ଡିସେମ୍ବରରେ ଆରମ୍ଭ ହେବ ‘ରାହାଗିରି’, ନାଚ ଗୀତରେ କମ୍ପିବ ରାଜଧାନୀର ଶୀତୁଆ ସକାଳ
ଭୁବନେଶ୍ବର,୨୦।୧୧: ଡିସେମ୍ବର ମାସରେ ରାଜଧାନୀ ଭୁବନେଶ୍ୱରକୁ ଫେରିବ ରାହାଗିରି। ପୁଣି ରାଜଧାନୀର ଶୀତୁଆ ସକାଳରେ ପଥଉତ୍ସବ କାର୍ଯ୍ୟକ୍ରମରେ ଝୁମିବେ ଭୁବନେଶ୍ୱରବାସୀ। ଡିସେମ୍ବର ୧୦ ତାରିଖ ଶେଷ ରବିବାର ଓ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…
ମୋ ଝିଅକୁ ଜ୍ୱାଇଁ, ଶାଶୁ , ଶ୍ୱଶୁର ଜୀବନ୍ତ ପୋଡ଼ି ମାରିଦେଲେ
ବଡ଼ସାହି,୨୦ା୧୧(ଦୀପକ ବୁଗୁଡ଼େଇ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତ ଚାଉଳିଆ ଷୋଳ ଗ୍ରାମସ୍ଥିତ ଏକ ଘର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଜବତ କରିଛି। ମୃତା ମହିଳା ଜଣକ ହେଲେ ସରୋଜ ସାହୁଙ୍କ ସ୍ତ୍ରୀ ସଂଯୁକ୍ତା (୪୦)।…
‘ଡିସେମ୍ବରରେ ଦାବି ପୂରଣ ନ ହେଲେ ସବୁ କଲେଜ ବନ୍ଦ’
ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଟାଉନ ହଲ୍ରେ ପୂର୍ବ ଓଡ଼ିଶା ଓ ଉତ୍ତର ଓଡ଼ିଶା ଅଧ୍ୟକ୍ଷ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ୫ ଜିଲାର ସମସ୍ତ କଲେଜ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।…
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ MOU ସ୍ୱାକ୍ଷର
ଭୁବନେଶ୍ୱର,୨୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସୋମବାର ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ସହିତ ଏକ ବୁଝାମଣାପତ୍ର(ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଭର୍ଚୁଆଲ୍ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ଵାକ୍ଷର ହୋଇଛି। ସୂଚନା ଅନୁସାରେ ଆସନ୍ତା ନୂଆବର୍ଷରେ…
ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ଆଜି ମୁର୍ମୁ ବାରିପଦାରେ ଅଖିଳ…
ମହିଳାଙ୍କ ସହ ଥିଲା ପ୍ରେମ ସମ୍ପର୍କ: ଯୁବକଙ୍କୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ
ଗୋପାଳପୁର,୨୦।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ସୋମବାର ଅପରାହ୍ନରେ ଏକ କୂଅରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଠାବ କରିଛି l ଯୁବକ ଜଣକ ହେଲେ ଜେ ଗୋବିନ୍ଦପୁର ଗ୍ରାମର ଟୁଟୁ ନାଇକ (୩୭)। ଏନେଇ ପୋଲିସ…
ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ଭାବେ ଦାଖଲ କଲେ ନାମାଙ୍କନ
ଭୁବନେଶ୍ୱର,୨୦ା୧୧: ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ଉପବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନପତ୍ର ସୋମବାର ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ଦାଖଲ ପରେ ଶ୍ରୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି,…
ବାରିପଦାରେ ରାଷ୍ଟ୍ରପତି
ମୟୂରଭଞ୍ଜ,୨୦ା୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ପୂର୍ବାହ୍ନରେ ବାରିପଦାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ବାରିପଦା ପୋଲିସ ହେଲିପ୍ୟାଡ୍ରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ…
ସୁଯୋଗ ମିଳିଲେ ପୁଣି ନିର୍ବାଚନ ଲଢ଼ିବି: ପ୍ରମିଳା ବିଶୋୟୀ
ବ୍ରହ୍ମପୁର,୨୦ା୧୧(ନରସିଂହ ସାହୁ): ସୁଯୋଗ ମିଳିଲେ ଆଗାମୀ ଲୋକ ସଭା ନିର୍ବାଚନ ଲଢ଼ିବି ବୋଲି ଆସିକା ବିଜେଡି ଏମ୍ପି ପ୍ରମିଳା ବିଶୋୟୀ କହିଛନ୍ତି। ଏଥିପାଇଁ ଦଳର ସଭାପତି ତଥା ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟିକେଟ ପାଇଁ ସେ ଆବେଦନ କରିଥିବା ଦର୍ଶାଇଛନ୍ତି। ରବିବାର…
ଉପବାଚସ୍ପତି ନିର୍ବାଚନ: ଆଜି ନାମାଙ୍କନ
ଭୁବନେଶ୍ୱର,୨୦୧୧(ସୁନିତ୍ ମିଶ୍ର): ବିଧାନସଭା ଶୀତକାଳୀନ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ତେବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇପାରେ ବୋଲି ଅନେକ ମତ ଦେଉଛନ୍ତି। ଯଦି ବାସ୍ତବରେ…
ଆଜି ଆସିବେ ରାଷ୍ଟ୍ରପତି
ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ପ୍ରଥମ ଦିବସରେ ବାରିପଦା ଶହୀଦ ସ୍ମୃତି ଭବନରେ ସାନ୍ତାଳୀ ଲେଖକ ସମ୍ମିଳନୀ ଏବଂ…
ମହାନଦୀର ସୁବଳୟାରେ ହେବ ବ୍ୟାରେଜ
ନୟାଗଡ଼,୨୦।୧୧(ଲୋକନାଥ ମିଶ୍ର): କଟକ ଜିଲାର ସୁବଳୟା ଓ ନୟାଗଡ଼ ଜିଲା ଗଣିଆ ବ୍ଲକର ରାଉତପଡାକୁ ସଂଯୋଗ କରି ମହାନଦୀରେ ହେବ ରାଉତପଡା ବ୍ୟାରେଜ । ଏଥିପାଇଁ ୧୫୭୨ କୋଟି ଟଙ୍କା ମଞ୍ଜୁର କରିବାକୁ ରାଜ୍ୟ ସରକାରଙ୍କୁ ନୟାଗଡ଼ ଜିଲା ଜଳସମ୍ପଦ ବିଭାଗ…
Archives


