ରାଜ୍ୟ

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଭୁବନେଶ୍ୱର ମେଟ୍ରୋ ରେଳ, ଆମ ହସ୍ପିଟାଲ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର, ୧୪।୧୧: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଫେଜ୍-୧ ଡିପିଆର ଉପରେ ମୋହର ଲାଗିଥିବା ବେଳେ…

୫ଟି, ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ

ଦାରିଙ୍ଗବାଡି,୧୪।୧୧(ଅରୁଣ ସାହୁ ): ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ। କନ୍ଧମାଳ ଜିଲାର ୩ ବିଧାୟକ ତଥା ଜି. ଉଦୟଗିରି ବିଧାୟକ ଓ ବିଜେଡିର ନବନିଯୁକ୍ତ ଜିଲା ସଭାପତି ସାଲୁଗା…

ଗଞ୍ଜାମ ଆରଟିଓ ଅଫିସରୁ ୪ଦଲାଲ ଗିରଫ

ଛତ୍ରପୁର,୧୪।୧୧(ଦିଲ୍ଲୀପ ସାମଲ/ସନ୍ତୋଷ ପାଢୀ): ଗଞ୍ଜାମ ଆରଟିଓ ଅଫିସରୁ ୪ ଦଲାଲଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁର ଗାଁର ଜଗନ୍ନାଥ ସାହୁ, କୁମାରବେଗପଲ୍ଲୀ ଗାଁର ରବିନ୍ଦ୍ର କୁମାର ଗୌଡ, ବ୍ରହ୍ମପୁରର ପି. ଚନ୍ଦ୍ର…

ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୪।୧୧: ସ୍ବାମୀଙ୍କ ଦୁର୍ଘଟଣାରେ ମତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ନିକଟ ବେଣାଗାଡ଼ିଆରେ। ମୃତକ ଜଣକ ହେଲେ ଅନିନ୍ଦିତା ସୁବୁଦ୍ଧି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ମେଡିକାଲରେ…

ପୁରୀ ରେଳଷ୍ଟେଶନ କୋଚିଂ ଡିପୋରେ ଲାଗିଲା ନିଆଁ

ପୁରୀ,୧୪l୧୧: ପୁରୀ ରେଳଷ୍ଟେଶନ କୋଚିଂ ଡିପୋରେ ଥିବା ଏକ ଟ୍ରେନ୍‌ରେ ମଙ୍ଗଳବାର ନିଆଁ ଲାଗିଯାଇଛି। ହେଲେ ନିଆଁ ଲାଗିବାର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁଲିଭା କାର୍ଯ୍ୟ ଆରମ୍ଭ କରିଛନ୍ତି। ହେଲେ ଅଗ୍ନିକାଣ୍ଡରେ ମୃତାହତ ସମ୍ପର୍କରେ ଜଣାପଡିନାହିଁ।…

ଜୀବନ ଯୁଦ୍ଧରେ ହାରିଗଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ ସହଯୋଗରେ ଗାତ…

ବୋରୱେଲ ଗାତରୁ ଉଦ୍ଧାର ହେଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ହେଲେ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ଙ୍କ ସହଯୋଗରେ ଗାତ ଖୋଳାଯାଇ…

ବିଶୋଧନ ହେଉନି ବିସର୍ଜନ ଘାଟ

ରାଉରକେଲା,୧୪।୧୧(ବିପ୍ଳବ ରଞ୍ଜନ ଦାଶ): ବ୍ରାହ୍ମଣୀ ନଦୀକୁ ପ୍ରଦୂଷଣ ମୁକ୍ତ କରିବା ଉଦ୍ଦେଶ୍ୟରେ ଆରଏମସି ପକ୍ଷରୁ ରାଉରକେଲା ବାଲୁଘାଟରେ ମୂର୍ତ୍ତି ବିସର୍ଜନ ଘାଟ ଇତିମଧ୍ୟରେ ନିର୍ମାଣ କରାଯାଇଛି। ଏଠାରେ ଗତ ଦଶହରା ସମୟରେ ସହରର ବିଭିନ୍ନ ମଣ୍ଡପରେ ପୂଜିତ ମୂର୍ତ୍ତିଗୁଡିକୁ ବିସର୍ଜନ କରାଯାଇଥିଲା।…

ମୁକୁଳା ବୋରୱେଲ ଗାତରେ ଖସିପଡ଼ିଲେ ବୃଦ୍ଧା: ଉଦ୍ଧାର କାର୍ଯ୍ୟ ଆରମ୍ଭ

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ଜଣେ ବୃଦ୍ଧା ମୁକୁଳା ପଡ଼ିଥିବା ବୋରୱେଲ ଗାତରେ ଖସି ପଡିଛନ୍ତି। ବୃଦ୍ଧାଙ୍କ ନାମ ଦୁଃଖୀ ନେଗୀ ବୋଲି ଜଣାପଡିଛି। ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ କରୁଥିବା…

ହଷ୍ଟେଲରେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ

କେନ୍ଦୁଝର, ୧୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଯନ୍ତାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟା ଅସଦାଚରଣ କରିଛନ୍ତି। ଛାତ୍ରୀ ବିରୋଧ କରିବାରୁ ରୋଷେୟା ମାଡ଼ ମାରିଥିବା ଜଣାପଡ଼ିଛି। ଘଟଣା ପରେ…

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୪।୧୧(ଅସମାପିକା ସାହୁ): ଶିଶୁ ଦିବସ ଅବସରରେ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ହେବାକୁ ଥିବା ଏହି ପ୍ରତିଯୋଗିତାରେ…

ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri