ରାଜ୍ୟ

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ…

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ ପୁତୁରାଙ୍କୁ ଦେଢଶୁର ଏକ ଟାଙ୍ଗିଆରେ ହାଣିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ…

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ…

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କାମଧନ୍ଦା ନ ପାଇ ପଦ୍ମାବତୀଙ୍କ ପୁଅ ମୈତ୍ର…

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର…

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକ ସଭା ଓ…

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ…

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ…

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ମନ୍ମଥଙ୍କୁ ଭିନ୍ନ ଶୈଳୀରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ…

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ଶିକାରୀଙ୍କଠାରୁ ବନକର୍ମଚାରୀ ଏକ ଗୁଳି ଭର୍ତ୍ତି…

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଆଜି ପ୍ରଥମ ଦିନରେ ସାନଖେମୁଣ୍ଡି ବିଧାନସଭା ଆସନ ନିମନ୍ତେ ବିଜୁ ଜନତା…

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌ କଣ୍ଟ୍ରୋଲରେ ଚାଲିଛନ୍ତି ରାଜ୍ୟ ସରକାର। ବିପଦରେ ଗଣତନ୍ତ୍ର, ସଭାରେ କେବଳ ଗୋଟିଏ ନେତା ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?