ରାଜ୍ୟ

କଏନ୍‌ ନେବାକୁ ମନା କରିପାରିବେନି ବ୍ୟାଙ୍କ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ୫୦ ପଇସାଠାରୁ ଆରମ୍ଭ କରି ୨୦ ଟଙ୍କିଆ କଏନ ଯାଏ କୌଣସି ମୁଦ୍ରା ଅଚଳ ହୋଇନାହିଁ। କୌଣସି ବ୍ୟାଙ୍କ କଏନ୍‌ ନେବାକୁ ମନା କରିପାରିବେ ନାହିଁ। ତେବେ ସାଧାରଣ ଲୋକେ କଏନ୍‌ କାରବାରକୁ ନେଇ ଯେଉଁ ସମସ୍ୟାର ସମ୍ମୁଖୀନ…

ସୁଡ଼ଙ୍ଗ ଭିତର ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ: କହିଲେ ‘ମୁଢ଼ି ବଞ୍ଚାଇଥିଲା ୧୦ ଦିନ’

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଙ୍ଗିରିପୋଷି(ସଞ୍ଜୟ ଅଗ୍ରଓ୍ବାଲ),୩୦ା୧୧: ଓଡ଼ିଆ ଶ୍ରମିକ ଧୀରେନ ନାଏକ ଓ ଅନ୍ୟ ୪ ଓଡ଼ିଆଙ୍କ ସମେତ ମୋଟ ୪୧ ଶ୍ରମିକ ସୁଡ଼ଙ୍ଗ ଭିତରୁ ବାହାରକୁ ବାହାରିବା ପରେ ପୁନର୍ଜନ୍ମ ପାଇଥିବା ଅନୁଭବ କରିଛନ୍ତି। ବାହାରର ଆଲୋକ ଦେଖିବା ପରେ…

ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ। ଏହାର…

ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ କ୍ୟାମେରାରେ କଏଦ୍ ହୋଇଛି। ବ୍ୟାଘ୍ର ଗଣନା ପାଇଁ ଓଡ଼ିଶାର ବିଭିନ୍ନ ଜଙ୍ଗଲରେ କ୍ୟାମେରା ଖଞ୍ଜା…

ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର

ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ ବସ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ସମୟରେ…

ରାଜ୍ୟର ସମସ୍ତ ବ୍ଲକ୍‌‌ରେ ରିଜର୍ଭ ବ୍ୟାଙ୍କ ଆୟୋଜିତ କରିବ କଏନ୍‌‌ ଏକ୍ସଚେଞ୍ଜ ମେଳା

ଭୁବନେଶ୍ୱର,୨୯।୧୧: ରାଜ୍ୟର ୩୧୪ଟି ବ୍ଲକ୍‌‌ରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ କଏନ୍‌‌ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ ହେବ। ଏଥିରେ ଜନସାଧାରଣ ୫୦ ପଇସାରୁ ୨୦ ଟଙ୍କା ପର୍ଯ୍ୟନ୍ତ କଏନ୍‌‌ ବଦଳେଇ ପାରିବେ। ଏହା ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ଜଣାପଡିଛି। ଏ…

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା ଗ୍ରାମର ପବିତ୍ର ଦାସଙ୍କ ଘରୁ ଲୁଟପାଟ ହୋଇଥିବା ଜଣାପଡିଛି। ପବିତ୍ରଙ୍କ ଛେନାପଦି ବଜାରରେ…

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ରସୁଲଗଡ଼ରୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଟ୍ରକ ଦେଇଥିଲା । ଟ୍ରକ…

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି…

ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।ବୁଧବାର ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା…

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ ପୁସ୍ତକ ‘ସେଁର୍‌ରା’ ପାଇଁ ଏହି ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏନେଇ ମଙ୍ଗଳବାର…

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବେପରୁଆ ଗାଡ଼ିଚାଳନା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ, ମଦ୍ୟପାନ କରି ଗାଡ଼ି ଚଳାଇବା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri