ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…
ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି । ସେମାନେ ହେଲେ ବେଲଘର ରେଞ୍ଜ…
ବେଆଇନ ଭାବରେ ଅନ୍ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ
ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ ଭ୍ୟାନ୍ରୁ ଜିଞ୍ଜର ଅନ ଲୋଡିଂ ହେଉଥିବା ଖବର ପାଇ ଅବକାରୀ ଅଧୀକ୍ଷକ ମନୋଜ…
ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା
ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଦିଗପହଣ୍ଡି ପୋଲିସ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ବାଇକ୍ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି
ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲପଡ଼ାର ପ୍ରଭାତ ନାୟକ (୨୪)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍ରେ ଚାଷଶୈଳୀର…
ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ…
ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…
ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ…
ରାଜଧାନୀରେ ବଢ଼ୁଛି ନିଶା କାରବାର
ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଟ୍ବିନ୍ ସିଟିରେ ଛାଇଗଲେଣି ନିଶା ବେପାରୀ। ପ୍ରତିବର୍ଷ ଗିରଫ ହେଉଥିବା ନିଶା ବ୍ୟବସାୟୀଙ୍କ ସଂଖ୍ୟା ଏବଂ ମାମଲା ରୁଜୁର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡୁଛି। ଯୁବପିଢ଼ିଙ୍କୁ ଟାର୍ଗେଟ କରି ସହରର ଗଳିକନ୍ଦିରେ ନିଶା ବିକ୍ରି କରାଯାଉଥିବା…
ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ
ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…
ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…
ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…
ଅପରେଶନ ସାଇବର କବଚ୍: ୬ ଗିରଫ
ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲାକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୮୬ଟି…
୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ
ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…
ରାସ୍ତା ପାଶର୍ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ
ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତା ପାଶର୍ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ।…
Archives


