ଆବର୍ଜନା ଗଦାରୁ ଅଜଣା ରୋଗର ଭୟ
ଭୁବନେଶ୍ୱର, ୬।୧୧ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଟିଟିଏସ୍ (ଟେମ୍ପରାରି ଟ୍ରାନ୍ଜିଟ୍ ଷ୍ଟେଶନ)ରେ ଅଳିଆର ପାହାଡ଼ ଜମା ହୋଇଛି। ଦିନେ ଅସ୍ଥାୟୀ ଭାବେ ଆବର୍ଜନା ପଡିବା ପାଇଁ ଆରମ୍ଭ ହୋଇଥିବା ଏହି ସ୍ଥାନ ଏବେ ସ୍ଥାୟୀ ଡମ୍ଫିୟାର୍ଡରେ ପରିଣତ ହୋଇଛି।…
କୀଟନାଶକ ପରିବର୍ତ୍ତେ ଏବେ ଆଲୋକ ଯନ୍ତା
କଟକ,୬ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ଏଣିକି ଫସଲ ନଷ୍ଟ କରୁଥିବା ପୋକ ବା କୀଟମାନଙ୍କୁ ମାରିବା ପାଇଁ ଚାଷୀଙ୍କୁ ଆଉ କ୍ଷତିକାରକ ରସାୟନ ପ୍ରୟୋଗ କରିବାକୁ ପଡ଼ିବ ନାହିଁ। ଫସଲକୁ କୀଟ ଦାଉରୁ ରକ୍ଷା କରିବା ପାଇଁ ଉଦ୍ଭାବନ ହୋଇଛି ଏକ ଯନ୍ତା,…
ରାଜ୍ୟରେ ତୃଣମୂଳସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବା ଲାଗି ଅନ୍ଲାଇନ୍ ଆବେଦନ ଆରମ୍ଭ
ଭୁବନେଶ୍ୱର, ୫।୧୧: ତୃଣମୂଳ ସ୍ତରରେ କ୍ରୀଡାକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କର କ୍ରୀଡା ବିଭାଗ ପକ୍ଷରୁ ବ୍ଲକ୍ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦଠାରୁ ଆରମ୍ଭ କରି ମହାନଗର ନିଗମ ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯିବ।…
ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ
ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍ ହୋଇଯାଇଥିବା ସୂଚନା…
କାର୍ତ୍ତିକରେ କନ୍ଦାଉଛି ପିଆଜ, ଦର ଖସିବ କେବେ…
ପାରଳାଖେମୁଣ୍ଡି,୫ା୧୧(ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଞ୍ଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ ଏହାର…
ପୁଣି ମାତିଲା ଆଉ ଏକ ବାଘ, ଆଲର୍ଟରେ ବନ ବିଭାଗ
ନୂଆପଡା,୫।୧୧: ପୁଣି ମାତିଛି ମଣିଷଖିଆ ବାଘ। ଶନିବାର ରାତିରେ ବନବିଭାଗ ଏକ କଲରାପତିରିଆ ବାଘକୁ କାବୁ କରିଥିବାବେଳେ ରବିବାର ଆଉ ଏକ ବାଘ ପୁଣି ଆତଙ୍କ ଖେଳାଇଛି। ବାଘଟି ଧରମବନ୍ଧା ଥାନା କୋଦୋପାଲି ଗ୍ରାମ ନିକଟରେ ବୁଲୁଥିବାର ଦେଖିବାକୁ ପାଇଛନ୍ତି ଗ୍ରାମବାସୀ।…
ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଇରଙ୍ଗପୁର,୫।୧୧: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୨୦ରେ ଓଡିଶା ଆସି ଦୁଇଦିନିଆ ମୟୂରଭଞ୍ଜ ଗସ୍ତ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜର ବାଦାମପାହା ରେଲୱେ ରୁଟରେ ପ୍ରସ୍ତାବିତ ୩ ନୂଆ ଟ୍ରେନ ଲୋକାର୍ପିତ କରିବେ । ଟାଟାରୁ ରାଉରକେଲାକୁ ଯାଉଥିବା…
ଖିମ୍ଜୀ ଜୁଏଲର୍ସର ଧନ୍ତେରସ୍ ଧନବର୍ଷା ସ୍କିମ୍ ଉନ୍ମୋଚିତ
ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଖିମ୍ଜୀ ଜୁଏଲର୍ସ ପକ୍ଷରୁ ଧନ୍ତେରସ୍ର ଶୁଭ ପର୍ବରେ ଖୁସିକୁ ଦ୍ୱିଗୁଣିତ କରିବା ପାଇଁ ଖିମ୍ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ‘ଧନ୍ତେରସ୍ ଧନବର୍ଷା’ ସ୍କିମ୍ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଖିମ୍ଜୀ…
ଗୌତମ ପାତ୍ରଙ୍କୁ ନୂତନ ଦାୟିତ୍ୱ
ଭୁବନେଶ୍ୱର,୫।୧୧ୟୁକୋ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱରଠାରେ ଏକ ନୂତନ ମହାପ୍ରବନ୍ଧକ କାର୍ଯ୍ୟାଳୟର ଶୁଭାରମ୍ଭ କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟବସାୟିକ ଅଭିବୃଦ୍ଧି ପାଇଁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଭଳି ରାଜ୍ୟରେ ବ୍ୟାଙ୍କର ସାମଗ୍ରିକ ବ୍ୟବସାୟରେ…
ଦାରିଙ୍ଗବାଡିରେ ବିଦ୍ୟୁତ ବିଭ୍ରାଟ: ଡିବିରୀ, ଲଣ୍ଠନ ଭରସା
ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ତଥା ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡିରେ ଦୈନିକ ବିଦ୍ୟୁତ ବିଭ୍ରାଟ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା ଥାଉ କି, ଶନିବାର ସାରା ଜିଲାରେ ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟାରୁ ସଂଧ୍ୟା…
ପୁଣି ଅଲୋଡା ନବଜାତ ଶିଶୁକନ୍ୟା, ଉଦ୍ଧାର ସହ ଚିକିତ୍ସା ଜାରି
ନୀଳଗିରି, ୫।୧୧(ପ୍ରଶାନ୍ତ କୁମାର ବିଶ୍ବାଳ/ ମାନସ ବିଶ୍ୱାଳ):- ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ନୀଳଗିରି ଏନଏସି ଅଞ୍ଚଳରେ ଦେଖିବାକୁ ମିଳିଛି। ରବିବାର ଭୋର୍ ୪ଟା ୫୦ ସମୟରେ ନୀଳଗିରି ଏନ.ଏ.ସିର ୬ ନମ୍ବର୍ ୱାର୍ଡ ମସଜିଦ…
ୟୁବିଆଇ ପକ୍ଷରୁ ୱାକାଥନ୍
ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା ଏବଂ…
Archives


