକୁ କିମ୍ବା କାମରେ ଆସୁଛନ୍ତି, ତେବେ ଆଉ କିଛି ଆଣନ୍ତୁ କି ନ ଆଣନ୍ତୁ ସାଙ୍ଗରେ ଏୟାର ଫ୍ରେଶ୍ନର ଏବଂ ମଶାରି ନଚେତ୍ ମଶାବାଡ଼ି ନେଇକି ଆସିବାକୁ ପଡିବ। କାରଣ ସହରର ଅବସ୍ଥା…
ଦିନରୁ ରାତିଯାଏ ଅସମ୍ଭାଳ ଭିଡ଼
କଟକ,୪ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରାର ସପ୍ତମ ଦିନ ରବିବାର ସମ୍ପୂର୍ଣ୍ଣ ଭିନ୍ନ ଥିଲା, ଯାହାକୁ ନ ଦେଖିଲେ କଥାରେ କହି ବୁଝାଇ ହେବ ନାହିଁ। ଯୁଆଡ଼େ ଚାହିଁଲେ ଜନସମୁଦ୍ର। ରବିବାର ଛୁଟିଦିନ ଥିବାରୁ ଦିନରୁ ରାତି ପର୍ଯ୍ୟନ୍ତ ଅସମ୍ଭାଳ ଭିଡ଼…
Archives


