ରାଜ୍ୟ

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସେ କହିଛନ୍ତି, ରାସେଶ୍ୱରୀଙ୍କ ଇସ୍ତଫା ଦଳ ପାଇଁ…

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବିଶାଳ…

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପଡାଲଙ୍କ ସହ ପ୍ରିତମ ପାଢ଼ୀ, ଗୁପ୍ତ…

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସୋମବାର ରାଜଧାନୀର ତାପମାତ୍ରା…

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ…

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ ଓ…

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯିଏ ପ୍ରାର୍ଥୀ ହୋଇଛନ୍ତି ତାଙ୍କୁ ଦଳରୁ କେହି ବିରୋଧ କରୁନାହାନ୍ତି। କିନ୍ତୁ ମୋତେ ଟିକେଟ୍‌…

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ।…

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ସେ…

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପରେ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି।…

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ କାର୍ଯ୍ୟାଳୟ ଭିତରେ ପ୍ରବଳ ହୋହଲ୍ଲା ପରିସ୍ଥିତି ଦେଖିବାକୁ ମିଳିଛି। ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଯାହାକୁ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?