ରାଜ୍ୟ

‘ଚକ୍ରାନ୍ତ କରି ମୋ ଟିକେଟ୍ କାଟିଦେଲେ, ତାଙ୍କ କଥା ଜଗନ୍ନାଥ ବୁଝିବେ’: ସୁନନ୍ଦା ଦାସ

ଭୁବନେଶ୍ୱର, ୨୨।୪: ସୋମବାର ବିଜୁ ଜନତା ଦଳ ପକ୍ଷରୁ ସପ୍ତମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରାଯାଇଛି। ଏଥିରେ ବରୀ ବିଧାୟକ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକଙ୍କୁ ଟିକେଟ୍ ମିଳିଛି। ଏହାପରେ ସୁନନ୍ଦା ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚକ୍ରାନ୍ତ କରି…

ତୁଷାରକାନ୍ତିଙ୍କୁ ଟିକେଟ୍‌ ମିଳିବା ପରେ କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି: ସୁରେନ୍ଦ୍ର

ଭୁବନେଶ୍ୱର,୨୨।୪: କାକଟପୁରରୁ ବିଜେଡି ତୁଷାରକାନ୍ତି ବେହେରାଙ୍କୁ ଟିକେଟ୍‌ ଦେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଟିକେଟ୍‌ ଆଶାୟୀ ଥିବା ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ। ସେ କହିଛନ୍ତି, ଆଜି କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି। ପ୍ରାର୍ଥୀ ହୋଇଥିବା ବ୍ୟକ୍ତି କାକଟପୁର ଯାଆନ୍ତିନି, ଭୁବନେଶ୍ୱରରେ…

ସ୍ବାମୀଙ୍କୁ ଲୋକ ସଭା, ସ୍ତ୍ରୀଙ୍କୁ ବିଧାନସଭା ଟିକେଟ୍‌ ଦେଲା ବିଜେଡି

ଭୁବନେଶ୍ୱର,୨୨।୪: ବିଜେଡି ସୋମବାର ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୪ ଜଣ ବିଧାୟକଙ୍କ ଟିକେଟ କଟିଥିବାବେଳେ ଦୁଇ ଜଣ ବିଧାୟକଙ୍କ ସ୍ତ୍ରୀଙ୍କୁ ଟିକେଟ ଦେଇଛି ଦଳ। ସବୁଠୁ ଏଥର ରୋଚକ ସ୍ଥିତି ମୟୁରଭଞ୍ଜରେ ଦେଖିବାକୁ ମଳିଛି।…

୨ ବିଧାୟକଙ୍କ ସ୍ତ୍ରୀଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ବିଜେଡି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୬ ପ୍ରାର୍ଥୀଙ୍କ ମଧ୍ୟରେ ୨ ବିଧାୟକଙ୍କ ସ୍ତ୍ରୀ ରହିଛନ୍ତି। ସେମାନେ ହେଲେ ବାଙ୍ଗିରିପୋଷିରେ ସୁଦାମ ମାର୍ଣ୍ଡିଙ୍କ ସ୍ଥାନ…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର, ୨୨।୪: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ସମୟରେ ସମୟରେ ସେ ଏପ୍ରିଲ ୨୮ ରେ ସାଲେପୁର ଗସ୍ତ କରିବେ ବୋଲି ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଅଜୟ…

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ…

ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ କେଉଁଠୁ ପାଇଲେ ଟିକେଟ୍

ଭୁବନେଶ୍ୱର, ୨୨।୪: ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ବିଜୁ ଜନତା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଏଥିରେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା, ବାଙ୍ଗିରିପୋଷିରୁ ରଂଜିତା ମାରାଣ୍ଡି,…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୂଶନପୁରୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସ୍ଥାନୀୟ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ ସଫେଇ ଏବଂ ରାତ୍ର ଜଗୁଆଳି ଦାୟିତ୍ବ ଦେବା…

ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ…

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ଜିଲାପରିଷଦ ସଭାପତି

ଭୁବନେଶ୍ୱର,୨୨।୪: ନିର୍ବାଚନ ଯେତେ ପାଖେଇ ଆସୁଛି, ନେତାଙ୍କ ମଧ୍ୟରେ ଦଳବଦଳ ଜାରି ରହିଛି। ଏହି କ୍ରମରେ ବିଜେଡିକୁ ସୋମବାର ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ରାପଡ଼ା ଜିଲାପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର…

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ ଗ୍ରୁପ ଅସୁସ୍ଥ ହୋଇପଡିଥିଲେ।

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?