ଭୁବନେଶ୍ୱରରେ ହେବ ବିଗ୍ ଫାଇଟ୍, କାହାର ପଲା ଭାରି
ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର ମନ୍ମଥଙ୍କ ଖାତାକୁ ଯାଇପାରେ ପାଇକ ଭୋଟ । ୟାସିରଙ୍କ ସଂଖ୍ୟାଲଘୁ ଭୋଟ ହୋଇପାରେ ର୍ନିଣ୍ଣାୟକ…
ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ
ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ।…
ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ…
୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ
ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ ପ୍ରମିଳା…
ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ
ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…
ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ
ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍ଟିଇପି) ହେଉଛି ଏକ ଫ୍ଲାଗ୍ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା ଏବଂ ପ୍ରତିରୋଧ ପାଇଁ ଗୁରୁତ୍ୱ ଦିଆଯାଇଛି। ଏ ଦିଗରେ ଓଡ଼ିଶା ଆଖିଦୃଶିଆ କାର୍ଯ୍ୟକ୍ରମ କରି…
ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼
ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ ୟାସିର ନଓ୍ବାଜଙ୍କୁ ପ୍ରାର୍ଥୀ କରିଛି। ୩ ପ୍ରମୁଖ ଦଳ ପ୍ରାର୍ଥୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି।…
ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ
ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…
ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍ଏଚ୍ଜି ସାରା ଓଡ଼ିଶାର ଅନେକ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ…
ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି
ଭୁବନେଶ୍ୱର,୨୪।୪(ସୁନିତ୍ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…
ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା
ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ ନେତ୍ରୀଙ୍କ…
ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ
କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ…

