ରାଜ୍ୟ

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪…

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା…

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି…

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ ୧୦ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ।…

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା ରାଶନ ମିଳିବ। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ…

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ। ସେ କହିଛନ୍ତି, ସବୁବେଳେ…

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି…

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ ସରକାର ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ…

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ କଟିବ…

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା ଲାଗି ଟିକେଟ ଦେଇଛି କଂଗ୍ରେସ । ଏବେ ସୁର ରାଉତରାୟ କରିବେ କଣ ?…

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ…

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?