ରାଜ୍ୟ

ଆକର୍ଷିତ କରୁଛି ଓଡ଼ିଶା ପାଭିଲିୟନ ସାଜସଜ୍ଜା

ଭୁବନେଶ୍ୱର, ୨୧।୧୧(ଅସମାପିକା ସାହୁ):ଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସୋମବାର ଥିଲା ସପ୍ତମ ଦିବସ। ବାଣିଜି୍ୟକ ଦିବସ ପରେ ରବିବାରଠାରୁ ସର୍ବସାଧାରଣଙ୍କ ପାଇଁ ଏହି ମେଳା ଖୋଲା ହୋଇଥିବାରୁ ପ୍ରଗତି ମଇଦାନ ପରିସର ସମେତ ଓଡ଼ିଶା ପାଭିଲିୟନରେ ପ୍ରବଳ ଜନଗହଳି…

ପ୍ରେମିକାଙ୍କ ଫଟୋ ଭାଇରାଲ ଘଟଣା: ପ୍ରେମିକ ଗିରଫ

ଭୁବନେଶ୍ୱର,୨୧।୧୧(ସୂର୍ଯ୍ୟକାନ୍ତ ବେହେରା):ପ୍ରେମିକା ଦୂରେଇଯିବାରୁ ତାଙ୍କ ନାଁରେ ଫେକ୍‌ ଇନ୍‌ଷ୍ଟାଗ୍ରାମ ଆଇଡି ଖୋଲି ଖରାପ ଟିପ୍ପଣୀ ଦେବା ସହ ଫଟୋ ଭାଇରାଲ କରିବା ଅଭିଯୋଗରେ ତମାଣ୍ଡୋ ଥାନା ପୋଲିସ ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି। ସେ ହେଲେ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳର…

ପୁଣି ପ୍ରାର୍ଥୀ ହେବା ନେଇ ଆଶଙ୍କାରେ ୩ ବିଧାୟକ

ବ୍ରହ୍ମପୁର,୨୧ା୧୧(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୧୯ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିରୁ ୧୨ ବିଧାୟକ ନିର୍ବାଚିତ ହୋଇଥିଲେ। କେବଳ ସାନଖେମୁଣ୍ଡି ଆସନରୁ କଂଗ୍ରେସ ପ୍ରାର୍ଥୀ ଜିତିଥିଲେ। ଗୋପାଳପୁରରୁ ନିର୍ବାଚିତ ବିଧାୟକ ବିଜେଡିରୁ…

‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଥ୍‌ ଆହେଡ୍‌’-ଅରଣ୍ୟ ମାନବ ଯାଦବ ପାୟେଙ୍ଗ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ…

ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ନିଶ୍ଚିନ୍ତକୋଇଲି,୨୧।୧୧ (ଅଶୋକ କୁମାର ମହାପାତ୍ର):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର ପରବର୍ତ୍ତୀ…

ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ ସାଲୁଗା ପ୍ରଧାନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ଉପବାଚସ୍ପତି ନିର୍ବାଚନ ପାଇଁ ସେ ସୋମବାର ପୂର୍ବାହ୍ନରେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତ ନଭେମ୍ବର ୮ରେ ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଉପବାଚସ୍ପତି…

ଆଜିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏଥିରେ ମୋଟ୍‌ ୩୦ଟି କାର୍ଯ୍ୟକାରୀ ଦିବସ ରହିଛି। ସେଥିରୁ ୨୪ ସରକାରୀ ଦିବସ ଥିବା ବେଳେ ୬ ବେସରକାରୀ…

ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି

ବାରିପଦା,୨୧ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ ଛାତ୍ରୀଛାତ୍ର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ଗାଡ଼ିକୁ…

ଆଜି ଟ୍ରେନ୍‌ ଯାତ୍ରା କରିବେ ରାଷ୍ଟ୍ରପତି

ରାଇରଙ୍ଗପୁର,୨୧ା୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବାରିପଦା ଓ କୁଳିଅଣାଠାରେ କାର୍ଯ୍ୟକ୍ରମ ସାରି ସୋମବାର ଅପରାହ୍ନ ୪ଟା୩୦ରେ ଜନ୍ମଭୂମି ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଇରଙ୍ଗପୁରର ଦାଣ୍ଡବୋଷ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ତାଙ୍କ…

ପାଣି ଟାଙ୍କିରୁ ୨ କଙ୍କାଳ ଜବତ: ଲୋକେ କହୁଛନ୍ତି ମାନବ କଙ୍କାଳ, ପୋଲିସ କହିଲା ମାଙ୍କଡ଼ର

ଯାଜପୁର ସଦର, ୨୦ା୧୧ (ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ନିଶ୍ଚନ୍ତା ଗ୍ରାମ ନିକଟରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଭିତରୁ ସୋମବାର ପୂର୍ବାହ୍ନରେ ୨ଟି କଙ୍କାଳ ଜବତ ହୋଇଛି। ତାହା ମାନବକଙ୍କାଳ ବୋଲି ସ୍ଥାନୀୟ…

ଚଳନ୍ତା ବସ୍‌ରେ ଛାତ୍ରୀଙ୍କୁ ବଳାତ୍କାର

ଯାଜପୁର,୨୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ(୧୬)ଙ୍କୁ ରବିବାର ଚଳନ୍ତା ବସ୍‌ରେ ବଳାତ୍କାର କରାଯାଇଛି। ଭଦ୍ରକରୁ କୋଲକାତା ଯିବା ଏବଂ ଫେରିବା ବାଟରେ ବସ୍‌ର ସ୍ଲିପର ସିଟ୍‌ରେ ଛାତ୍ରୀଙ୍କୁ ବଳାତ୍କାର କରିଛନ୍ତି ତାଙ୍କ ଗ୍ରାମର ଦୟାନିଧି…

୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୭୨୨ ବସ୍ତିବାସିନ୍ଦାଙ୍କୁ ମିଳିଲା ଘର

ଭୁବନେଶ୍ବର,୨୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ, ସତ୍ୟନଗର ଶାନ୍ତିପଲ୍ଲି ଓ ସୁବୁଦ୍ଧିପୁରରେ ରହିଛି। ଏହି ସବୁ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri