‘ରାସ୍ତାରୁ ପାର୍କିଂ ଗାଡ଼ି ହଟାଅ’
ଭୁବନେଶ୍ୱର,୪।୧୨(ସୁନିତ୍ ମିଶ୍ର): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏବେ ‘ଶୂନ୍ୟ ମୃତ୍ୟୁ ସପ୍ତାହ’ ପାଳନ ହେଉଥିବାବେଳେ ପ୍ରତିଦିନ ରାସ୍ତା ଦୁର୍ଘଟଣାରେ ବହୁ ଜୀବନ ଯାଉଛି। ବିଭିନ୍ନ ଜିଲାରେ ବଡ଼ ବଡ଼ ଦୁର୍ଘଟଣା ଘଟିଥିବାବେଳେ ଜାତୀୟ ରାଜପଥ(ଏନ୍ଏଚ୍)ରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ ସାମ୍ନାକୁ…
ବାତ୍ୟା ରୂପ ନେଲା ‘ମିଗ୍ଜୋମ୍’: ଓଡ଼ିଶାକୁ ୩ଦିନ ଭାରି ବର୍ଷା
ଭୁବନେଶ୍ୱର,୪।୧୨(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସୂଚନାନୁସାରେ, ରବିବାର ସନ୍ଧ୍ୟା ୭ଟା ୪୫ ସୁଦ୍ଧା ଏହା ପୁଡୁଚେରୀଠାରୁ ପ୍ରାୟ ୨୪୦ କି.ମି. ପୂର୍ବ,…
୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ…
ଟିଏମ୍ ଫୋରମର ପ୍ରଥମ ଇନୋଭେଶନ ହବ୍
ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍ ଆଇଟି ପାର୍କଠାରେ ଟିଏମ୍ ଫୋରମ୍ର ପ୍ରଥମ ଇନୋଭେଶନ ହବ୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆସେଞ୍ଚର, ଡ୍ୟୁସ୍ ଟେଲିକମ୍, ଗୁଗଲ କ୍ଲାଉଡ୍, ଅରେଞ୍ଚ,…
ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍
ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି ଉପରେ…
ନିଶ୍ଚିନ୍ତକୋଇଲି ପୋଲିସର ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ
ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…
ବାତ୍ୟା: ୫ ଜିଲାରେ ଅତିପ୍ରବଳ ବର୍ଷା
ଭୁବନେଶ୍ୱର,୩।୧୨(ଅନିଲ ଦାସ)ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ଶନିବାର ଗଭୀର ଅବପାତ(ଡିପ୍ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି କରୁଛି। ଗଭୀର ଅବପାତ ପୁଡୁଚେରିର ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି., ନେଲୋରଠାରୁ…
ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ
ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ ପାଣି ଦ୍ୱାରା ଜଳସେଚିତ ଜିଲାର ଡୁଙ୍ଗୁୁରିପାଲି, ବିନିକା ବ୍ଲକରେ ଧାନ ଅମଳ ସରି ଆସିଥିବା…
ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା
ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ ଚାଷଠାରୁ ମଧ୍ୟ ପ୍ରାଚୀନ। ସମୟର ପରିବର୍ତ୍ତନ ସଙ୍ଗେ ସଙ୍ଗେ ପରିବର୍ତ୍ତନ ହେଲା ଲୋକଙ୍କ…
ଉଦ୍ଘାଟନ ସରିଛି, କାର୍ଯ୍ୟକାରୀ ହେଉନି
ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମହାନଗର ନିଗମ ପକ୍ଷରୁ ପୁରୁଣା ଗୋଲବଜାର ଭିତରେ…
ପ୍ରକଳ୍ପ ଅଛି, ମିଳୁନି ପାଣି: ବସୁଧା ଯୋଜନାରୁ ଗ୍ରାମବାସୀ ବଞ୍ଚିତ
କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୨୦୦ ପରିବାରର ୬ ସହରରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି l ଗ୍ରାମରେ…
ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ
ଜୟପୁର,୩ା୧୨(ପବନ ପାଣିଗ୍ରାହୀ)ମାଓବାଦୀମାନେ ଶନିବାରଠାରୁ ପିଏଲ୍ଜିଏ ସପ୍ତାହ ପାଳନ କରୁଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି ା ଛତିଶଗଡ- ଆନ୍ଧ୍ର- ଓଡ଼ିଶାରେ ସୁରକ୍ଷା କର୍ମୀ ମାଓବାଦୀଙ୍କ ଗତିବିଧି ଉପରେ କଡା ନଜର ରଖିଛନ୍ତି ା ସୁରକ୍ଷାବାହିନୀ ପକ୍ଷରୁ…
Archives


